ସେପ୍ଟେମ୍ବର ପୂର୍ବରୁ ଡିଏଲ୍-ଏଲ୍ଏଲ୍ ଆବେଦନ ମନା: ମନ୍ତ୍ରୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ସେପ୍ଟେମ୍ବର ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍) ଓ ଲନର୍ସ ଲାଇସେନ୍ସ(ଏଲ୍ଏଲ୍)ପାଇଁ ଆବେଦନ କରି ହେବନାହିଁ। ଏହା କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ନୂଆ ସ୍ଲଟ୍ ମିଳିବ। ତେବେ ଡିଏଲ୍-ଏଲ୍ଏଲ୍ ପାଇଁ ଅଢ଼େଇ ଲକ୍ଷ ଲୋକ ଆବେଦନ…
ବାଘଛାଲ ର଼୍ୟାକେଟର ପର୍ଦ୍ଦାଫାସ: ମାଷ୍ଟରମାଇଣ୍ଡ ଗିରଫ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଅଞ୍ଚଳରେ ଶନିବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୨ଟି ଚିତା ବାଘଛାଲ ଜବତ କରାଯିବା ସହ ବାଘଛାଲ ରଖିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏନେଇ ଏସ୍ଟିଏଫ୍ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।…
ବଢୁଛି ସାଇବର ଅପରାଧର କାରନାମା
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରେ ମାତିଛନ୍ତି ଆର୍ମି ଅଫିସର କହି ଲୁଟୁଥିବା ସାଇବର ଅପରାଧୀ। ରାଜଧାନୀ ସମେତ ବିଭିନ୍ନ ସହରରେ ସୋସିଆଲ ମିଡିଆରେ ଶସ୍ତାରେ ଗାଡ଼ି ଏବଂ ଘରର ଇଲେକ୍ଟ୍ରୋନିକ୍ ସାମଗ୍ରୀ ବିକ୍ରି ପାଇଁ ବିଜ୍ଞାପନ ଦେଉଛନ୍ତି। ଏହି ବିଜ୍ଞାପନ ଦେଖିବା ପରେ ସାଧାରଣ…
ଯୁକ୍ତ୨ ବଳକା ପରୀକ୍ଷା: ପ୍ରସ୍ତୁତି ନେଇ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମାଗିଲା ସିଏଚ୍ଏସ୍ଇ
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଯୁକ୍ତ ୨ ବଳକା ପରୀକ୍ଷା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମଗାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ଏକା ସାଙ୍ଗରେ କେତେଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ…
ଆଇଏଫ୍ଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍ଏସ୍) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍ଏସ୍ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ୧୯୯୩…
୬ ଜିଲାକୁ ଛାଡ଼ି ସବୁଠି ମୌସୁମୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳକୁ ବାଦ୍ ଦେଲେ ଅନ୍ୟ ସବୁଠି ମୌମୁସୀ ସକ୍ରିୟ ହେଉଛି। ପାଗ ଅନୁକୂଳ…
ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ…
ଶଟ୍ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍ଡେଲିଭରି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ ଚିଲିକା ଫ୍ରେସ୍ ବିକ୍ରୟ କେନ୍ଦ୍ର ମାଧ୍ୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ…
ରାତ୍ରି କର୍ଫ୍ୟୁ, ସଟ୍ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା
ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍ଡାଉନ କଟକଣା କିନ୍ତୁ ଧିରେଧିରେ କୋହଳ ହୋଇଚାଲିଛି। ମାତ୍ର ଏହି ଜୁନ୍ ମାସ ସମସ୍ତଙ୍କ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି…
୧ ନଂ ହାଟ ସିଲ କଲା ବିଏମ୍ସି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ)-ରଜ ପାଇଁ ରାଜଧାନୀର ବିଭିନ୍ନ ଡ୍ରେସ୍ ଓ ଶାଢ଼ି ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ୟୁନିଟ୍-୨ ମାର୍କେଟ ବିଲ୍ଡିଂ, ରାଜମହଲ, ନୟାପଲ୍ଲୀ, ଶହୀଦନଗର ଆଦି ପ୍ରମୁଖ ଅଞ୍ଚଳର ଡ୍ରେସ୍ ଓ ଶାଢ଼ି ଶୋ’ରୁମ୍ଗୁଡ଼ିକରେ…
ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା
ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ କେତେକ ଅମାନିଆ ଏହାକୁ ନ ମାନି ବିନା ମାସ୍କରେ ଖୁଲମଖୁଲା…
ଅନ୍ଲାଇନ୍ରେ ହେବ ବିପିୟୁଟି ପରୀକ୍ଷା
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ଏଥର ଅନ୍ଲାଇନ୍ରେ ବିପିୟୁଟି ପରୀକ୍ଷା ହେବ। ଅନଲାଇନ୍ରେ ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍ଲାଇନ୍ରେ ଏହି ପରୀକ୍ଷା ହେବ ବୋଲି ନିଷ୍ପତ୍ତି ହୋଇଛି। ଯେଉଁ ଛାତ୍ରୀଛାତ୍ର ଅନ୍ଲାଇନରେ ପରୀକ୍ଷା ଦେବେ ନାହିଁ,…

