ମେଟ୍ରୋ

ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୬(ବ୍ୟୁରୋ):ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ୦.୯ କି.ମି. ଉପରେ ଏକ ଟ୍ରପ୍‌ଲାଇନ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଛତିଶଗଡ଼ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪…

ଭିଡିଓ କନଫରେନ୍ସରେ ହୋଇପାରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ବିଧାନସଭା ଅଧିବେଶନ ବସିବା କ୍ଷେତ୍ରରେ ବାଧା ସୃଷ୍ଟି କରିଛି। ଆସନ୍ତା ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ମଧ୍ୟରେ ବାଚସ୍ପତି ବିଧାନସଭା ଅଧିବେଶନ ଡାକି ପାରନ୍ତି। ପୂର୍ବଭଳି ବିଧାନସଭାରେ ଅଧିବେଶନ ନ ହୋଇ ଲୋକସେବା ଭବନରେ…

ଜୁନ୍‌, ଜୁଲାଇ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ: ବାଚସ୍ପତି

ଭୁବନେଶ୍ୱର, ୪।୬(ବ୍ୟୁରୋ):ଗଞ୍ଜାମର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭିଡିଓ କନ୍‌ଫରେନ୍ସ ଜରିଆରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୌସୁମୀ ଜନିତ ସମ୍ଭାବ୍ୟ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଜିଲାର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରାଯାଇଥିଲା। ବିଧାନସଭାର କନ୍‌ଫରେନ୍ସ ପ୍ରକୋଷ୍ଠରେ…

ପରଲୋକରେ ନିତ୍ୟାନନ୍ଦ ଶତପଥୀ

ଭୁବନେଶ୍ୱର,୪।୬: (ବ୍ୟୁରୋ):ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ଏବଂ ସମାଲୋଚକ ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ବୁଧବାର ପୂର୍ବାହ୍ନ ୯ଟା ୧୫ରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ…

କରୋନା କବଳରେ ସାରା ଓଡ଼ିଶା

ଭୁବନେଶ୍ୱର,୪।୬:(ବ୍ୟୁରୋ):ମହାମାରୀ କରୋନା କବଳକୁ ଚାଲିଯାଇଛି ରାଜ୍ୟର ସମସ୍ତ ଜିଲା। ପୂର୍ବରୁ ୨୯ ଜିଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଥିବାବେଳେ ଏବେ ବାକିଥିବା ରାୟଗଡ଼ା ଜିଲାରୁ କୋଭିଡ୍‌-୧୯ ଠାବ ହୋଇଛି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟରୁ…

ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ରୋଷେଇ ଖର୍ଚ୍ଚ

ଭୁବନେଶ୍ୱର, ୪।୬(ବ୍ୟୁରୋ)- ସ୍କୁଲ ବନ୍ଦ ଥିବାରୁ ପିଲାଙ୍କୁ ପୂର୍ବରୁ ୩ ମାସ ପାଇଁ ମଧ୍ୟାହ୍ନ ଭୋଜନ ରାଶନ ମିଳିଥିଲା। ଏବେ ରୋଷେଇ ଖର୍ଚ୍ଚ ମିଳିବ। ଏନେଇ ମଧ୍ୟାହ୍ନ ଭୋଜନ ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ ବୁଧବାର ସମସ୍ତ ଜିଲାପାଳଙ୍କୁ ଚିଠି…

ଭୁବନେଶ୍ୱରରେ ପହଞ୍ଚିଲେ ୬୧୮ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର, ୩ା୬ (ବ୍ୟୁରୋ)- ବୁଧବାର ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦରରେ ଏୟାର ଏସିଆର ୩ଟି ବିମାନ ଅବତରଣ କରିଛି। ଏଥିରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀମାନେ ଓଡ଼ିଶା ଫେରଛନ୍ତି। ସକାଳ ୮.୨୫ରେ ମୁମ୍ବାଇ, ଦିନ ୨. ୪୦ରେ ଇମ୍ଫାଲ୍‌ ଓ ରାତି…

ସୌମ୍ୟା ମିଶ୍ର ଅଗ୍ନିଶମ ଅତିରିକ୍ତ ଡିଜି

ଭୁବନେଶ୍ୱର,୩ା୬(ବ୍ୟୁରୋ)-୧୯୯୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୌମ୍ୟା ମିଶ୍ରଙ୍କୁ ରାଜ୍ୟ ସରକାର ଅଗ୍ନିଶମ ଓ ହୋମଗାର୍ଡ ଅତିରିକ୍ତ ଡିଜି ଭାବେ ନିଯୁକ୍ତି ଦେଇଛନ୍ତି। ଡେପୁଟେଶନରୁ ଫେରିବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି…

ଅଣ୍ଡା, କୁକୁଡା ମାଂସ ଖାଇବା ନିରାପଦ: ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୩ା୬(ବ୍ୟୁରୋ)-ଚିକେନ ଓ ଅଣ୍ଡା ଖାଇବା ଦ୍ୱାରା କରୋନାଠୁ ଅଧିକ ଭୟଙ୍କର ରୋଗ ବ୍ୟାପିବା ନେଇ ଚାଲିଥିବା ଚର୍ଚ୍ଚା ଏକ ପ୍ରକାର ଗୁଜବ। ଏ ନେଇ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅଣ୍ଡା ଓ ଚିକେନ ଖାଇବା ସମ୍ପୂର୍ଣ୍ଣ ନିରାପଦ…

ରାଜଧାନୀରେ ଚାଞ୍ଚଲ୍ୟ: ଶିଶୁର ତଣ୍ଟି ଚିପି ହତ୍ୟା ପରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୩ା୬ (ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ଆଇଗିଣିଆ ରାଜୀବନଗରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ରହୁଥିବା ଜଣେ ମହିଳା ଅତି ନୃଶଂସ ଭାବେ ଜଣେ ୪ ବର୍ଷର ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ…

ନୂଆ ଚିହ୍ନଟ ୧୪୩ ଆକ୍ରାନ୍ତ ମଧ୍ୟରେ ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଚିହ୍ନଟ ନୂଆ ୧୪୩ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେନ୍ଦ୍ରାପଡ଼ାରୁ ଚିହ୍ନଟ ସମସ୍ତ ୯ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ସେଥିରୁ ୫ ଗୁଜରାଟ, ୨ ମହାରାଷ୍ଟ୍ର ଓ ୨ଜଣ ତାମିଲନାଡ଼ୁ ଫେରନ୍ତା। ନୂଆପଡ଼ାର ସମସ୍ତ ୮…

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ ପକାଇଛି। ସେହିପରି କୋଚିଂ ସେଣ୍ଟର ବନ୍ଦ ଯୋଗୁ ଏହାର ମାଲିକମାନେ ଘର ଭଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?