ମେଟ୍ରୋ

ଗ୍ରୀନ ଏନର୍ଜି କରିଡରକୁ ଅନୁମୋଦନ କରୁନି କେନ୍ଦ୍ର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସର ଭବିଷ୍ୟତ ବେଳକୁ ବେଳ ଅନିଶ୍ଚିତତା ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର ଅଣପାରମ୍ପରିକ ଶକ୍ତି ଉତ୍ସଗୁଡିକର ବିନିଯୋଗ ଦିଗରେ ପଦକ୍ଷେପ ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ୨୦୨୨ ବେଳକୁ ରାଜ୍ୟରେ ୨୨୦୦ ମେଗାଓ୍ବାଟ...

ବିଏସ୍‌କଓ୍ବୋଇ ସହ ଆୟୁଷ୍ମାନର ମିଶ୍ରଣ ନିଷ୍ପତ୍ତି ବିଚାରାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସହ ଆୟୁଷ୍ମାନ ଯୋଜନାର ମିଶ୍ରଣ ପ୍ରସଙ୍ଗ ଏବେ ବି ବିଚାରାଧୀନ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୋମବାର ବିଧାନସଭାରେ ଅଣତାରକା ପ୍ରଶ୍ନ ନଂ-୯୭୫ର ଉତ୍ତର ଦେଇ ଏହା କହିଛନ୍ତି।...

ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲା:ଆଜୀବନ କଏଦୀ ପଦିଆଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫ା୨(ବ୍ୟୁରେ): ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଝାରପଡ଼ା ଜେଲ୍‌ରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଅଭିଯୁକ୍ତ କଟକ ନୂଆବଜାରର ପ୍ରଦୀପ କୁମାର ସାହୁ (୫୫)ଙ୍କ ସୋମବାର ଅପରାହ୍ନରେ ମୃତ୍ୟୁ ଘଟିଛି। ପ୍ରଦୀପ ଗୁରୁତର ଅସୁସ୍ଥ...

ବରମୁଣ୍ଡାରୁ ଅଧକୋଟିର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୨(ବ୍ୟୁରେ।): ଓଡ଼ିଶା ପାଲଟିଛି ବ୍ରାଉନସୁଗାର କାରବାରର ଗନ୍ତାଘର। ଯେତେ ଜବତ ହେଉଛି, ସେତେ ବାହାରୁଛି। ବିଶେଷକରି ବାଂଲାଦେଶ ଓ କଲିକତାରୁ ଓଡ଼ିଶା ଆସୁଥିବା ଏହି ବ୍ରାଉନସୁଗାରର ବଡ଼ ବଜାର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଇତିମଧ୍ୟରେ ବହୁ ହୋଲ୍‌ସେଲର, ଡିଲରଙ୍କଠାରୁ ଆରମ୍ଭ...

ନିଲାମ ଖଣିର ଜଙ୍ଗଲ ଅନୁମତି ନେଇ ହୋଇନାହିଁ ଆବେଦନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ନିକଟରେ ନିଲାମ ହୋଇଥିବା କୌଣସି ଖଣିର ଜଙ୍ଗଲ ଅନୁମତି ସକାଶେ ରାଜ୍ୟ ସରକାର ଆବେଦନ କରିନାହାନ୍ତି। ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୋମବାର ବିଧାନସଭାରେ ଏନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଅଣତାରକା ପ୍ରଶ୍ନ...

ଅଜୟ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଅବସରପ୍ରାପ୍ତ ହିନ୍ଦୀ ପ୍ରଫେସର ଅଜୟ କୁମାର ପଟ୍ଟନାୟକ ୨୦୧୯ ବର୍ଷ ପାଇଁ ଓଡ଼ିଶାରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତାଙ୍କ ଦ୍ୱାରା ଅନୂଦିତ ଓଡ଼ିଆ ପୁସ୍ତକ ‘ଶ୍ରେଷ୍ଠ ହିନ୍ଦୀ ଗଳ୍ପ’ ପାଇଁ ସେ କେନ୍ଦ୍ର...

ଅନୁପଙ୍କ ଗିରଫଦାରିକୁ ବେଆଇନ କହିଲେ ଝିଅ

ଭୁବନେଶ୍ୱର,୨୫ା୨(ବ୍ୟୁରେ।): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ଝିଅ ବବ୍‌ଲି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋ ଗିରଫ ହୋଇଛନ୍ତି। ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅନ୍ତର୍ଗତ ହମିରପୁର ଜଙ୍ଗଲରେ...

ସରକାରୀ ମେଡିକାଲ କଲେଜରେ ଖାଲିପଡ଼ିଛି ୨୪୪ ପଦବୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ):  ରାଜ୍ୟରେ ୭ ମେଡିକାଲ କଲେଜ ରହିଛି। ଏସବୁ କଲେଜରେ ମୋଟ ୧୨୬୭ ମଞ୍ଜୁରପ୍ରାପ୍ତ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ରହିଛି। ତେବେ ସେଥିମଧ୍ୟରୁ ୨୪୪ ପଦବୀ ଖାଲି ରହିଛି ବୋଲି ବିଧାନସଭାରେ ସ୍ବାସ୍ଥ୍ୟ...

୨୮ରେ ଜନତା ମଇଦାନରେ ହେବ ଭାଜପାର ଜନସଭା

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ରେ ପୂର୍ବାଞ୍ଚଳ ରାଜ୍ୟ ମିଟ୍‌ରେ ଯୋଗଦେବା ଲାଗି ଦୁଇ ଦିନିଆ ରାଜ୍ୟ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଶାହା ଲୋକସେବା ଭବନଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଦଳୀୟ କାର୍ଯ୍ୟକ୍ରମରେ...

‘ପାଟଣାଗଡ଼’ ରିଲିଜ୍‌ ଉପରେ ରୋକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଉପରେ ନିର୍ମିତ ଫିଲ୍ମ ‘ପାଟଣାଗଡ଼’କୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଏହା ଉପରେ ସୋମବାର ଅଙ୍କୁଶ ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ପୁଞ୍ଜିଲାଲଙ୍କ ପତ୍ନୀ ଦାଏର କରିଥିବା ମାମଲା...

ହାତୀ ଆକ୍ରମଣ ନେଇ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପୁରୀ ଜିଲା ପିପିଲି ଓ ବଳଙ୍ଗାରେ ଏକ ଦନ୍ତାହାତୀ ଆକ୍ରମଣରେ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ଜଣ ଆହତ ହୋଇଥିଲେ। ସେହିଭଳି ସୋମବାର ମଧ୍ୟ ରାଜଧାନୀରେ ଜଣେ ମହିଳା ହାତୀ ଆକ୍ରମଣର ଶିକାର ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ...

ପୋଲିସ ବିଭାଗରେ ୧୦,୦୫୪ ପଦବୀ ଖାଲି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଦେଶ ତଥା ରାଜ୍ୟରେ ନାଗରିକଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ ପ୍ରଶାସନ କାର୍ଯ୍ୟ କରିଥାଏ। ସେହିଭଳି ଜାତୀୟ ସମ୍ପତ୍ତି ସୁରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଆପରାଧିକ ଅନୁସନ୍ଧାନ, ସମସ୍ତ ପ୍ରକାର ନିର୍ବାଚନ ପରିଚାଳନା ମଧ୍ୟ ପୋଲିସ ପ୍ରଶାସନ ଦ୍ୱାରା କରାଯାଇଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri