ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏହି ଯୋଜନାରେ ସରକାର ଗତ ଅକ୍ଟୋବର ୧୦ରେ ପ୍ରଥମ ତାଲିକା ପ୍ରକାଶ କରିଥିଲେ। ଏଥିରେ ୧୨,୭୫,୦୦୦ ହିତାଧିକାରୀଙ୍କର ନାମ ଥିଲା । ହେଲେ...
ଓଡ଼ିଶାରେ ସର୍ବାଧିକ ବେକାର
ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯ ପ୍ରତିଶତ ରହିଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ରିପୋର୍ଟ ଏକଥା କହୁଛି। ଶନିବାର ଭାଜପା...
ରାଜ୍ୟରେ ଖାଲି ପଡ଼ିଛି ୬୦% ଇଞ୍ଜିନିୟରିଂ ସିଟ୍
ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜ୍ୟରେ ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଛି ଇଞ୍ଜିନିୟରିଂ କଲେଜ। ଦିନକୁ ଦିନ ଇଞ୍ଜିନିୟରିଂ ଶିକ୍ଷା ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ କମୁଛି। ଫଳରେ ରାଜ୍ୟରେ ୬୦%ରୁ ଅଧିକ ଇଞ୍ଜିିନିୟରିଂ ସିଟ୍ ଖାଲି ପଡ଼ିଛି। ୨୦୧୯-୨୦ ଶିକ୍ଷାବର୍ଷରେ...
ବାରଙ୍ଗ ଥାନା ଅଧିକାରୀଙ୍କ ଅନୁଭୂତି: ମୃତକଙ୍କ ପରିଚୟ ପାଇବା ଚ୍ୟାଲେଞ୍ଜ ଥିଲା
ହତ୍ୟା ଘଟଣାରେ ଅଜଣା ମୃତଦେହକୁ ଚିହ୍ନଟ କରି ଅପରାଧୀଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ଥାଏ। ଏଭଳି ଏକ ଘଟଣାରେ ଅଭିଯୁକ୍ତଙ୍କୁ ଧରିଥିଲେ ବାରଙ୍ଗ ଥାନାର ଭାରପ୍ରାପ୍ତ ଅଧିକାରୀ ଶଶିକାନ୍ତ ରାଉତ। ବର୍ଷାରେ ସବୁ ପ୍ରମାଣ ନଷ୍ଟ ହୋଇଯାଇଥିଲେ ମଧ୍ୟ...
ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ହଲ୍କୁ ମୋବାଇଲ ଫୋନ୍ ମନା; ପ୍ରଶ୍ନପତ୍ର ଲିକ୍, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ରାଜ୍ୟ ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଜିଲାପାଳ, ପୋଲିସ ଅଧୀକ୍ଷକ ଓ...
ଏପ୍ରିଲ ୫ରୁ ବିଶାଳ ଆର୍ମି ନିଯୁକ୍ତି ମେଳା
ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଆସନ୍ତା ଏପ୍ରିଲ ୫ରୁ୧୬ ଯାଏ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ରାଜ୍ୟର ୧୦ ଜିଲା ଯଥା, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ...
ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ
ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଅନୁସୂଚିତ ଜାତି(ଏସ୍ସି), ଅନୁସୂଚିତ ଜନଜାତି(ଏସ୍ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବାକୁ ଚକ୍ରାନ୍ତ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ବିରୋଧରେ...
ମହିଳା କମିଶନରେ ୧୦ ହଜାର ମାମଲା
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧ ମାମଲାର ଶୁଣାଣି ଶେଷ ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଯୌତୁକ ନିର୍ଯାତନା ପାଇଁ...
ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା ଲାଗି ୧୦୨ଟି ସ୍ବତନ୍ତ୍ର ବିଦ୍ୟାଳୟ ଓ ୧ଟି ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦ୍ୱାରା...
କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ ୩୬୬, ମୟୂରଭଞ୍ଜ ୪୮୫, ସମ୍ବଲପୁର ୩୦୩, ସୁନ୍ଦରଗଡ଼ ୪୨୩, ଅନୁଗୋଳ ୨୦୫, ବାଲେଶ୍ୱର...
ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ...
ରେଳପଥ ଆଧୁନିକୀକରଣ ଯୋଗୁ ବାଧାପ୍ରାପ୍ତ ହେବ ଟ୍ରେନ୍ ଚଳାଚଳ
ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଉତ୍ତର, କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ସଂରକ୍ଷଣ ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ...
Archives


