ମେଟ୍ରୋ

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଠାବ କରାଯାଉଛି। ହେଲେ ପ୍ରତିଦିନ…

ବାଲେଶ୍ୱର ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧ା୬(ବ୍ୟୁରୋ): ବାଲେଶ୍ୱର ଜିଲା ଔପଦା ବ୍ଲକ ସୋରିଷପାଳ ଗ୍ରାମର ଅନ୍ନପୂନ୍ନା ପାଢୀଙ୍କର ପରିବାର ନିୟୋଜନ ଅସ୍ତ୍ରୋପଚାର ପରେ ମୃତ୍ୟୁ ହୋଇଥିଲା। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାରକୁ ପରିବାର ଲୋକେ ଦାୟୀ କରି ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ଦ୍ୱାରସ୍ଥ ହୋଇଥିଲେ। କମିଶନ ମାମଲାକୁ ଗୁରୁତ୍ୱର ସହ…

ପିପିଇ କିଟ୍‌ ମାଗିଦେଲେ, ଏବେ ରଖୁନାହାନ୍ତି

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଏମାନଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ଜରୁରୀ ହୋଇପଡିଛି। ତେବେ ଉଚ୍ଚକୋଟୀର ପିପିଇ କିଟ୍‌ ପାଇବା ଏବେ ରାଜ୍ୟଗୁଡ଼ିକ ପାଇଁ…

ସହଯୋଗ ସତ୍ତ୍ୱେ ଚାଲିପାରୁନି ବସ୍‌

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ଯୋଗୁ ଲକ୍‌ଡାଉନ ଜାରି ରହିଥିବାରୁ ଗତ ମାର୍ଚ୍ଚ ୨୨ତାରିଖରୁ ଯାତ୍ରୀବାହୀ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଲକ୍‌ଡାଉନ ହେବାର ୬୦ଦିନରୁ ଅଧିକ ଦିନ ବିତିବାପରେ ବର୍ତ୍ତମାନ ରାଜ୍ୟରେ ଗାଡ଼ି ଚଳାଚଳ ଧୀରେ ଧୀରେ ସ୍ବାଭାବିକ ହେବାକୁ ଯାଉଛି,…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର…

ରାଜ୍ୟ ସରକାରଙ୍କ ୧୭ ହଜାର କୋଟି ପ୍ୟାକେଜ୍‌ ଅବାସ୍ତବ: ନିରଞ୍ଜନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ୧୭ ହଜାର କୋଟିର ପ୍ୟାକେଜ୍‌ ଘୋଷଣାକୁ ନେଇ ଟାର୍ଗେଟ କରିଛି କଂଗ୍ରେସ। ରବିବାର କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ୟାକେଜ୍‌କୁ ଅବାସ୍ତବ ବୋଲି କହିଛନ୍ତି। ସେ କହିଛନ୍ତି, ଉଚିତ୍‌ ସମୟରେ…

ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପଙ୍ଗପାଳ: ମୁକାବିଲା ପାଇଁ ବୈଠକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ଆସିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବା ପରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ଓୟୁଏଟି ଡିନ୍‌ ଲଳୀତ ମୋହନ ଗଡ଼ନାୟକଙ୍କ ସୂଚନା ଦେଇ କହିଛନ୍ତି, ଓଡ଼ିଶାକୁ ଜୁନ୍‌ରେ ପଙ୍ଗପାଳ ଆସିପାରନ୍ତି ବୋଲି କେନ୍ଦ୍ର…

ଚନ୍ଦକାରେ ହେବ ବିଶ୍ୱସ୍ତରୀୟ ବନ୍ୟଜନ୍ତୁ ହସ୍ପିଟାଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ବିଶ୍ୱସ୍ତରୀୟ ବନ୍ୟଜନ୍ତୁ ଚିକିତ୍ସାଳୟ(ହସ୍ପିଟାଲ) ସ୍ଥାପନ ହେବ। ଭୁବନେଶ୍ୱର ନିକଟସ୍ଥ ଚନ୍ଦକା ଜଙ୍ଗଲରେ ଏହି ବିଶ୍ୱସ୍ତରୀୟ ହସ୍ପିଟାଲ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର କେନ୍ଦ୍ର ସରକାର ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସ୍କୁଲ ଓ କଲେଜ୍‌ ଖୋଲିବା ନେଇ…

କେନ୍ଦୁପତ୍ର କେରି ଦାମ୍‌ ବଢ଼ାଇଲେ ସରକାର: ଉପକୃତ ହେବେ ୮ ଲକ୍ଷ ୩୫ ହଜାର ବନ୍ଧାଳି, ତୋଳାଳି

ଭୁବନେଶ୍ୱର,୩୧। ୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଦୁଃସ୍ଥିତିରେ ଥିବା କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ରାଜ୍ୟରେ କାର୍ଯ୍ୟରତ ୮ ଲକ୍ଷ ୩୫ ହଜାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କ…

ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ ଏବଂ ହୋମଗାର୍ଡ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍‌ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ‘ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?