ମେଟ୍ରୋ

ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ଓଡ଼ିଶା ସାମିଲ ହେଲା। ସିକିମ, ମିଜୋରାମ ସହିତ ଓଡ଼ିଶାକୁ କେନ୍ଦ୍ର ସରକାର ଇଣ୍ଟିଗ୍ରେଟ୍‌ ମ୍ୟାନେଜମେଣ୍ଟ ଅଫ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ଆଇଏମ୍‌-ପିଡିଏସ୍‌)ସ୍କିମ୍‌ରେ ସାମିଲ କରିଛନ୍ତି। ଏ ନେଇ ସୋମବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ…

ଓଡ଼ିଶାରୁ ଚାଲିଲା ୧୨ ଯୋଡ଼ା ଟ୍ରେନ୍

ଭୁବନେଶ୍ୱର, ୨।୬ (ବ୍ୟୁରୋ): ଅନ୍‌ଲକ୍‌-୧.୦ର ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୨ଶହ ଯାତ୍ରିବାହୀ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ୧୨ ଯୋଡ଼ା ଟ୍ରେନ୍‌ ଗଡ଼ିଛି। ସୋମବାର ସକାଳେ ପ୍ରଥମ ଟ୍ରେନ୍‌ ଭାବେ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ କୋଲକାତା…

ସୌରଶକ୍ତି ଚାଳିତ ହେବ ବିଧାନସଭା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡିଶା ବିଧାନସଭା ସାୈରଶକ୍ତି ଚାଳିତ ହେବ। ବିଧାନସଭା ଛାତ ଉପରେ ସାୈର ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ…

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ…

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି ୭ଟାରୁ…

ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ…

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ ଜୁନ୍‌…

ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌ ୧(ସୋମବାର)ଠାରୁ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରି ରାତି ୯ଟାରୁ ସକାଳ ୫ଟା ଯାଏ ଧାର୍ଯ୍ୟ…

CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୫୦…

ଆଜି ନୀଳମାଧବ ବସ୍ତି ଭାଙ୍ଗିବ ବିଡିଏ

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା କଟକଣା କୋହଳ ହେବା ପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବାକି ଥିବା ଉଚ୍ଛେଦ କାର୍ଯ୍ୟ ପୁଣି ଆରମ୍ଭ ହେବାକୁ ଯାଉଛି। ସୋମବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ବିଡିଏର ମିଳିତ ଉଚ୍ଛେଦକାରୀ ଦଳ ଚନ୍ଦ୍ରଶେଖରପୁରସ୍ଥିତ…

ଯୋଦ୍ଧାର ସମ୍ମାନ, ଖାକିରେ ଦାଗ: ହାତଗଣତି ଅଫିସରଙ୍କ ପାଇଁ ବଦନାମ ପୋଲିସ

ଲୋକଙ୍କ ଧନଜୀବନର ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ହେଉଛି ପୋଲିସର ପ୍ରଥମ କାମ। ଏଥିପାଇଁ ଖାକିକୁ ଆବଶ୍ୟକ ଆଇନଗତ କ୍ଷମତା ଦିଆଯାଇଛି। ଜଣେ ସଚ୍ଚୋଟ, ଦକ୍ଷ ତଥା ନିଷ୍ଠାପର ପୋଲିସକୁ ସମାଜ ସବୁବେଳେ ସମ୍ମାନ କରୁଛି। ଏବେ କରୋନା ଭଳି ସଂକଟଜନକ…

ଆଜିଠୁ ୧୮ ନଂ. ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): ଯାତ୍ରୀଙ୍କ ଦାବିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି ମୋ ବସ୍‌ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। କରୋନା ସମୟରେ ମଧ୍ୟ ଏହାକୁ ପ୍ରାଥମିକତା ଦେଇ କଟକ, ଖୋର୍ଦ୍ଧା ଓ ଭୁବନେଶ୍ୱରର ୭ଟି ରୁଟ୍‌ରେ ମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?