ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ...
ରାସ୍ତାରେ ଅସଦାଚରଣ କରି ଛେଚା ଖାଇଲେ କନ୍ଷ୍ଟେବଳ
ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାର୍ନାମା ଦେଖିବାକୁ ମିଳିଛି। ଜଣେ...
ତେଲେଙ୍ଗାନା ଇଟାଭାଟିରୁ ୧୬ ଶ୍ରମିକଙ୍କ ସମେତ ୫ ଶିଶୁ ଉଦ୍ଧାର
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଓଡ଼ିଶା ମୋ’ ପରିବାର ହସ୍ତକ୍ଷେପ ପରେ ତେଲେଙ୍ଗାନା ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ୧୬ ଜଣ ଶ୍ରମିକ ଓ ସେମାନଙ୍କ ୫ଶିଶୁଙ୍କୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର, ସୋନପୁର ଜିଲାର ଏହି ଶ୍ରମିକମାନେ ତେଲେଙ୍ଗାନାର ପେଡ଼ାପଲ୍ଲୀ ଜିଲା ବେଗମ୍ପେଟ...
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା: ସିଏଏ ସମର୍ଥନରେ ହେବାକୁ ଥିବା ବିଶାଳ ରାଲିରେ ଯୋଗଦେବେ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟରେ ଯୋଗ...
ମହଙ୍ଗା ଭତ୍ତାକୁ ନେଇ ସଚିବାଳୟରେ ଅସନ୍ତୋଷ: ନିଷ୍ପତ୍ତିକୁ ପୁନର୍ବିଚାର କରା ନ ଗଲେ ଆନ୍ଦୋଳନ
ଭୁବନେଶ୍ୱର,୧୬।୨(ବ୍ୟୁରୋ): କେନ୍ଦ୍ର ସରକାର ଗତବର୍ଷ ଜୁଲାଇ ମାସରୁ୫% ମହଙ୍ଗା ଭତ୍ତା ପ୍ରଦାନ ନେଇ ଘୋଷଣା ହୋଇସାରିଛି। ତେଣୁ ଗତ ଜୁଲାଇମାସରୁ କେନ୍ଦ୍ର ସରକାରୀ କର୍ମଚାରୀମାନେ ଏହି ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ଅପରପକ୍ଷେ ରାଜ୍ୟ ସରକାର ଗତ ଜୁଲାଇରୁ ଡିସେମ୍ବର...
ଅଧ୍ୟାପିକାଙ୍କୁ ବଞ୍ଚାଇଦେଲେ ଆର୍ପିଏଫ୍ କନ୍ଷ୍ଟେବଳ: ଖସି ପଡି ଟ୍ରେନ ତଳକୁ ଯିବା ପୂର୍ବରୁ ଉଦ୍ଧାର କଲେ ସୁବ୍ରତ
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଜଣେ ଅଧ୍ୟାପିକା ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟ୍ରେନ୍ ତଳକୁ ଖସିଯିବାବେଳେ ଦେବଦୂତ ସାଜି ତାଙ୍କ ଜୀବନ ବଞ୍ଚାଇଛନ୍ତି ଜଣେ ଆର୍ପିଏଫ୍ କନ୍ଷ୍ଟେବଳ। ଶନିବାର ଅପରାହ୍ନ ୩ଟା ୨୦ରେ ଘଟିଛି ଏହି ଘଟଣା। ଅଧ୍ୟାପିକା ଜଣକ...
ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ
ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍-୯ ଗ୍ରୀଡ୍କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ...
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା, ଆକ୍ରମଣ ବଢୁଛି: ଉଦ୍ବେଗ ପ୍ରକାଶ କଲା ସୂଚନା ଅଧିକାର ଅଭିଯାନ
ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଦୁର୍ନୀତିର ପର୍ଦ୍ଦାଫାଶ ସହ ଏହା ବିରୋଧରେ ସ୍ବର ଉଠାଉଥିବା ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଓ ମରଣାନ୍ତକ ଆକ୍ରମଣ ବଢ଼ିଚାଲିଛି। ଗତ ଦୁଇମାସ ଭିତରେ ଦୁଇଜଣ ସୂଚନାଧିକାର କର୍ମୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଡିସେମ୍ବର...
ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏହି ଯୋଜନାରେ ସରକାର ଗତ ଅକ୍ଟୋବର ୧୦ରେ ପ୍ରଥମ ତାଲିକା ପ୍ରକାଶ କରିଥିଲେ। ଏଥିରେ ୧୨,୭୫,୦୦୦ ହିତାଧିକାରୀଙ୍କର ନାମ ଥିଲା । ହେଲେ...
ଓଡ଼ିଶାରେ ସର୍ବାଧିକ ବେକାର
ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯ ପ୍ରତିଶତ ରହିଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ରିପୋର୍ଟ ଏକଥା କହୁଛି। ଶନିବାର ଭାଜପା...
ରାଜ୍ୟରେ ଖାଲି ପଡ଼ିଛି ୬୦% ଇଞ୍ଜିନିୟରିଂ ସିଟ୍
ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜ୍ୟରେ ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଛି ଇଞ୍ଜିନିୟରିଂ କଲେଜ। ଦିନକୁ ଦିନ ଇଞ୍ଜିନିୟରିଂ ଶିକ୍ଷା ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ କମୁଛି। ଫଳରେ ରାଜ୍ୟରେ ୬୦%ରୁ ଅଧିକ ଇଞ୍ଜିିନିୟରିଂ ସିଟ୍ ଖାଲି ପଡ଼ିଛି। ୨୦୧୯-୨୦ ଶିକ୍ଷାବର୍ଷରେ...
ବାରଙ୍ଗ ଥାନା ଅଧିକାରୀଙ୍କ ଅନୁଭୂତି: ମୃତକଙ୍କ ପରିଚୟ ପାଇବା ଚ୍ୟାଲେଞ୍ଜ ଥିଲା
ହତ୍ୟା ଘଟଣାରେ ଅଜଣା ମୃତଦେହକୁ ଚିହ୍ନଟ କରି ଅପରାଧୀଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ଥାଏ। ଏଭଳି ଏକ ଘଟଣାରେ ଅଭିଯୁକ୍ତଙ୍କୁ ଧରିଥିଲେ ବାରଙ୍ଗ ଥାନାର ଭାରପ୍ରାପ୍ତ ଅଧିକାରୀ ଶଶିକାନ୍ତ ରାଉତ। ବର୍ଷାରେ ସବୁ ପ୍ରମାଣ ନଷ୍ଟ ହୋଇଯାଇଥିଲେ ମଧ୍ୟ...
Archives


