ମେଟ୍ରୋ

ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ

ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରାଜ୍ୟ ସରକାର, ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ କମିଶନରେଟ ପୋଲିସର…

ପଙ୍ଗପାଳ ଦମନ ପାଇଁ ପରାମର୍ଶଦାତା ଭିଡିଓ ପ୍ରସ୍ତୁତ

ଭୁବନେଶ୍ୱର, ୫।୬(ବ୍ୟୁରୋ)- ଏବେ ବି ଓଡ଼ିଶାର କୃଷି ପାଇଁ ପଙ୍ଗପାଳ ବିପଦ ରହିଛି। ତେବେ ଏହି ପାକିସ୍ତାନୀ ପଙ୍ଗପାଳ ଦମନ କରିବା ପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଏକ ପରାମର୍ଶଦାତା ଭିଡିଓ ପ୍ରସ୍ତୁତ ହୋଇଛି। ଯେଉଁଥିରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବାଗ୍‌ଚୀ ଦମ୍ପତ୍ତି ଦେଲେ ଅଢ଼େଇ କୋଟି

ଭୁବନେଶ୍ୱର,୫।୬(ବ୍ୟୁରୋ):ଦକ୍ଷତା ବିକାଶ ଅଥରିଟିର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଏବଂ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁସ୍ମିତା ବାଗ୍‌ଚୀ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅଢ଼େଇ କୋଟି ଟଙ୍କା ପ୍ରଦାନ କରିଛନ୍ତି। କରୋନା ବିପକ୍ଷରେ ଲଢେଇ ଲାଗି ଲୋକସେବା ଭବନଠାରେ ମୁଖ୍ୟ ଶାସନ…

ଶଟ୍‌ଡାଉନ୍‌ ପାଇଁ ନୂଆ ଗାଇଡ୍‌ଲାଇନ: ସବୁ ଛକରେ ବ୍ଲକିଂ, ଚେକିଂ କଡ଼ାକଡ଼ି ହେବ

ଭୁବନେଶ୍ୱର, ୫ା୬(ବ୍ୟୁରୋ) – ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାରକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ କଟକ ଓ ଭୁବନେଶ୍ୱର ରହୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍‌ ଜାରି…

କୋଭିଡ୍‌ ପରିଚାଳନାରୁ ହଟିଲେ ୯ ବରିଷ୍ଠ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୫ା୬(ବ୍ୟୁରୋ)- ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମାଙ୍କୁ ରାଜ୍ୟ ସରକାର କୋଭିଡ୍‌-୧୯ ପାଇଁ ଆବଶ୍ୟକ ସାମଗ୍ରୀ କ୍ରୟ କମିଟିର ମୁଖ୍ୟ ପଦବୀରୁ ଅବ୍ୟାହତି ଦେଇଛନ୍ତି। ଏଥିସହିତ ଆହୁରି ୯ ଜଣ ଆଇଏଏସ୍‌ ଅଫିସରଙ୍କୁ ମଧ୍ୟ କୋଭିଡ୍‌ ପରିଚାଳନା ଅତିରିକ୍ତ ଦାୟିତ୍ୱରୁ ହଟାଇ…

ସ୍କୁଲରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ବ୍ୟୁରୋ)- ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀରେ ନାମଲେଖା ଆରମ୍ଭ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୧୫ ସୁଦ୍ଧା ନାମଲେଖା ଶେଷ କରିବାକୁ ଶୁକ୍ରବାର ବିଭାଗ ପକ୍ଷରୁ ସମସ୍ତ ଜିଲା…

୩ ମାସରେ ସଫା ହେବ ବିନ୍ଦୁସାଗର

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ଆସନ୍ତା ୩ ମାସ ମଧ୍ୟରେ ଐତିହ୍ୟ ପୁସ୍କରିଣୀ ବିନ୍ଦୁସାଗରର ସଫେଇ କାର୍ଯ୍ୟ ସରିବ। ଏନେଇ ରାଜ୍ୟ ସରକାରଙ୍କ ସେତୁ ନିର୍ମାଣ ନିଗମ (ଓବିସିସି) ଏବଂ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ୍‌ ଟେକ୍ନୋଲୋଜି, ଇଣ୍ଡିଆନ୍‌ ଓଡ଼ିଶା କ୍ୟାମ୍ପସ୍‌ ଭୁବନେଶ୍ୱର (ଆଇସିଟି-ଆଇଓସି)ମଧ୍ୟରେ ଶୁକ୍ରବାର…

ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍‌ଡାଉନ୍‌ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ କରାଇହେବ, ସେନେଇ ବିଏମ୍‌ସି ପକ୍ଷରୁ ସଚେତକ୍‌ ଆପ୍‌ ଜାରି କରାଯାଇଛି। ଏହି ଆପରେ କୌରଣସି…

ଶଟ୍‌ଡାଉନ୍‌ରେ ଗଡ଼ିବନି ମୋ’ ବସ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ ମୋ’ବସ୍‌ ପକ୍ଷରୁ ଶଟ୍‌ଡାଉନ୍‌ରେ ମୋ’ ବସ୍‌ ଚଳାଚଳ କରିବ ନାହିଁ। ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ୍‌) ପକ୍ଷରୁ ମୋବସ୍‌ ଚଳାଚଳ କରିବ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ୩୫,…

କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍‌ଡାଉନ୍‌ରେ ଯାଇପାରିବେ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏହି ସମୟରେ କେଉଁମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ…

ଶଟ୍‌ଡାଉନ୍‌କୁ ନେଇ ଏସ୍‌ଆର୍‌ସିଙ୍କ ଗାଇଡ୍‌ଲାଇନ୍‌: ଜାଣନ୍ତୁ କାହାକୁ ମିଳିବ ଯାତାୟାତ ପାଇଁ ଅନୁମତି

ଭୁବନେଶ୍ୱର, ୫।୬(ବ୍ୟୁରୋ): ଜୁନ୍‌ ୩୦ ତାରିଖ ଯାଏ ପ୍ରତି ସପ୍ତାହର ୨ ଦିନ ଶନିବାର ଓ ରବିବାର ୧୧ ଜିଲା ଶଟ୍‌ଡାଉନ୍‌ ରହିବ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି)ଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶଟ୍‌ଡାଉନ୍‌ ସମୟରେ ମେଡିକାଲ ଭଳି ଜରୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?