୪ ମହାନଗର ନିଗମରେ ଯୋଗାଯିବ ‘ଆକ୍ୱାଗାର୍ଡ’ ଜଳ
ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟରେ ୪ଟି ମହାନଗର ନିଗମରେ ଖୁବ୍ଶୀଘ୍ର ଟ୍ୟାପ୍ ଯୋଗେ ୨୪ଘଣ୍ଟିଆ ବିଶୁଦ୍ଧ ପାନୀୟଜଳ ଯୋଗାଣ ଉପଲବ୍ଧ ହେବ। ଲୋକେ ସିଧାସଳଖ ଏହି ଟ୍ୟାପ୍ରୁ ଆକ୍ୱାଗାର୍ଡ ମାନର ପାଣି ପାଇପାରିବେ। ରାଜଧାନୀର କେତେକ ଓ୍ବାର୍ଡରେ ପ୍ରଥମ ପର୍ଯ୍ୟାୟରେ ଏଭଳି ଜଳ ଯୋଗାଣ ଆରମ୍ଭ…
ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ…
କାଲିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା
ଭୁବନେଶ୍ୱର,୧୭।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ ନାମ ଲେଖାଇପାରିବେ।…
ଖୋଲିଲା ମାର୍କେଟ ବିଲ୍ଡିଂ: ନିୟମ ଉଲ୍ଲଘଂନ କଲେ ସବୁଦିନ ପାଇଁ ଦୋକାନ ବନ୍ଦ
ଭୁବନେଶ୍ୱର,୧୭।୬(ବ୍ୟୁରୋ)-କୋଭିଡ କଟକଣା ଉଲ୍ଲଘଂନ ଯୋଗୁ ଗତ ଶୁକ୍ରବାରଠାରୁ ଭୁବନେଶ୍ୱରସ୍ଥିତ ମାର୍କେଟ ବିଲ୍ଡିଂକୁ ସିଲ କରି ଦିଆଯାଇଥିଲା। ତେବେ ବୁଧବାରଠାରୁ ମାର୍କେଟ ବିଲ୍ଡିଂ ଖୋଲିବା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କୁହାଯାଇଛି। ଏ ନେଇ ବିଏମସି ପକ୍ଷରୁ କିଛି ସର୍ତ୍ତମୂଳକ…
ବିଏମ୍ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍ କ୍ୱାରାଣ୍ଟାଇନ୍ର ଥିବା ବେଳେ ୩ ଲୋକାଲ କେସ୍ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବୁଧବାର…
ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ନନ୍ଦୁରାମ ସୋରେନ୍ଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି। ଦୁହିଁଙ୍କ ଦେଶପ୍ରେମ…
ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍ଡାଉନ୍ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…
ଶିଳ୍ପ ବର୍ଜ୍ୟରେ କଂକ୍ରିଟ୍ ରାସ୍ତା
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବିନା ସିମେଣ୍ଟରେ ସମ୍ଭବ ହୋଇଛି କଂକ୍ରିଟ୍ ରାସ୍ତା। କେବଳ ଶିଳ୍ପ ବର୍ଜ୍ୟ ବ୍ୟବହାର କରି ଏହି ପ୍ରଦୂଷଣମୁକ୍ତ ରାସ୍ତା ନିର୍ମାଣ କରାଯାଇଛି। କଟକ ଜିଲା ଅମନପଡ଼ା ଗ୍ରାମ୍ୟରେ ପାଇଲଟ ପ୍ରଳକ୍ପ ଭାବେ ତିଆରି ହୋଇଥିବା ଏହି ରାସ୍ତାକୁ ଓଡ଼ିଶା…
ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ଜଳ…
ପିଏନ୍ବିରୁ ୩୨ କୋଟି ଠକେଇ ମାମଲା: କୌଶିକଙ୍କ ଲକରରୁ ୩୭.୯ଲକ୍ଷ ଜବତ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ସ୍କୋୟାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍ (ପିଏନ୍ବି) ଶାଖାରେ ୩୨ କୋଟି ଠକେଇ ଘଟଣାର ତଦନ୍ତ ଚଳାଇଛି ସିବିଆଇ। ମଙ୍ଗଳବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଗ୍ଲୋବାଲ ଟ୍ରେଡିଂ ସଲ୍ୟୁଶନ ଲିମିଟେଡ୍ର ପୂର୍ବତନ ନିର୍ଦ୍ଦେଶକ କୌଶିକ ମହାନ୍ତିଙ୍କ ଲକରରୁ…
୨୦ରୁ ପୁଣି ଝାରସୁଗୁଡ଼ା-ରାୟପୁର ବିମାନ ସେବା
ଭୁବନେଶ୍ୱର, ୧୬।୬(ବ୍ୟୁରୋ)- ଆଲାଏନ୍ସ ଏୟାର ପକ୍ଷରୁ ଆସନ୍ତା ୨୦ ତାରିଖରୁ ଝାରସୁଗୁଡ଼ାରୁ ରାୟପୁର ବିମାନ ସେବା ପୁଣି ଆରମ୍ଭ ହେବ। ଗତବର୍ଷ ଜୁନ୍ ୬ରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଏବଂ ରାୟପୁରକୁ ସିଧାସଳଖ ଦୁଇଟି ବିମାନ ଚଳାଚଳ…

