ମେଟ୍ରୋ

ଏକାମ୍ର: ଜମି ଅଧିଗ୍ରହଣ ପାଇଁ ୫୧ ଚୁକ୍ତି ସ୍ବାକ୍ଷର

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ବିକାଶ ଯୋଜନା ‘ଏକାମ୍ର’ (ଏକାମ୍ର କ୍ଷେତ୍ର ଆମେନିଟିସ୍‌ ଆଣ୍ଡ୍‌ ମନୁମେଣ୍ଟ୍‌ସ ରିଭାଇଭାଲ ଆକ୍ସନ) ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ବୁଧବାର ଜମି ଅଧିଗ୍ରହଣ ପାଇଁ ଚୁକ୍ତିନାମାର ପ୍ରୋତ୍ସାହନମୂଳକ...

ଓଡ଼ିଶାରୁ ୫ ସାମ୍ବାଦିକ ସମ୍ବର୍ଦ୍ଧିତ

ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ଭାରତୀୟ ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଗୁଜରାଟର ଗାନ୍ଧୀନଗରଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୧୯ ଏବଂ ୨୦ ଦୁଇଦିନ ଧରି ଅନୁଷ୍ଠିତ ବୈଠକରେ ହରିୟାନା, ପଞ୍ଚାବ, ହିମାଞ୍ଚଳପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ, କର୍ନାଟକ, ଓଡ଼ିଶା ଆଦି...

ସତ୍ୟନଗର ରାସ୍ତାକଡ଼ରୁ ହଟିଲା ୧୧୩ ଅସ୍ଥାୟୀ ଦେକାନ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ସତ୍ୟନଗର ମୁଖ୍ୟ ରାସ୍ତାରେ ଏବେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଛି। ମୁଖ୍ୟ ରାସ୍ତାର ଦୁଇପାର୍ଶ୍ୱରେ ଶତାଧିକ ଅସ୍ଥାୟୀ ଦୋକାନ ଗଢ଼ି ଉଠୁଥିବା ବେଳେ ବୁଧବାର ସମସ୍ତ ଅସ୍ଥାୟୀ ଦୋକାନକୁ ହଟାଇ ଦିଆଯାଇଛି। ବିଏମ୍‌ସି, ବିଡିଏର ସ୍କ୍ବାଡ...

ଆ’ ଡାକିଲେ ମାଡ଼ି ଆସୁଛନ୍ତି ମୟୂର

ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ନରାଜ ଗାଁର ୨୧ ବର୍ଷର ଯୁବକ କାହ୍ନୁ ବେହେରାଙ୍କୁ ଏବେ ଲୋକେ ପିକ୍‌କ ମ୍ୟାନ ନାମରେ ଡାକୁଛନ୍ତି। କାହ୍ନୁ ବି ମୟୂରଙ୍କ ପ୍ରେମରେ ପଡ଼ିଛନ୍ତି। କାହ୍ନୁଙ୍କ ଆ’ ଡାକର ସ୍ବର ଶୁଣିବା ମାତ୍ରେ ପାହାଡ଼ ଉପରେ...

ପୋଲିସ ଉଠାଇନେଲା ୩୭ ଗାଡ଼ି, ଉତ୍ତେଜନା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ପୋଲିସ ମନ ଇଚ୍ଛା କାର୍ଯ୍ୟ କରୁଛି। ହଠାତ୍‌ କଟକଣା ଲଗାଇ ଲୋକଙ୍କୁ ହଇରାଣ କରୁଛି। କେଉଁଠି କଟକଣା ଲାଗିଛି, ଲୋକେ ଜାଣିପାରୁନାହାନ୍ତି। ପୂର୍ବ ସୂଚନା ନ ଦେଇ ଫଳକ ନ ଲଗାଇ ଗାଡ଼ି ଉଠାଇ ନେଉଛି। କେତେଜଣ ଗାଡ଼ି...

ଆସନ୍ତା ବର୍ଷ ୭ ଜିଲାରେ କଦଳୀଚାଷୀଙ୍କୁ ୧ ଲକ୍ଷ ଟଙ୍କା ସହାୟତା ମିଳିବ: ମନ୍ତ୍ରୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଫଳ, ଅଣ୍ଡା, ମାଂସ, କଦଳୀ ସବୁ ଆନ୍ଧ୍ରରୁ ଆସୁଛି। ୨୦ ଲକ୍ଷ ମେଟ୍ରିକ ଟନ୍‌ କଦଳୀର ଚାହିଦା ଥିବା ବେଳେ ୧୫ ଲକ୍ଷ ଆନ୍ଧ୍ରରୁ ଆସୁଛି। ଫଳମୂଳ ତଥା ପନିପରିବା ଚାଷକୁ ସରକାର ପୋତ୍ସାହନ ଦେଉନାହାନ୍ତି। ଖାଲି ଲେଖି...

ନୂଆ ଆବେଦନକାରୀଙ୍କୁ ମିଳୁନାହିଁ ରାଶନ କାର୍ଡ, ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବହୁ ଯୋଗ୍ୟ ହିତାଧିକାରୀ କାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି। କମ୍ପ୍ୟୁଟର ଖୋଲୁ ନ ଥିବାରୁ ଜଣେ ବି ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯାଇପାରୁନାହିଁ। ଗାଁ ଗଣ୍ଡାକୁ ଗଲେ ଲୋକମାନେ ଆମ ନିକଟକୁ...

ପ୍ରଭାବିତ ହେଉଛି ଓଡ଼ିଶାର ଅଣ୍ଡା ଶିଳ୍ପ: ଆନ୍ଦୋଳନକୁ ଓହ୍ଲାଇବ ଏଓଏଲ୍‌ଏଫ୍‌ଏ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାର ଅଣ୍ଡା ବ୍ୟବସାୟ ଅତ୍ୟନ୍ତ ଦୁର୍ଦ୍ଦିନ ସ୍ଥିତିରେ ପହଞ୍ଚି ସାରିଥିବା ସୂଚନା ଦେଇଛି ଅଲ୍‌ ଓଡ଼ିଶା ଲେୟାର ଫାର୍ମରସ୍‌ ଆସୋସିଏଶନ। ବ୍ୟବସାୟରେ ହେଉଥିବା କ୍ଷତିକୁ ଭରଣା କରି ନ ପାରି ପ୍ରାୟ ୧୨ରୁ ଅଧିକ ଅଣ୍ଡା ଉତ୍ପାଦନକାରୀ ଫାର୍ମ...

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି...

ପୂର୍ବତନ ବିଧାୟକ ଅନାମଙ୍କୁ ଜାମିନ

କଟକ ଅଫିସ, ୨୬।୨: ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ବୁଧବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଅନାମଙ୍କୁ ଗିରଫ...

ଛାଡିଲା ବର୍ଷା, ଆସୁଛି କୁହୁଡ଼ି: ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ହେବ ଲାଗିରହିଥିବା ବର୍ଷା ଏବେ ଛାଡ଼ିଯାଇଛି। ଆଗକୁ କୁହୁଡ଼ି ଆସୁଛି। ଏ ନେଇ ବିଭିନ୍ନ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାରଠାରୁ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ,...

ଯୁକ୍ତ ୨ ପରୀକ୍ଷା ଖାତା ନ ଦେଖିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରୁ +୨ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ’ ଶେଷ ସପ୍ତାହରେ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ପରେ ଜୁନ ପ୍ରଥମ ସପ୍ତାହରେ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri