ମେଟ୍ରୋ

ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ ମିଳିଛି। ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲାର ଦାୟିତ୍ୱ: ଭୁବନେଶ୍ୱର-ଅନନ୍ତ ନାରାୟଣ...

ମହାଶିବରାତ୍ରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ପୃଷ୍ଠାରେ ପ୍ରଭୁ ଲିଙ୍ଗରାଜ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରର କିଛି ଫଟୋକୁ ଶେୟାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରର ଏହି...

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା। ଆମ ମାତୃଭାଷା ଓଡ଼ିଆର ମାଧୁର୍ଯ୍ୟ ହେଉଛି ଆମର ସ୍ବତନ୍ତ୍ର ପରିଚୟ। ଏହାକୁ...

ଇଞ୍ଜିନିୟରଙ୍କଠାରୁ ଲୁଟ୍‌ ବାଇକ୍‌, ମୋବାଇଲ ଜବତ

ଭୁବନେଶ୍ୱର,୨୧।୨(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭୋଟପଡା ଅଞ୍ଚଳରେ ରାତିରେ କାମ ସାରି ଘରକୁ ଫେରୁଥିବା ଜଣେ ଇଞ୍ଜିନିୟରଙ୍କ ବାଇକ୍‌ ଓ ମୋବାଇଲ ଲୁଟପାଟ କରିଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର...

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ମରାଠା ଗ୍ୟାଙ୍ଗର ସମ୍ପୃକ୍ତି ଥିବା ସନ୍ଦେହ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ହମିରପୁର ଜଙ୍ଗଲରେ କଳ୍ପନା ଦାଶ ଓ ଝିଅ ବବ୍‌ଲି ହତ୍ୟା ଘଟଣାରେ ଏବେ ଛତିଶଗଡ଼ ପୋଲିସ ଅଡୁଆରେ ପଡିଛି। ଅଭିଯୁକ୍ତ ଅନୁପ ଏବଂ ଡ୍ରାଇଭର ବର୍ଦ୍ଧନଙ୍କୁ କୋର୍ଟରେ ଦୋଷୀ ସାବ୍ୟସ୍ତ କରିବା...

କେନ୍ଦ୍ର ପଇସା ସୁଧରେ ଆଦର୍ଶ ବିଦ୍ୟାଳୟ: ବିରୋଧୀ ଦଳ ନେତାଙ୍କ ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୧ ବର୍ଷରେ ମାତ୍ର ୨୬ ହଜାର ବେକାରିଙ୍କୁ ସରକାର ନିଯୁକ୍ତି ଦେଇଛନ୍ତି। ଖାଲି ପଦବୀରେ ମାତ୍ର ୧% ନିଯୁକ୍ତି ଦେଇଛନ୍ତି। ସ୍କୁଲ, ଡାକ୍ତରଖାନା ସବୁଠି ପଦବୀ ଖାଲି। ୨୦୦୯ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୨୨ ଲକ୍ଷ ୫୭...

ମୋ ଭାଷା, ମୋ ପରିଚୟ

ଭୁବନେଶ୍ୱର,୨୧।୨(ବ୍ୟୁରୋ) : ମା’ ଗର୍ଭରୁ ମାଟିରେ ପାଦ ରଖିବା ପରେ ମଣିଷ ଯେଉଁ ଭାଷା ପ୍ରଥମେ ଶିଖେ ଓ କହେ, ତାହା ହେଉଛି ମାତୃଭାଷା। ବ୍ୟକ୍ତିର ସମ୍ମାନ ଓ ସ୍ବାଭିମାନ, ସ୍ବପ୍ନ ଓ ଜୀବନ- ସବୁଠି ପ୍ରତିଧ୍ୱନିତ ହୁଏ ଯେଉଁ...

ପରିବେଶ ପର୍ଯ୍ୟଟନସ୍ଥଳୀରେ ବଢ଼ୁଛନ୍ତି ପର୍ଯ୍ୟଟକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ନୟାଗଡ଼ ଜିଲାର ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଛୋଟ ଆଭ୍ୟନ୍ତରୀଣ ଗ୍ରାମ ବଡ଼ମୂଳ ସମ୍ପର୍କରେ ଦିନେ କେହି ଶୁଣି ନ ଥିଲେ କି ଜାଣି ନ ଥିଲେ। ହେଲେ ଆଜି ଏହି ଗାଁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ପାଇଁ...

ରାଜସ୍ବ ଆଦାୟ ନେଇ ବିଏମ୍‌ସିର କଡ଼ା ଆଭିମୁଖ୍ୟ: ରାଜସ୍ବ ଆଦାୟ କରି ନ ପାରିଲେ ବେତନ ହେବ ବନ୍ଦ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜସ୍ବ ଆଦାୟ ସନ୍ତୋଷଜନକ ନ ହେଲେ କର୍ମଚାରୀଙ୍କ ବେତନ ବନ୍ଦ ହେବ। ରାଜସ୍ବ ଆଦାୟ ନେଇ ଏପରି କଡ଼ା ଆଭିମୁଖ୍ୟ ନେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ରାଜସ୍ବ ଆଦାୟରେ ରହିଥିବା ନୀତିନିୟମ, ସମୟ, ଆକଳନ ବ୍ୟବସ୍ଥା ଏବଂ...

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ମୃତ୍ୟୁ ପୂର୍ବରୁ କୃତ୍ତିକାଙ୍କ ଦେହରେ ଥିଲା ବିଷ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବିଜେବିନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ ପୂର୍ବରୁ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଓ ମୁଣ୍ଡରେ ରହିଥିବା କିଛି ଲେଖାକୁ ନେଇ ପୂରା...

ପରୀକ୍ଷା କେନ୍ଦ୍ରରେ ଭଙ୍ଗାଯାଉଛି ସିସିଟିଭି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲଗାଯାଇଥିବା ସିସିଟିଭିକୁ ଜାଣିଶୁଣି ଭଙ୍ଗାଯାଉଛି। ଆଗାମୀ ଦିନରେ ଏଭଳି ଘଟଣାର ପୁନରାବୃତ୍ତିକୁ ରୋକିବାକୁ ତଥା ସିସିଟିଭିର ସୁରକ୍ଷା ଲାଗି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କୁ ନୋଟିସ ଜାରି କରିଛନ୍ତି। ଏଭଳି ଘଟଣା...

୫୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୨୧।୨(ବ୍ୟୁରେ)- ରାଜଧାନୀରେ ବ୍ରାଉନସୁଗାର କାରବାରରେ ରୋକ ଲଗାଇବା ନେଇ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଜାରି ରହିଛି। ବୁଧବାର କମିଶନରେଟ ପୋଲିସର ଡ୍ରଗ ଟାକ୍ସ ଫୋର୍ସ (ଡିଟିଏଫ୍‌) ଏବଂ ତମାଣ୍ଡୋ ପୋଲିସ ମିଳିତ ଭାବେ କଳିଙ୍ଗ ନଗରରେ ଚଢ଼ାଉ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri