ମେଟ୍ରୋ

ପରଲୋକରେ ଅନୁବାଦକ ଯୁଗଳ କିଶୋର

ଭୁବନେଶ୍ୱର,୨୨।୨(ବ୍ୟୁରୋ) : ବିଶିଷ୍ଟ ଅନୁବାଦକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତି୍ୟକ ଯୁଗଳ କିଶୋର ଦତ୍ତଙ୍କର ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ଘଟିଛି। ୯୨ ବର୍ଷୀୟ ଯୁଗଳ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୧୯୨୮ ଡିସେମ୍ବର ୨୪ରେ ଯାଜପୁର...

୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ ସରକାର ସବୁଜ ଶକ୍ତି ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି ଶକ୍ତି ଉତ୍ସକୁ...

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶୁକ୍ରବାର ପବିତ୍ର ଜାଗର ଲାଗି ରାଜଧାନୀ ଚଳଚଞ୍ଚଳ ଥିବାବେଳେ ଇନ୍‌ଫୋସିଟି ଥାନା ଅଧୀନ ସିପେଟ୍‌ ନିକଟସ୍ଥ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର ଚିନ୍ମୟ କୁମାର...

୩ ଯୁବକ ଗିରଫ: ୭୨ ବ୍ୟାଟେରି ଜବତ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜଧାନୀବାସୀଙ୍କ ସୁରକ୍ଷା ନିମନ୍ତେ ସହରର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ଖଞ୍ଜାଯାଇଥିବା ସିସିଟିଭି କ୍ୟାମେରାର ବ୍ୟାଟେରି ଚୋରି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ୍‌ କରିଛି କମିଶନରେଟ ପୋଲିସ। ସିସିଟିଭି କଣ୍ଟ୍ରୋଲ ରୁମ୍‌ କର୍ମଚାରୀଙ୍କ ସହଯୋଗରେ କ୍ୟାପିଟାଲ ଥାନା ପୋଲିସ ଏହି ଗ୍ୟାଙ୍ଗର...

ମହିଳାଙ୍କୁ ଅସଦାଚରଣ, ପର୍ସ ଛଡ଼ାଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସମ୍ପର୍କରେ ଫାଟ ଆସିବା ପରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ପର୍ସ ଓ ମୋବାଇଲ ଫୋନ୍‌ ଛଡ଼ାଇ ନେଇଥିବା ଅଭିଯୁକ୍ତଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପୋଖରୀପୁଟ ଭୋଇସାହି ଅଞ୍ଚଳର ଗଣେଶ...

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କ ପ୍ରାଥମିକ ଚିକିତ୍ସା କଲେ ରଞ୍ଜୀବ

ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗଙ୍କୁ ସହଯୋଗର ହାତ ବଢାଇ ସାବାସି ପାଇବା ସହ ଚର୍ଚ୍ଚାକୁ ଆସିଥାନ୍ତି।...

ଜାଗର ଦୀପରୁ ଲେଡିଜ୍‌ ହଷ୍ଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆର୍‌ପି ଛକ ନିକଟ ନୀଳକଣ୍ଠ ନଗରରେ ଥିବା ଶ୍ରୀଜଗନ୍ନାଥ ରେସିଡେନି୍ସ ନାମକ ଏକ ଲେଡିଜ ହଷ୍ଟେଲର ତୃତୀୟ ମହଲାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଠିକଣା ସମୟରେ ସ୍ଥାନୀୟ ଫାୟାର ଷ୍ଟେଶନ ଅଗ୍ନିଶମ ବାହିନୀର...

ହର ହର ମହାଦେବ…

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶ୍ରୀଲଙ୍ଗରାଜ ମନ୍ଦିର ବ୍ୟତୀତ ଏକାମ୍ର କ୍ଷେତ୍ର ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ଥିବା ଶତାଧିକ ଶୈବପୀଠରେ ଶୁକ୍ରବାର ଆୟୋଜିତ ହୋଇଥିଲା ମହାଶିବରାତ୍ରି। ଘଣ୍ଟ ହୁଳହୁଳିରେ ଉଛୁଳି ପଡ଼ିଥିଲା ସହରର ସମସ୍ତ ଶୈବପୀଠ। ଶିବ ପଞ୍ଚାକ୍ଷରୀ ସ୍ତୋତ୍ରରେ ଏକାମ୍ର କ୍ଷେତ୍ର...

ମହାଶିବରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ: ୧୦ଜଣଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ

ପୁରୁଣା ଭୁବନେଶ୍ୱର,୨୨।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟ ଅସ୍ଥାୟୀ ଭଜନ ମଣ୍ଡପରେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ଅନୁଷ୍ଠାନ ପକ୍ଷରୁ ଅହୋରାତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃରୁ ଶଙ୍ଖଧ୍ୱନି, ବେଦପାଠ, ଶିବ ଚେତନା, ଗୀତାପାଠ ପରେ ଅପରାହ୍ନରେ ଡ....

ମହାଶିବରାତ୍ରି: ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବାଲିଅନ୍ତା,୨୧।୨(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ୧୬ନଂ. ଜାତୀୟ ରାଜପଥ ନଖରାସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଜାଗର ଲାଗି ଭକ୍ତଙ୍କ ଭିଡ଼ ଲାଗିଛି। ଶିବରାତ୍ରି ପାଇଁ ମନ୍ଦିରରେ ଭୋର ୪ଟାରୁ ସମସ୍ତ ନୀତି ସମ୍ପନ୍ନ ପରେ ମୁଖ୍ୟ ଦ୍ୱାର ଫିଟାଯାଇ...

ଅବଶିଷ୍ଟ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ପାଇଁ ଅଣ୍ଟା ଭିଡିଲା ବୋର୍ଡ; ସିସିଟିଭି ଭାଙ୍ଗିଲେ ଦାୟୀ ହେବେ ଅଧୀକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଯାଇଛି। ହେଲେ ଅଧିକାଂଶ ସ୍ଥାନରେ ଏହାକୁ ଭାଙ୍ଗି ଦିଆଯାଉଥିବା ନେଇ ଖବର ପ୍ରସାରିତ ହେଉଛି। ଏହାକୁ ନେଇ ପ୍ରତିକ୍ରିୟା ରଖି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର...

ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ ମିଳିଛି। ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲାର ଦାୟିତ୍ୱ: ଭୁବନେଶ୍ୱର-ଅନନ୍ତ ନାରାୟଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri