ମେଟ୍ରୋ

ରଥଯାତ୍ରା ପ୍ରସଙ୍ଗ: ପୁନର୍ବିଚାର ପରେ ଆଇନଗତ ପଦକ୍ଷେପ ନେବେ ସରକାର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନ କରିବା ପାଇଁ ସୁପ୍ରିମକୋର୍ଟ ଜୁନ୍‌ ୧୮ ତାରିଖରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ପାଳନ କରିବା ପାଇଁ ରାଜ୍ୟ ସରକାର ସେହିଦିନ କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ନେଇଥିଲେ। ତେବେ…

ସଙ୍କଟରେ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩.୯୧ଲକ୍ଷ ଉଦ୍ୟୋଗରେ କାର୍ଯ୍ୟରତ ୧୫ଲକ୍ଷ ଲୋକଙ୍କ ଜୀବନଜୀବିକା ବିପନ୍ନ ହୋଇଛି। କରୋନା ସଙ୍କଟ ଯୋଗୁ ଆର୍ଥିକ ଅନଟନ ଦେଇ ଗତି କରୁଥିବା ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ(ଏମ୍‌ଏସ୍‌ଏମ୍‌ଇ)ଉଦ୍ୟୋଗଗୁଡ଼ିକ ଭୁଶୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ସରକାରୀ ଅସହଯୋଗ, ଶ୍ରମିକ…

ସୋସିଆଲ ମିଡିଆରୁ ଯୁବତୀଙ୍କ ଫଟୋ ନେଇ ପର୍ନସାଇଟରେ ହେଉଛି ଅପଲୋଡ୍‌

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ଆଜିର ବ୍ୟସ୍ତବହୁଳ ଜୀବନରେ ଅନେକ ଯୁବପିଢି କିଛି ଲାଇକ୍‌ ପାଇଁ ନିଜର ଫଟୋକୁ ସୋସିଆଲ ମିଡ଼ିଆରେ ଛାଡୁଛନ୍ତି। ବିଶେଷ କରି ଯୁବତୀମାନେ ସୋସିଆଲ ମିଡ଼ିଆରେ ଫଟୋ ଛାଡିବାରେ ପୁରୁଷଙ୍କ ଅପେକ୍ଷା ଆଗରେ ଅଛନ୍ତି। କିନ୍ତୁ ସେମାନଙ୍କ ଫଟୋ ସୋସିଆଲ ମିଡ଼ିଆରୁ ନିଆଯାଇ…

ଓଡ଼ିଶାରେ ଆଶିଂକ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ରବିବାର ମହାକାଶରେ ବଳୟ ସୂର୍ଯ୍ୟୋପରାଗ ସଂଗଠିତ ହୋଇଛି। ଓଡିଶା ସମେତ ଭାରତର ସବୁ ଅଞ୍ଚଳରେ ଏହା ଦୃଶ୍ୟମାନ ହୋଇଛି। ଦେଶର ରାଜସ୍ଥାନ, ହରିୟଣା ଓ ଉତ୍ତରାଖଣ୍ଡରେ ବଳୟ ସୂର୍ଯ୍ୟୋପରାଗ ଦୃଶ୍ୟମାନ ହୋଇଥିବାବେଳେ ଓଡିଶାରେ ଆଶିଂକ ସୂର୍ଯ୍ୟୋପରାଗ ଦୃଶ୍ୟମାନ ହୋଇଛି। ସୂର୍ଯ୍ୟୋପରାଗ ଦିନ…

୨୩ରୁ ପିପିଲିକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର,୨୧।୬(ବ୍ୟୁରୋ)- ଆସନ୍ତା ୨୩ ତାରିଖରୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଏକ ନୁଆ ରୁଟ୍‌ (ରୁଟ୍‌ ନଂ-୩୩) ଆରମ୍ଭ କରିବାକୁ ଯାଉଛି। ଏହା ଭୁବନେଶ୍ୱର ରେଲୱେ ଷ୍ଟେସନ (ମାଷ୍ଟରକ୍ୟାଣ୍ଟିନ)ରୁ ପିପିଲିକୁ ସଂଯୋଗ କରିବ। ଏହି ରୁଟ୍‌ର ଦୂରତା ୨୪.୮ କି.ମି…

ଆମମାନଙ୍କ ପ୍ରାର୍ଥନା ଜଗତର ନାଥ ଶ୍ରୀ ଜଗନ୍ନାଥ ମହାପ୍ରଭୁ ନିଶ୍ଚିତ ଶୁଣିବେ: ସମ୍ବିତ ପାତ୍ର

ଭୁବନେଶ୍ୱର,୨୧।୬: ଏବର୍ଷ ପୁରୀ ସମେତ ସାରା ଓଡିଆରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ଆସନ୍ତା ଜୁନ୍‌ ୨୩ରେ ଅନୁଷ୍ଠିତ ହେଉଥିବା ବିଶ୍ୱ ପ୍ରସିଦ୍ଧ ପୁରୀ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ଓଡ଼ିଶାରେ ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବ ନିର୍ଦ୍ଧାରିତ ସମୟରେ ପରାଗ ସ୍ପର୍ଶ କରିଥିଲା। ରାଜ୍ୟରେ ଆଂଶିକ ଉପରାଗ ରହିଥିଲେ ହେଁ ଆକାଶ ମେଘାଚ୍ଛନ୍ନ ରହିଥିବା ଯୋଗୁ ଅନେକ ସ୍ଥାନରେ ଲୋକେ ଏହାକୁ ଦେଖିବାକୁ…

ବିନ୍ଦୁସାଗର ପାଣିରେ ଯୋଗ

ଭୁବନେଶ୍ୱର,୨୧।୬(ବ୍ୟୁରୋ): କିଛି ମିନିଟ ନୁହେଁ ବରଂ ଘଣ୍ଟା ଘଣ୍ଟା ଧରି ପାଣିରେ ରହିପାରନ୍ତି ସେ। ଏହା କେବଳ ଯୋଗ ପାଇଁ। ରବିବାର ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବିନ୍ଦୁସାଗରରେ। ଖ୍ୟାତନାମା ଯୋଗ ସାଧକ ଅଶୋକ ବରାଳ…

ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ…

CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍‌, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…

ରାଜ୍ୟରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୫ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?