ସଚିିବାଳୟ କର୍ମଚାରୀ ମହାସଂଘ ପକ୍ଷରୁ ୫% ମହଙ୍ଗା ଭତ୍ତା ଦାବି
ଭୁବନେଶ୍ୱର,୧୭।୨(ବ୍ୟୁରୋ): ଗତ ଶନିବାର ନିଷ୍ପତ୍ତି ଅନୁଯାୟୀ ସଚିବାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର କର୍ମଚାରୀଙ୍କୁ ନେଇ ଏକ ”ସଚିିବାଳୟ କର୍ମଚାରୀ ମହାସଂଘ“ ଗଠନ କରାଯାଛି। ମିଳିତ ଭାବେ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଆଯାଇ ପିଛିଲା ଭାବେ ଜୁଲାଇ ୨୦୧୯...
ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍ଏସ୍ଇ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍ଏସ୍ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ...
ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର
ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ ଉପସ୍ଥାପନ ହୋଇଥିବା ୨୦୧୯-୨୦ ଅର୍ଥନୈତିକ ସର୍ଭେ ରିପୋର୍ଟରେ ସରକାର ଏହି କଥା...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କାଘର ଯୋଜନାକୁ ନେଇ ଭାଜପା ଏବଂ ଶାସକ ବିଜେଡି ମୁହାଁମୁହିଁ ହୋଇଛନ୍ତି। କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ଦେଉଥିବାବେଳେ ବିଜୁବାବୁଙ୍କ ଫଟୋ କାହିଁକି ବଡ଼ ଆକାରରେ ଲଗାଯାଉଛି ବୋଲି...
ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍ଏମ୍ଏସ୍ କରାଯିବ
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ ଓ ଖରାପ ପ୍ରଶ୍ନ ବିଧାନସଭା କର୍ତ୍ତୃପକ୍ଷ ସ୍ଥିର କରିବେ ନାହିଁ। ଏହା ଲଟେରି...
କେନ୍ଦ୍ରୀୟ ଅଧିକାରୀଙ୍କୁ ଡକରା
ଭୁବନେଶ୍ୱର,୧୭।୨(ବ୍ୟୁରୋ): ବିଭିନ୍ନ ସର୍ବଭାରତୀୟ ସେବା (ଏଆଇଏସ୍) ଏବଂ ଆଲାଏଡ୍ ସେବା ଅଧିକାରୀମାନେ ଯେପରି ଓଡ଼ିଶା ଆସି କାର୍ଯ୍ୟ କରିପାରିବେ, ସେନେଇ ରାଜ୍ୟ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ସାଧାରଣ ପ୍ରଶାସନ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏଆଇଏସ୍ ଏବଂ...
ସରିଲା କ୍ୟାବିନେଟ୍ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସାଧାରଣ ପ୍ରଶାସନ, ବାରିପଦା ମେଡିକାଲ କଲେଜ ପାଇଁ...
ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ ମେସ୍ ସୁବିଧା ଉପରେ ନିରୀକ୍ଷଣ କରିବା ସହ ବିଶ୍ୱବିଦ୍ୟାଳୟ ସମ୍ବନ୍ଧରେ ଅଧିକାରୀଙ୍କ...
ଯୁବକଙ୍କୁ ଗୋଡ଼େଇ ହାଣିବା ଘଟଣାରେ ୮ ଅଟକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍-୯ ଗ୍ରୀଡ୍କୋ କଲୋନୀରେ ଯୁବକ ପି.ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗୋଷ୍ଠୀ ବିବାଦରୁ ଏହି ଘଟଣା ଘଟିଥିବାବେଳେ ଏହା ଆଗକୁ ଭୟଙ୍କର ସଂଘର୍ଷର ରୂପ ନେଇପାରେ...
ବେକାରି ସମସ୍ୟା ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବେକାରି ଏବଂ ନିଯୁକ୍ତି ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବେକାରିରେ ଓଡ଼ିଶା ଏକ ନମ୍ବର ବୋଲି ଶନିବାର ବିଧାନସଭାରେ ବିଭାଗୀୟ ମନ୍ତ୍ରୀ କହିବା ପରେ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସ୍କିଲ୍ ମିଶନର କଥା କହି...
ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ ନିଜକୁ ବଡ଼ ଦେଖାଇବା ନଚେତ୍ ନିଜର ବାସ୍ତବ ଶିକ୍ଷାଗତ ଯୋଗ୍ୟତାକୁ ଲୁଚାଇବା ପାଇଁ...
ମାଷ୍ଟରସେଫ୍ ଇଣ୍ଡିଆ ବିଜେତା ଓଡ଼ିଆ ପୁଅ ଅବିନାଶ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଜାତୀୟସ୍ତରୀୟ ରିୟଲିଟି ଶୋ’ରେ ପୁଣିଥରେ ଚମକିଛି ଓଡ଼ିଶା। ଏଥର କୌଣସି ଡ୍ୟାନ୍ସ କି ମ୍ୟୁଜିକ୍ ରିୟାଲିଟି ଶୋ’ ନୁହେଁ, ଦେଶର ସବୁଠାରୁ ଲୋକପ୍ରିୟ କୁକିଂ ରିୟଲିଟି ଶୋ’ ‘ମାଷ୍ଟର୍ସେଫ୍ ଇଣ୍ଡିଆ’ରେ ପ୍ରଥମଥର ପାଇଁ ବାଜି ମାରିଛନ୍ତି ଜଣେ ଓଡ଼ିଆ।...
Archives


