ମେଟ୍ରୋ

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ନବୀନ ପଟ୍ଟନାୟକଙ୍କ ତୀବ୍ର ନିନ୍ଦା, ମୁଖ୍ୟମନ୍ତ୍ରୀଙ୍କୁ କଡ଼ା…

ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏହି ଘଟଣାର ଭିଡିଓ ଦେଖି ସେ ମର୍ମାହତ ହୋଇଥିବା…

BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୩୦।୬: BMC ଅଫିସ୍‌ରେ ପଶି ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କରିଥିବା ଖାରବେଳନଗର ଥାନାରେ ଏତଲା ଆଧାରରେ ଗିରଫ କରାଯାଇଛି। କଡ଼ା ଆଇନରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ଅନ୍ୟମାନଙ୍କ ସମ୍ପୃକ୍ତି…

Video: ଭୁବନେଶ୍ୱର ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ, ଭିଡିଓ ଭାଇରାଲ

ଭୁବନେଶ୍ୱର, ୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସୋମବାର ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ। ରିପୋର୍ଟ…

ଶରଧାବାଲି ଦଳାଚକଟାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ କହିଲେ ସରକାର ବାକ୍ୟ ବୀର ନ ହୋଇ…

ଭୁବନେଶ୍ୱର,୩୦ା୬: ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ସରକାର ବାକ୍ୟ ବୀର, କର୍ମ ବୀର ନୁହନ୍ତି। ରଥଯାତ୍ରାରେ ସମ୍ପୂର୍ଣ୍ଣ ତ୍ରୁଟି ହୋଇଛି। ଜିଲାପାଳ…

ଲଘୁଚାପ କ୍ଷେତ୍ର ସୃଷ୍ଟି: ୪ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା, ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦।୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଅତିପ୍ରବଳ ବର୍ଷା…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: e-KYC ନ କଲେ କଟିଯିବ ରାଶନ କାର୍ଡ

ଭୁବନେଶ୍ୱର,୩୦।୬: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୋମବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ଆଜି ରାଶନ କାର୍ଡ e-KYC ଯାଞ୍ଚ କରିବାର ଶେଷ ତାରିଖ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଯେଉଁମାନେ ସୋମବାର ସୁଦ୍ଧା…

ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୩୦।୬: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ୱର,୩୦ା୬: ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୩୦ ଜୁନ୍‌ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ମିର୍ଦ୍ଧା ଟପ୍ପୋଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ କେନ୍ଦୁଝରରେ ଡୁଡା (ଜିଲା…

ନନ୍ଦନକାନନରେ ୭ ହଳଦିଆ ଆନାକୋଣ୍ଡା ଜନ୍ମ

ବାରଙ୍ଗ,୩୦ା୬(ଲିଙ୍ଗରାଜ ରାଉତ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ସାରଣୀରେ ରବିବାର ହଳଦିଆ ଆନାକୋଣ୍ଡା ୭ଟି ଛୁଆ ଜନ୍ମ ଦେଇଛି। ୨୦୧୯ ଅକ୍ଟୋବର ୨୨ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା। ୨୦୨୨ ଜୁଲାଇରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା।…

ଅତିପ୍ରବଳ ବର୍ଷା ସମ୍ଭାବନା: ୪ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୩୦।୬: ରାଜ୍ୟରେ ପୁଣି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି,…

ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍‌ଭିନ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ):: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ…

ଆହୁରି ୭ ଦିନ ବର୍ଷିବ:ବିଜୁଳି-ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ବୋହିବ ପବନ

ଭୁବନେଶ୍ୱର,୩୦ା୬(ଅନୁରାଧା ମହାରଣା):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri