ବିଜେଡି ନିର୍ବାଚନ ଜିତିବାକୁ ଲଢ଼େ ନାହିଁ, ହୃଦୟ ଜିତିବାକୁ ଲଢ଼େ: ନବୀନ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ନିର୍ବାଚନ ଜିତିବାକୁ ଲଢ଼େ ନାହିଁ। ଲୋକଙ୍କ ସେବା ଓ ହୃଦୟ ଜିତିବାକୁ ଲଢ଼େ। ଦଳ ଲୋକଙ୍କ ସ୍ନେହ ପାଇବା ପାଇଁ ଲଢ଼େ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ନବୀନ ଦଳର ସଭାପତି...
ନିର୍ନ୍ଦ୍ୱନ୍ଦ୍ୱରେ ବିଜେଡି ସଭାପତି ନିର୍ବାଚିତ ହେଲେ ନବୀନ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁଣି ଥରେ ବିଜୁ ଜନତା ଦଳ(ବିଜେଡି)ର ସଭାପତି ଭାବେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏଥିସହ ୮ମ ଥର ଲାଗି ନବୀନ ବିଜେଡି ଭାର ନବୀନ ସମ୍ଭାଳିଛନ୍ତି। ନବୀନଙ୍କ ସହ ୮୦ଜଣ କାର୍ଯ୍ୟକାରିଣୀ ସଦସ୍ୟ...
ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ରାଧାମୋହନ କଲୋନୀର ଅଭିମନ୍ୟୁ ନାୟକଙ୍କୁ ପଥରରେ ଛେଚି ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍ ଧନେଶ୍ୱର ମଲିକ ମାମଲାର ବିଚାର କରି ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ...
ରାସ୍ତାରେ ପାର୍କିଂ କଲେ ଗାଡ଼ି ଟେକିନେବ ପୋଲିସ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଯେତେ ନିୟମ ହେଉଛି, ଗାଡ଼ି ଚାଳକ ସେତେ ଅମାନିଆ ହେଉଛନ୍ତି। ଫଳରେ ସ୍ମାର୍ଟସିଟି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ତେଣୁ ନିୟମ ଉଲ୍ଲଂଘନ କରି ମନଇଚ୍ଛା ପାର୍କିଂ କରୁଥିବା ଗାଡ଼ି ଚାଳକଙ୍କ ଉପରେ...
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍ସ୍ଥିତ କମାନୀ ଅଡିଟୋରିୟମ୍ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା...
ମହାପ୍ରଭୁଙ୍କ ଜମି ହିସାବ ବାଉଳା
ପୁରୀ ଅଫିସ,୨୬ା୨: ଶ୍ରୀଜଗନ୍ନାଥଙ୍କ ଅମୃତମଣୋହି ଜମି ହିସାବକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ମହାପ୍ରଭୁଙ୍କ ସମୁଦାୟ ଜମି କେତେ, କେଉଁ କେଉଁ ଜାଗାରେ ରହିଛି, ସବୁ ଜମିର ହିସାବ ଅଛି କି ନାହିଁ ଏ ନେଇ ବିଧାନସଭାରେ ତଥ୍ୟ...
ଟ୍ରେନ୍ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ
କଟକ ଅଫିସ,୨୬ା୨: ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୋଲିସ, ରେଲଓ୍ବେ ସହ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ...
ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ...
ସ୍ବାଭାବିକ ହେଲା ବଜେଟ ଆଲୋଚନା
ଭୁବନେଶ୍ୱର,୨୬।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ କରାଯାଇଥିବା ବଜେଟ ଉପରେ ମଙ୍ଗଳବାର ଆଲୋଚନା ହୋଇଛି। ସୋମବାର ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ଯୋଗୁ ଆଲୋଚନା ସମ୍ଭବ ହୋଇପାରି ନ ଥିଲା। ମଙ୍ଗଳବାର ଆଲୋଚନା ଅସମାପ୍ତ...
ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’
ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ...
ଚର୍ଚ୍ଚାରେ ରାଜ୍ୟ ସଭା ଲଢ଼େଇ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡିଶାର ୩ଟି ରାଜ୍ୟ ସଭା ଆସନ ଏପ୍ରିଲ ୨ତାରିଖରେ ଖାଲି ହେବାକୁ ଥିବାବେଳେ ଗୋଟିଏ ଆସନ ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ବାହାରିବା ପରଠାରୁ ଖାଲି ପଡିଛି। କଂଗ୍ରେସ ଏମ୍ପି ରଞ୍ଜୀବ ବିଶ୍ୱାଳ, ବିଜେଡିର ନରେନ୍ଦ୍ର କୁମାର ସ୍ବାଇଁ...
ଓଡ଼ିଶାର ୨୪ ଜିଲାରେ ମହାପ୍ରଭୁଙ୍କ ସମ୍ପତ୍ତି
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀଙ୍କର ଓଡ଼ିିଶାର ୨୪ଟି ଜିଲାରେ ୬୦,୪୨୬.୯୪୩ ଏକର ଜମି ରହିଥିବା ଚିହ୍ନଟ କରାଯାଇଛି। ସେଥିରୁ ଏ ପର୍ଯ୍ୟନ୍ତ ୩୪,୮୦୩.୦୧୩ ଏକର ପରିମିତ ଜମିର ଚୂଡାନ୍ତ ସ୍ବତ୍ୱଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ପ୍ରାପ୍ତ ହୋଇଛି। ବିନା...
Archives


