ମେଟ୍ରୋ

୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ...

ରାଜ୍ୟରେ କମୁଛି ଦଣ୍ଡବିଧାନ ହାର

ଭୁବନେଶ୍ୱର,୨୫ା୨(ବ୍ୟୁରେ): ପୋଲିସର ଦୁର୍ବଳ ତଦନ୍ତ ହେଉ ବା ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅବା ଆଇନର ଗଳାବାଟ ଯୋଗୁ ଅନେକ ଦୋଷୀ ଦଣ୍ଡ ନ ପାଇ ଖସି ଯାଉଛନ୍ତି। ଫଳରେ ରାଜ୍ୟରେ ଦଣ୍ଡବିଧାନ ହାର କମି କମି ଯାଉଛି। ବିଧାନସଭାରେ...

ନରହନ୍ତା ଦନ୍ତା ଚନ୍ଦକାମୁହାହାଁ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପିପିଲି, ନିମାପଡ଼ା, କଣାସ ଓ ଡେଲାଙ୍ଗ ବ୍ଲକ ଅଞ୍ଚଳରେ ତିନି ଦିନ ଧରି ଉପଦ୍ରବ କରିଥିବା ଦନ୍ତାହାତୀ ସୋମବାର ସନ୍ଧ୍ୟାରେ ଚନ୍ଦକା ଜଙ୍ଗଲମୁହାଁ ହୋଇଛି। ତା’ର ଆକ୍ରମଣରେ ରବିବାର ପିପିଲି ଓ ବଳଙ୍ଗା ଥାନା ଅଞ୍ଚଳର ୪ଜଣଙ୍କ ଜୀବନ ଯାଇଥିବାବେଳେ...

ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।...

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ୍‌ ସୁବିଧାକୁ ମଧ୍ୟ ସ୍ଥାୟୀ ଭାବେ ବନ୍ଦ କରିବାକୁ...

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍‌ସିଏଲ ଗାର୍ଡେନ ଭିତରେ...

ଚଉପଦୀ, ଛାନ୍ଦ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ,୨୪ା୨( (ବ୍ୟୁରୋ); କଟକର ‘କଳିଙ୍ଗ ଭାରତୀ’ ଓ ବୁଗୁଡାର ‘ଭଞ୍ଜମାଟି’ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ବୁଦ୍ଧ ମନ୍ଦିରଠାରେ ରବିବାର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ‘ଚଉପଦୀ ଓ ଛାନ୍ଦ’ ପୁସ୍ତକ ଉନ୍ମୋଚିତ ହୋଇଯାଇଛି। ଓଡ଼ିଶାର ପୂର୍ବତନ ବାଚସ୍ପତି...

ଓଡ଼ିଆ ଭାଷା ଆମ ଜାତିର ସ୍ବାଭିମାନ

ଭୁବନେଶ୍ୱର, ,୨୪ା୨((ବ୍ୟୁରୋ): ମଦନପୁରସ୍ଥିତ ନିସ୍‌ ଶିକ୍ଷାନୁଷ୍ଠାନରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଡ. ସୁଭାଷ ଚନ୍ଦ୍ର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ସମ୍ରାଟ ଖାରବେଳଙ୍କ ଖଣ୍ଡଗିରି ଶିଳାଲେଖାରୁ ଓ ସମ୍ରାଟ ଅଶୋକଙ୍କ ଧଉଳି ଶିଳାଲେଖାରୁ...

‘ପୁରାତନ ଛାତ୍ର ବର୍ତ୍ତମାନର ଛାତ୍ର ସମାଜକୁ ନୀତି ଶିକ୍ଷା ଦିଅନ୍ତୁ’

ଭୁବନେଶ୍ୱର, ,୨୪ା୨((ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବିଦ୍ୟାଳୟର ଆଲୁମ୍‌ନି ମିଟ୍‌ ଓ ବିଦ୍ୟାଳୟର ବିଜ୍ଞାନାଗାର ଉଦ୍‌ଘାଟନୀ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।...

କାକଟପୁର ମଙ୍ଗଳା ମନ୍ଦିର ମୁଖଶାଳାରେ ଫାଟ

କାକଟପୁର,୨୪ା୨(ଡି.ଏନ.ଏ): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳା ମନ୍ଦିର ମୁଖଶାଳାର ଦକ୍ଷିଣ ଦ୍ୱାର ଉପରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛ। ଏହା ଆଗକୁ ଯେଭଳି ବଡ଼ ଫାଟ ନ ହେବ ଏବଂ ଏହାର ରକ୍ଷଣାବେକ୍ଷଣା ଖୁବଶୀଘ୍ର...

ଗଣମାଧ୍ୟମ ସାଧାରଣ ଲୋକଙ୍କ ସ୍ବର

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ଖବରଦାତା ହେଉଛନ୍ତି ଦେଶର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଇଛି। ଜନସାଧାରଣଙ୍କ ସମସ୍ୟାକୁ ସରକାରଙ୍କ ନିକଟରେ ପହଞ୍ଚାଇବାର ମାଧ୍ୟମ ହେଉଛି ଗଣମାଧ୍ୟମ। ସମାଜର ଦଳିତ, ନିଷ୍ପେଷିତ ଓ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ପାଇଁ ଖବରଦାତାମାନେ ସଦାସର୍ବଦା ଚେଷ୍ଟିତ...

ମନ୍ଦିର ପାଲଟିଛି ଗୋଦାମ, ଅଫିସ

ପୁରୁଣା ଭୁବନେଶ୍ୱର, ୨୪ା୨ (ଡି.ଏନ.ଏ.):ଏକାମ୍ର କ୍ଷେତ୍ରରେ ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣରେ ବ୍ୟସ୍ତ ମିଳିତ ଉଚ୍ଛେଦ ଟିମ୍‌ ଓ ସଚିବ ସ୍ତରୀୟ ଅଫିସରଙ୍କ ନଜର ଆଢ଼ୁଆଳରେ ବହୁ ମନ୍ଦିର ଜବରଦଖଲରେ ରହିଛି। ମନ୍ଦିରକୁ କେତେଜଣ ସେବାୟତ ବ୍ୟକ୍ତିଗତ ଭାବେ ବ୍ୟବହାର କରିଛନ୍ତି। ଯେଉଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri