ମେଟ୍ରୋ

ମୌସୁମୀ ଓଡ଼ିଶା ଛୁଇଁବା ପରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ମାଲକାନଗିରି ଓ କୋରାପୁଟ ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଜି ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।…

ନିଆରା ରଜ ପାଇଁ ସଜବାଜ: ଅନ୍‌ଲାଇନରେ ହେବ ରଜ ମହୋତ୍ସବ

ଭୁବନେଶ୍ୱର,୧୨। ୬(ବ୍ୟୁରୋ): କରୋନା ଲାଗି ଏଥର ଫିକା ପଡ଼ିପାରେ ରଜ। ନା ହେବ ଦୋଳିଖେଳ ନା ଜମିବ ରଜଖଟି। ଶଟ୍‌ଡାଉନ୍‌ ଓ ଅନ୍‌ଲକ୍‌ ମଧ୍ୟରେ ରଜ ମଉଜ କିପରି ହେବ ସେନେଇ ସମସ୍ତଙ୍କ ମଧ୍ୟରେ ଚିନ୍ତା। ଓଡ଼ିଆଙ୍କ ଏହି ୩ଦିନିଆ ପର୍ବର…

ଆଦିବାସୀ ହଷ୍ଟେଲକୁ ଆଇଏସ୍‌ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍‌.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ ହଷ୍ଟେଲରେ ସମାନ ଧରଣର ଭିତ୍ତିଭୂମି, ସୁବିଧା ସୁଯୋଗ ଓ ମାନବ ସମ୍ବଳ ସୃଷ୍ଟି ଏହାର…

ଶ୍ରେଷ୍ଠ ୧୦୦ରେ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ‘ନ୍ୟାଶନାଲ ଇନଷ୍ଟିଚ୍ୟୁସନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ’ (ଏନ୍‌ଆଇଆର୍‌ଏଫ୍‌) ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ-୧୦୦ ଶିକ୍ଷାନୁଷ୍ଠାନ ତାଲିକାରେ ଏଥର ମଧ୍ୟ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ରହିଛି। ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି) ଏଥର ବି…

ନିୟମ ଅନୁଯାୟୀ ମାସ୍କ କିଣା: ସସ୍ମିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ):କରୋନା(କୋଭିଡ୍‌-୧୯) ମହାମାରୀ ସମଗ୍ର ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟିକରିଛି। ଲକ୍‌ଡାଉନ ଯୋଗୁ ମାସ୍କ ଦର ବଢିଥିଲା। ଉତ୍ପାଦନ ଦାମ୍‌ ବଢିବାରୁ ୧୦ ଟଙ୍କାର ମାସ୍କ ୧୬ ଟଙ୍କାରେ କିଣିବାକୁ ପଡ଼ିଲା। କେବଳ ଓଡ଼ିଶା ନୁହେଁ ଲୋକଙ୍କ ଜୀବନ ରକ୍ଷା ଲାଗି ମହାରାଷ୍ଟ୍ର…

ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ ହେଲେ ମଧ୍ୟ ବର୍ତ୍ତମାନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନୂଆ ଟିମ୍‌ ପ୍ରକାଶ କରାଯାଇଛି।…

ଭଦ୍ରକରେ ନିର୍ମାଣହେବ କାନ୍ତକବିଙ୍କ ସ୍ମାରକୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ)-ଭଦ୍ରକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରାଯିବ। ଏହି କାଳଜୟୀ କବିଙ୍କ ରଚନା ‘ବନ୍ଦେ ଉତ୍କଳ ଜନନୀ’ ନିକଟରେ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇବାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏନେଇ ଭାବପ୍ରବଣତା ପ୍ରକାଶ ପାଇଥିଲା। ଏହାକୁ ଦୃଷ୍ଟିରେ…

୧୫ ଦୋକାନ, ମଲ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍‌ଲକ୍‌-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍‌ଡାଉନ୍‌ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର ଲକ୍‌ଡାଉନ୍‌-୫ରେ ନିୟମକୁ ସ୍ବଳ୍ପ ମାତ୍ରାରେ କୋହଳ କରିଛନ୍ତି। ଯାହାଫଳରେ ଏବେ ଜନସାଧାରଣ କରୋନା କଟକଣାକୁ…

ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ…

ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାଲିଅନ୍ତା ତହସିଲଦାର, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜାମିନ ମିଳିଛି। ତହସିଲଦାର ରଶ୍ମୀରେଖା ପ୍ରଧାନ, ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ହାଇକୋର୍ଟ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏକ ଜମିଜମା ମାମଲା ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ…

କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ ଅପେକ୍ଷା…

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?