ମେଟ୍ରୋ

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ମହୁଲି କିଣିବାକୁ ନେଇ ଭରତପୁରରେ ଗୋଷ୍ଠୀ ସଂଘର୍ଷ: ୮ ଆହତ

ଭୁବନେଶ୍ୱର,୭।୬(ବ୍ୟୁରୋ): ମହୁଲି କିଣିବାକୁ ନେଇ ରାଜଧାନୀର ଖଣ୍ଡଗିରି ଥାନା ଭରତପୁର ବସ୍ତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ପରସ୍ପର ଟେକା ପଥର ମାଡ କରିଥିଲେ। ଏଥିରେ ଉଭୟ ଗୋଷ୍ଠୀର ୮ ଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଏମ୍ସ…

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର କୌଣସି ସମ୍ପର୍କ ନାହିଁ। ଜୁନ ୩୦ ଯାଏ ଆମେ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବୁ…

ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା… ୧.…

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି…

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବୈଠକ ଆରମ୍ଭ ହୋଇଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରୁଛନ୍ତି।

ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ…

‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନ: ପ୍ଲାଷ୍ଟିକ୍‌ ବ୍ୟବହାର କମାଇଛି ଭାରତୀୟ ରେଳପଥ

ଭୁବନେଶ୍ୱର,୭।୬(ବ୍ୟୁରୋ): ଯାତ୍ରୀମାନଙ୍କୁ ସ୍ବଚ୍ଛ ବାତାବରଣ ଓ ସୁଗମ ଯାତ୍ରା ସୁବିଧା ଦେବାଲାଗି ଭାରତୀୟ ରେଳ ପକ୍ଷରୁ ‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନରେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଷ୍ଟେଶନ ଏବଂ ଟ୍ରେନ୍‌ଗୁଡ଼ିକରେ ପ୍ଲାଷ୍ଟିକ୍‌ ବ୍ୟବହାର କମାଇବାକୁ ଗୁରୁତ୍ୱ ଦିଆଯାଇଛି। ରେଳ…

ଜୀବନସାଥୀ ଖୋଜି ଯୁବତୀ ହରାଇଲେ ୩ ଲକ୍ଷ

ଭୁବନେଶ୍ୱର,୬ା୬(ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଗଙ୍ଗନଗରର ଜଣେ ଯୁବତୀ ମାଟ୍ରିମୋନିଆଲ ସାଇଟ୍‌ରେ ଜୀବନସାଥୀ ଖୋଜି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକ୍ରମେ ଦଫା ୪୧୯,୪୨୦,୪୬୮,୪୭୧,୩୪ ଏବଂ…

ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର

ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା…

୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?