ମେଟ୍ରୋ

ରାଜକୋଷକୁ କରୋନା ମାଡ଼

ଭୁବନେଶ୍ୱର,୯।୬(ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଦ ସାଜିଛି। ଏହା କେବଳ ଯେ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ବ୍ୟବସ୍ଥାକୁ ମଧ୍ୟ ବିଗାଡ଼ି ଦେଇଛି। ଯାହାଫଳରେ ଗତ କିଛି ମାସ ହେବ ରାଜକୋଷ ଉପରେ ମଧ୍ୟ ଶକ୍ତ ଚାପ ପଡ଼ିଛି।…

ବଜ୍ରପାତ ନେଲା ୧୦ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ) – ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ,…

୨ ମିନିଟ୍‌ ୧୧ ସେକେଣ୍ଡ ହେବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର,୮ା୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବେ ରାଜ୍ୟ ସରକାର। ରାଜ୍ୟ ସଙ୍ଗୀତକୁ ନେଇ ରହିଥିବା ନୀତି ନିୟମକୁ ଅନୁକରଣ କରାଯାଇ ଏହି ଗାଇଡ୍‌ଲାଇନ ପ୍ରସ୍ତୁତ କରାଯିବ। ଗୀତ ଗାନ ବେଳେ ସମସ୍ତେ ଦଣ୍ଡାୟମାନ ହେବାକୁ…

ମଙ୍ଗଳବାରଠୁ ଆଉ ୨ ରୁଟ୍‌ରେ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍‌ରେ ମୋ’ବସ୍‌ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ପୁଣିଥରେ ୨୪ ଓ ୨୮ ନଂ ରୁଯ୍‌ରେ ମୋ’ ବସ୍‌ ଚଳାଚଳ କରିବ। ରୁଟ୍‌…

ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ ସରିଛି। ସୁବିଧା ହେଲେ ସ୍ବତନ୍ତ୍ର ପୁସ୍ତିକା ବଣ୍ଟାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ରେ କରାଯିବ ଗାନ

ଭୁବନେଶ୍ୱର,୮।୬(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ ମଧ୍ୟରେ ଗାନ କରାଯିବ। ତେବେ ଏହାର ସ୍ବର, ଲୟ ଏବଂ ତାଳ କ’ଣ ହେବ ସେ ନେଇ ଖୁବ୍‌ ଶୀଘ୍ର ଜଣାଇ ଦିଆଯିବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏ ନେଇ…

କଲରାପତରିଆ ବାଘ, ଚିତା ହରିଣ ଛାଲ ଜବତ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଭୁବନେଶ୍ୱର/ନୟାଗଡ଼ ଅଫିସ,୮।୬(ବ୍ୟୁରୋ): ବାଘ ଓ ହରିଣ ଛାଲ ର଼୍ୟାକେଟର ଦୁଇ ବ୍ୟବସାୟୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ସାକେଣିର ପ୍ରତାପ ନାୟକ ଓ ଦେଡ଼ସର ଗାଁର ଈଶ୍ୱର ଚନ୍ଦ୍ର ଦେଉରୀ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍‌ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୨୫…

ଆଜିଠୁ ରାଜ୍ୟ ଭିତରେ ଗଡ଼ିଲା ଟ୍ରେନ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାରଠାରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଆଜି ସକାଳ ୫ଟା ୧୦ରେ ପ୍ରଥମ ଟ୍ରେନ୍‌ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ଟ୍ରେନ୍‌କୁ ସାନିଟାଇଜ୍‌ କରାଯିବା ପରେ ଏହି ଟ୍ରେନଟି ଯାତ୍ରା ଆରମ୍ଭ କରିଥିଲା।…

ଓରେରା ଟ୍ରିବ୍ୟୁନାଲ ଅକାମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଘର ଓ ଜମି ବିକୁଥିବା ବେଆଇନ ପ୍ରମୋଟର ଏବଂ ରିୟଲ ଇଷ୍ଟେଟଗୁଡ଼ିକ ଉପରେ ଅଙ୍କୁଶ ଲଗାଇବାକୁ ଗଠନ କରାଯାଇଥିବା ଓଡ଼ିଶା ରିିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ଓରେରା) ମେରୁଦଣ୍ଡବିହୀନ ହୋଇଯାଇଛି। ନାମକୁ ମାତ୍ର ଗଠନ କରାଯାଇଥିବା ଏହି ସଂସ୍ଥା ଲୋକମାନଙ୍କୁ ନ୍ୟାୟ…

ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ ବୋଲି…

ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରୁ ବିମାନରେ ଫେରିିଲେ ୩୧୦ ପ୍ରବାସୀ  

ଭୁବନେଶ୍ୱର,୭।୬(ବ୍ୟୁରୋ): ଜମ୍ମୁ-କଶ୍ମୀର ଓ ହିମାଚଳ ପ୍ରଦେଶର ଅପହଞ୍ଚ ଇଲାକାରେ ଫସି ରହିଥିବା ଓଡ଼ିଆମାନଙ୍କୁ ରବିବାର ରାଜ୍ୟ ସରକାର ଫେରାଇ ଆଣିଛନ୍ତି। ଏୟାର ଏସିଆର ୩ଟି ବିମାନରେ ୩୧୦ଜଣ ପ୍ରବାସୀ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଥିବାବେଳେ ଅନ୍ୟମାନେ ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?