ଶଟ୍ଡାଉନ୍ରେ ହଟହଟା ହେଲେ ଯାତ୍ରୀ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୧ ଜିଲାରେ ଶନି ଓ ରବିବାର ଦୁଇ ଦିନିଆ ଶଟ୍ଡାଉନ୍ କରାଯାଉଛି। ଏଥିଯୋଗୁ ଦୋକାନ ବଜାର ଓ ଗାଡି ମୋଟର ବନ୍ଦ ରହୁଛି। ବିଭିନ୍ନ ସ୍ଥାନରେ ପୋଲିସ ଅଟକାଇ ଯାଞ୍ଚ କରୁଛି। ହେଲେ…
ଭୁବନେଶ୍ୱରରେ ଖୁନ୍ଦି ହୋଇଗଲେଣି ପଶ୍ଚିମବଙ୍ଗ ଶ୍ରମିକ: ସୀମାରେ ନାହିଁ ଯାଞ୍ଚ, ଜଟିଳ କରିବ କରୋନା ସ୍ଥିତି
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଲକ୍ଡାଉନ୍ ହଟିବା ପରେ ଭୁବନେଶ୍ୱରକୁ ସମସ୍ତଙ୍କର ଅବାଧ ପ୍ରବେଶ ଚାଲିଛି। ବିଶେଷକରି ପଶ୍ଚିମବଙ୍ଗ ଶ୍ରମିକଙ୍କ ଧାଡ଼ି ଛୁଟୁଛି। ଏବେ ସହରରେ ନିର୍ମାଣ ଓ ଅନ୍ୟ କାମଧନ୍ଦା ଆରମ୍ଭ ହୋଇଥିବାରୁ କଣ୍ଟ୍ରାକ୍ଟରମାନେ ପଶ୍ଚିମବଙ୍ଗରୁ ଶ୍ରମିକଙ୍କୁ ଆଣି କାମରେ ଲଗାଉଛନ୍ତି। ଫଳରେ ସବୁଆଡେ…
ବସ୍ତି ପାଇଁ ଅଣାୟତ୍ତ ଆଡ଼କୁ ଭୁବନେଶ୍ୱର
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରକୁ ବସ୍ତି ଆଣିବ ବଡ଼ ବିପଦ। ଏଠାରୁ ହିଁ ଆରମ୍ଭ ହେବ ଗୋଷ୍ଠୀସଂକ୍ରମଣ। ସହରରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏଭଳି ଆଶଙ୍କା ଧୀରେ ଧୀରେ ବାସ୍ତବ ରୂପ ନେବାରେ ଲାଗିଛି। ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ…
ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ
ଭୁବନେଶ୍ୱର, ୨୦।୬(ବ୍ୟୁରୋ)- ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍ଏଚ୍ଏସ୍ଆର୍ସି)ରେ ଜଣେ ସିନିୟର…
ଓଲିଉଡ୍ ଅଭିନେତ୍ରୀ ଦୀପା ସାହୁ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଓଡ଼ିଆ ଆଲବମ୍ କୁଇନ୍ ତଥା ଓଲିଉଡ୍ ଅଭିନେତ୍ରୀ ଦୀପା ସାହୁ ଅସୁସ୍ଥ। ତାଙ୍କୁ ଶନିବାର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଦୀପା ଓଡିଆ ଆଲବମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାମ। ୯୦…
ଭୁବନେଶ୍ୱର ଡୁମ୍ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି ଡୁମ୍ଡୁମା…
ପ୍ରବାସୀଙ୍କୁ ନେଇ ଆଜି ବାହାରିନରୁ ଆସିବ ବିମାନ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ବାହାରିନ୍ରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ନେଇ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। କରୋନା ଲକ୍ଡାଉନ୍ ପାଇଁ ଅଧିକାଂଶ ଶ୍ରମିକ ଜୀବିକା ହରେଇ ଆର୍ଥିକ ତଥା ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି…
୬ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…
ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ହଜିଯିବ ୧୬ ଐତିହ୍ୟ ମଠ ସମାଧି
ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ ଲାଗିଥିବାବେଳେ ଜବରଦଖଲ ଯୋଗୁ ଓ ସଂରକ୍ଷଣ ଅଭାବରୁ କିଛି ସତ୍ତା ହରାଇଛି। ଓଡ଼ିଶାର…
ସରକାରଙ୍କ କରୋନା ତଥ୍ୟରେ ଅମେଳ
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍ସାଇଟ୍, କୋଭିଡ୍-୧୯ ଡ୍ୟାସ୍ବୋର୍ଡ ସହ ଟୁଇଟର ହ୍ୟାଣ୍ଡେଲ୍ରେ…
ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍ଏସ୍ଏମ୍ଇ, ଅର୍ଥ ବିଭାଗ ଓ ଭାରତୀୟ…

