ମେଟ୍ରୋ

ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ ୨୨ ଘଣ୍ଟାର ଯାତ୍ରା କରି ବିଜୟ ପହଞ୍ଚିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବିଜୟ…

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ରାଜ୍ୟର ସମସ୍ତ ଜିଲାକୁ ଛୁଇଁଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଉପକୂଳ ଓଡ଼ିଶାରେ ରହିଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ…

ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ…

ଭୁବନେଶ୍ୱରରେ ପାଳନ ହେବନି ରଜ

ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍‌ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ ନ…

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି ସରକାର।…

ରାଜ୍ୟରେ ମୌସୁମୀ ସକ୍ରିୟ: ବିଭିନ୍ନ ଜିଲାରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବଲାଙ୍ଗୀର, କଳାହାଣ୍ଡି, ସୋନପୁର,…

CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩,…

ଓଡ଼ିଶା ଫେରୁଛନ୍ତି ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଲିଉଡ୍‌ର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଶନିବାର ହାଇଦ୍ରାବାଦରୁ ଆମ୍ବୁଲାନ୍ସ ବସ୍‌ ଯୋଗେ ଓଡ଼ିଶା ଆସୁଥିବା ଜଣାପଡ଼ିଛି। ରବିବାର ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି କରାଯିବ। ସୂଚନାଯୋଗ୍ୟ, ବିଜୟ ୧୫ ଦିନ…

୬୬ରୁଟ୍‌ରୁ ୨୦ରେ ଲୋକ ହେଉନାହାନ୍ତି, ବନ୍ଦ ହେବ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ: ମନ୍ତ୍ରୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ହେଉଛି। ହେଲେ ୬୬ରୁଟ୍‌ରୁ ୨୦ ରୁଟ୍‌ରେ ଲୋକ ହେଉ ନାହାନ୍ତି। ୨ରୁ ୩ ଜଣ ଲୋକ ହେଉଛନ୍ତି, ଅତି ବେଶିରେ ୫ ଜଣ ଯାତ୍ରା କରୁଛନ୍ତି। ଏଥିରେ ଅଧିକ କ୍ଷତିରେ ହେଉଛି। କେତେ କ୍ଷତି…

ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ନିଆଯାଇନାହିଁ ନିଷ୍ପତ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ନିୟମ କୋହଳ କରାଯାଇଥିଲେ ସୁଦ୍ଧା ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ଅନିଶ୍ଚିତତା ଜାରି ରହିଛି। ଏ ନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ଏବେ ସୁଦ୍ଧା ବସ୍‌ ଚଳାଚଳ ନେଇ ନିଷ୍ପତ୍ତି…

ଭୁବନେଶ୍ୱରରେ ଆଉ ୩ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍‌ଡୁମା ଏଚ୍‌ବି କଲୋନୀ ଅଞ୍ଚଳର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?