ମେଟ୍ରୋ

ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ ଓଡ଼ିଆ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷୀୟାନ ରାଜନେତା…

CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…

ବିକ୍ଷୋଭ ପରେ ଘୁଞ୍ଚିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା

ଭୁବନେଶ୍ୱର, ୯।୬(ବ୍ୟୁରୋ): ଛାତ୍ରୀଙ୍କ ବିକ୍ଷୋଭ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଷଷ୍ଠ ସେମିଷ୍ଟର ପରୀକ୍ଷାକୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା ଦାବିକୁ ଦୃଷ୍ଟିରେ ରଖି କୁଳପତିଙ୍କ ଅନୁମୋଦନକ୍ରମେ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ଆପାତତଃ ଜୁଲାଇ…

ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କର

ଭୁବନେଶ୍ୱର,୯।୬(ବ୍ୟୁରୋ): କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଭାଜପା ପକ୍ଷରୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଭର୍ଚୁଆଲ ରାଲି କରାଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦିଲ୍ଲୀରୁ ସୋମବାର ଓଡ଼ିଶାବାସୀଙ୍କୁ ସମ୍ବୋଧିତ…

ଝାରପଡ଼ା ଜେଲରେ ଗଞ୍ଜେଇ, ସିଗାରେଟ, ଟଙ୍କା

ଭୁବନେଶ୍ୱର,୯।୬ (ବ୍ୟୁରୋ): ଖୋର୍ଦ୍ଧା ଜେଲ୍‌ରେ ନିଶା କାରବାର ଚାଲୁଥିବା ଓ କଏଦୀମାନେ ମୋବାଇଲ୍‌ ଫୋନ୍‌ରେ କଥା ହେଉଥିବାର ଭିଡ଼ିଓ ରବିବାର ଭାଇରାଲ ହେବାପରେ ଚଢ଼ାଉ କରାଯାଇଥିଲା। ଏବେ ରାଜ୍ୟର ଅନ୍ୟତମ ବଡ଼ କାରାଗାର କୁହାଯାଉଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ର ଏକ ଭିଡିଓ…

ଜୁନ୍‌ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ

ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡଲାଇନରେ କୁହାଯାଇଥିଲା। ରାଜ୍ୟ ସରକାର ଦ୍ୱନ୍ଦ୍ୱ ଦୂର…

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର

ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ ପରୀକ୍ଷା ଆରମ୍ଭ ହୋଇ ୨୩ରେ ତାରିଖରେ ଶେଷ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜୁଲାଇ ୭ରୁ…

ଓମ୍‌ଫେଡ: ଦୁଗ୍ଧକୁ ପାଣି

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ଗୌରବ ବୋଲାଉଥିବା ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ(ଓମ୍‌ଫେଡ୍‌)ର ଜନ୍ମ ୧୯୮୦ରେ ହୋଇଥିଲା। ଦୀର୍ଘ ୪ଦଶନ୍ଧି ପରେ ଏହି ସମବାୟ ସଂସ୍ଥାର ଆର୍ଥିକ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଥିବାର ଖବର ମିଳିଛି। ଜଣାପଡ଼ିଛି ଯେ, ଏହି ସମିତିର…

କେସିଙ୍ଗାରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି

ଭୁବନେଶ୍ୱର,୯।୬(ବ୍ୟୁରୋ): କଳାହାଣ୍ଡି ଜିଲାର କେସିଙ୍ଗାରେ ପ୍ରତିଷ୍ଠା କରାଯାଉଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପାର୍କ ପାଇଁ ୧୦୦ କୋଟି ଖର୍ଚ୍ଚ ହେବ। ସୋମବାର ଲୋକସେବା ଭବନରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି…

ସ୍ମୃତିରେ ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ…

ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିସହିତ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?