ମେଟ୍ରୋ

ବନ୍ଧାହେଲେ କୋଟିପତି ଅଧିକାରୀ: ୮୪ ଏକର ଜମି ସାଙ୍ଗକୁ ଘରେ ରଖିଥିଲେ ପୁଳାପୁଳା ସୁନା

ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ…

୫ ଯାଏ ପ୍ରବଳ ବର୍ଷା : ଏସବୁ ଜିଲାକୁ…

ଭୁବନେଶ୍ୱର,୧।୭: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର…

BMC ହିଂସାକାଣ୍ଡ: ଭାଜପାର ବଡ଼ ଆକ୍ସନ: ୫ଙ୍କୁ ଭାଜପାରୁ ନିଲମ୍ବନ

ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ୫ ଜଣଙ୍କୁ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଦଳ ନିଲମ୍ବିତ କରିଛି। ରାଜ୍ୟ ସଭାପତି ମନମୋହନ ସାମଲ ସେମାନଙ୍କୁ ନିଲମ୍ବନ କରିଛନ୍ତି।…

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର,୧।୭ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକଙ୍କୁ ନିଲମ୍ବିତ କରାଯାଇଛି। ବିଞ୍ଜେଶ ରଞ୍ଜନଙ୍କୁ ନିଲମ୍ବନ ରାଜସ୍ବ ବିଭାଗ ନିଲମ୍ବନ କରିଥିବା ଜଣାପଡ଼ିଛି। ସେ ଜଟଣୀ ସବ ରେଜିଷ୍ଟ୍ରାର ଥିବାବେଳେ ବେଆଇନ କାମ ଅଭିଯୋଗରେ ନିଲମ୍ବିତ…

BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା: ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ମହିଳା , ମୋତେ ଚାକିରିରୁ ବାହାର କରି ଦେବାକୁ..

ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଲେ ସ୍ବଚ୍ଛ ସାଥୀ। ମୋତେ ଚାକିରିରୁ ବାହାର କରି ଦେବାକୁ ଧମକ ଚମକ ଦେଉଥିଲେ।ମୋଦିଙ୍କ ରାଲିକୁ କାହିଁକି ଲୋକ…

BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା….

ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିରେ ଜଗନ୍ନାଥ ପ୍ରଧାନ। କହୁକହୁ କହିଦେଲେ  ସବୁ ସତ କଥା।  ମୋତେ BMC ଅତିରିକ୍ତ କମିଶନର ରତ୍ନାକର ଖରାପ ବ୍ୟବହାର…

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ସେବାୟତଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ଆଗାମୀ ନୀତିକାନ୍ତି ସମ୍ପର୍କରେ ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଶରଧାବାଲି ଅଘଟଣ ପରେ…

ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧।୭: ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଜୁଲାଇ ୧୪ ତାରିଖରେ ସେ ଓଡ଼ିଶା ଆସିବେ ବୋଲି ଜଣାପଡିଛି। ରାଷ୍ଟ୍ରପତି ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ୧୫ରେ କଟକର ବିଭିନ୍ନ…

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ସାମୂହିକ ଛୁଟିରେ ରହିବା ନିଷ୍ପତ୍ତିକୁ ସ୍ଥଗିତ କଲା OAS ସଂଘ

ଭୁବନେଶ୍ୱର,୧ା୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଫିସର ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି ବର୍ବରୋଚିତ…

୭ ଘଣ୍ଟା ଡ୍ୟୁଟି ବାଧ୍ୟତାମୂଳକ: ପ୍ରିନ୍ସିପାଲ, ଶିକ୍ଷକ, ଅଣ-ଶିକ୍ଷକ କର୍ମଚାରୀଙ୍କୁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୬: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ମହାବିଦ୍ୟାଳୟର ପ୍ରିନ୍ସିପାଲ ତଥା ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନଙ୍କୁ ୭ ଘଣ୍ଟିଆ କର୍ତ୍ତବ୍ୟ ନିୟମକୁ କଡ଼ାକଡ଼ି ମାନିବାକୁ ନିର୍ଦ୍ଦେଶ ଦେଇଛି। ଏ ସମ୍ପର୍କରେ ଆଞ୍ଚଳିକ ଶିକ୍ଷା…

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ବଡ ବୟାନ, କହିଲେ-‘ସବୁ ଆମ ଲୋକ…’

ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ଭାଜପା ନେତା ଜଗନ୍ନାଥ ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି ଚେଷ୍ଟା…

BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ମେୟର ସୁଲୋଚନାଙ୍କ ସମେତ ବିଜେଡି ନେତାଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୩୦।୬:BMC ଅଫିସ୍‌ରେ ପଶି ଆକ୍ରମଣ ଘଟଣାରେ ଆନ୍ଦୋଳନ କରୁଥିବା ବିଜେଡି ନେତାଙ୍କୁ ପୋଲିସ ଉଠାଇ ନେଇଛି। BMC ମେୟର ସୁଲୋଚନାଦାସଙ୍କ ସମେତ ଅନ୍ୟମାନଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି। ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri