ହୁକିଟୋଲାଠାରେ ନିର୍ମାଣ ହେବ ଭାସମାନ ଜେଟି
ଭୁବନେଶ୍ୱର,୨୧।୨(ବ୍ୟୁରୋ): ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ କେନ୍ଦ୍ରାପଡ଼ା ଜିଲାର ହୁକିଟୋଲାଠାରେ ଚଳିତବର୍ଷ ଗୋଟିଏ ଭାସମାନ ଜେଟି ନିର୍ମାଣ କରାଯିବ। ଏଥିସହ ଯିବାଆସିବା କରିବା ଲାଗି ନଦୀକୂଳଠାରୁ ହୁକିଟୋଲା ପର୍ଯ୍ୟନ୍ତ ଏକ ଆପ୍ରୋଚ୍ ରୋଡ୍ ନିର୍ମାଣ କରାଯାଉଛି। ଏଠାରେ ମଧ୍ୟ ଏକ ଓ୍ବାଚ୍ଟାଓ୍ବାର...
ସୋମବାର ଆଗତ ହେବ ବିଶ୍ୱବିଦ୍ୟାଳୟ ଅଡିଟ୍ ରିପୋର୍ଟ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଆସନ୍ତା ସୋମବାର ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଡିଟ୍ ରିପୋର୍ଟ ଉପସ୍ଥାପନ କରାଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହାକୁ ଉପସ୍ଥାପନ କରିବେ। ରିପୋର୍ଟ ଉପସ୍ଥାପନ ହେବାକୁ ଥିବା ବିଶ୍ୱବିଦ୍ୟାଳୟଗୁଡିକ ହେଉଛି- ଉତ୍କଳ ବିଶ୍ୱବିଦ୍ୟାଳୟ(୨୦୧୪-୨୦୧୫ରୁ ୨୦୧୬-୧୭),...
ମହାନଦୀରେ ନିର୍ମାଣ ହେବ ଆଉ ୭ ବ୍ୟାରେଜ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମହାନଦୀର ନିମ୍ନସ୍ରୋତରେ ପ୍ରସ୍ତାବିତ ୭ ବ୍ୟାରେଜ୍ ମଧ୍ୟରୁ ୫ ବ୍ୟାରେଜ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ କାର୍ଯ୍ୟ ସମାପ୍ତ କରାଯାଇ ତାହାର ପ୍ରି-ଫିଜିବିଲିଟି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସେହିପରି ଅନ୍ୟ ୨ ବ୍ୟାରେଜ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ ଜାରି...
ଏମ୍ସର ଅବାନ୍ତର ନିଷ୍ପତ୍ତି
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ଏଣିକି ହିନ୍ଦୀ ଭାଷାରେ କାଗଜପତ୍ରରେ ଦସ୍ତଖତ କରିବା ସହ ବିଭିନ୍ନ ରେକର୍ଡ ପ୍ରସ୍ତୁତ କରିବା ଲାଗି ଗୁରୁବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମର୍ମରେ...
ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ
ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି...
ସର୍ବକ୍ଷମା ଅବଧି ୬ ମାସ ବୃଦ୍ଧି ଲାଗି ବିଧାନସଭାରେ କଂଗ୍ରେସର ଦାବି
ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ବହୁ ଅଟ୍ଟାଳିକା ଗଢ଼ି ଉଠୁଛି। ସେଗୁଡ଼ିକୁ ରେଗୁଲାରାଇଜ୍ କରିବା ଲାଗି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସର୍ବକ୍ଷମା ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାର ଅବଧି ଫେବୃୟାରୀ ୨୦ ତାରିଖରେ...
ଦୟା କେନାଲକୁ ନେତା, ଅଫିସର ମାଡ଼ି ବସିଛନ୍ତି: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଦୟା ଓ୍ବେଷ୍ଟ ଶାଖା କେନାଲ ଭୁବନେଶ୍ୱର ଓ ଜଟଣୀ ବ୍ଲକର ୨,୪୧୭ ହେକ୍ଟରକୁ ଜଳ ଯୋଗାଇ ଦେବା ଲାଗି ନିର୍ମାଣ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ ସହରୀକରଣ ଯୋଗୁ ବର୍ତ୍ତମାନ ପ୍ରାୟ ୧୩୫୦ ହେକ୍ଟରକୁ ଜଳସେଚନ ଯୋଗାଇ ଦିଆଯାଉଛି।...
ସିଲ୍ ହେଲା ପଟିଆସ୍ଥିତ ବିଗ୍ ବଜାର ବିଲ୍ଡିଂ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପ୍ଲାନର ଉଲ୍ଲଂଘନ କରିବାକୁ ନେଇ ଗୁରୁବାର ପଟିଆସ୍ଥିତ ବିଗ୍ ବଜାର ବିଲ୍ଡିଂକୁ ସିଲ୍ କରାଯାଇଛି। ବିଏମ୍ସି କମିଶନର ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଶପିଂ ମଲ୍ ଥିବା ବିଲ୍ଡିଂ ସିଲ୍ ହୋଇଛି। ତେବେ...
‘କେନ୍ଦ୍ର ଅନୁଦାନ ଖର୍ଚ୍ଚ କରିପାରୁନି ରାଜ୍ୟ’
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ସରକାରଙ୍କ ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ବିତ ହେବେ। ବିଶେଷଭାବେ ଓଡିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର...
ଆଟେଣ୍ଡାନ୍ସ ଖାତାରେ ପୂର୍ବତନ ବିଧାୟକଙ୍କ ନାମ
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ପ୍ରଥମଥର ବିଧାୟକ ହୋଇଛନ୍ତି। ଯେତେବେଳେ ବିଧାନସଭାର ଅଧିବେଶନରେ ଯୋଗ ଦେବାକୁ ଆସୁଛନ୍ତି ବିଧାୟକଙ୍କ ଅଟେଣ୍ଡାନ୍ସ ଖାତାରେ ରହିଛି ପୂର୍ବତନ ବିଧାୟକଙ୍କ ନାମ। ଥରେ ନୁହେଁ କି ଦୁଇ ଥର ନୁହେଁ ୩...
ହୀରାକୁଦ୍ ଡ୍ୟାମ୍ ପୁରସ୍କୃତ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ସମ୍ବଲପୁର ସ୍ଥିତ ହୀରାକୁଦ୍ ଡ୍ୟାମ୍କୁ ଉପଯୁକ୍ତ ରକ୍ଷଣାବେକ୍ଷଣ ଏବଂ ଉତ୍ତମ ଭିତ୍ତିଭୂମି ପାଇଁ ପୁରସ୍କୃତ କରାଯାଇଛି। କେନ୍ଦ୍ରୀୟ ଜଳସେଚନ ଓ ଶକ୍ତି ବୋର୍ଡ (ସିବିଆଇପି)ପକ୍ଷରୁ ଓଡ଼ିଶାକୁ ଏହି ସମ୍ମାନ ମିଳିଛି। ଏଥିପାଇଁ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ମାର୍ଚ୍ଚ ଯାଏ ବଢ଼ିବନି ତାତି
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଫେବୃୟାରୀ ଶେଷ ଯାଏ ପାଗ ଅନୁକୂଳ ରହିବ। ଅଧିକ ଗରମ ଅନୁଭୂତ ହେବ ନାହିଁ। ଉତ୍ତର ପଶ୍ଚିମ ଦିଗରୁ ଭୂପୃଷ୍ଠରୁ ୧୨ କି.ମି ଉଚ୍ଚତାରେ ଥଣ୍ଡା ବାୟୁ ଘଣ୍ଟାକୁ ୧୦୦ କି.ମି ବେଗରେ ବହୁଛି। ଏଥିଯୋଗୁ ରାଜ୍ୟରେ ଗରମ...
Archives


