ଅଧିକ କ୍ରିୟାଶୀଳ, ସୁଦୃଢ଼ ହେବ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ (ଲିଗାଲ୍ ମେଟ୍ରୋଲୋଜି)କୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ ଜିଲାରେ ନିଜସ୍ବ କାର୍ଯ୍ୟାଳୟ ଓ ଭିତ୍ତିଭୂମି ବିକାଶ ଦିଗରେ ଗୁରୁତ୍ୱ...
ସିଲ୍ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା ନିଲାମୀ ପ୍ରକ୍ରିୟାରେ ୧୫୪ ପ୍ରତିଶତ ପ୍ରିମିୟମ୍ ପୈଠ ସର୍ତ୍ତରେ ଏହି ଖଣିର ଲିଜ୍...
ଚାଷୀ ସମସ୍ୟାକୁ ଗୃହରେ ଜୋରଦାର କରିବ କଂଗ୍ରେସ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଗୃହରେ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଥିବାବେଳେ ଶାସକ ଦଳ ସଦସ୍ୟଙ୍କୁ ଘେରିବା ଲାଗି ବିରୋଧୀ କଂଗ୍ରେସ ମଧ୍ୟ ନିଜର...
ଶାସକ ଦଳକୁ ଘେରିବାକୁ ଭାଜପା ପ୍ରସ୍ତୁତ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ରାଜ୍ୟ ଭାଜପା ବିଧାୟକ ଦଳ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ...
ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ...
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ: ଅଗଷ୍ଟ ସୁଦ୍ଧା ସରିବ ଜମି ଅଧିଗ୍ରହଣ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପକୁ ୧୯୯୪-୯୫ ଆର୍ଥିକ ବର୍ଷରୁ ମଞ୍ଜୁରୀ ମିଳିଥିଲେ ବି ଏ ପର୍ଯନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଏହି ପ୍ରକଳ୍ପ କାମ ଯେପରି ତୁରନ୍ତ ଶେଷ କରାଯିବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେବା ଆରମ୍ଭ...
ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା
ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ...
ଅନ୍ତର୍ଜାତୀୟ ରେଡିିଓ ମେଳା ଆରମ୍ଭ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଶ୍ୱ ରେଡିଓ ଦିବସ ଅବସରରେ ଆଉଟ୍ରିଚ୍ ପକ୍ଷରୁ ୬ଷ୍ଠ ଅନ୍ତର୍ଜାତୀୟ ରେଡିଓ ମେଳା ଗୁରୁବାର ଭଞ୍ଜକଳା ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡିି, ରେଡିଓ...
ଆଜି ଭାଲେଣ୍ଟାଇନ୍ସ ଡେ: ଏଥର ହେବନି ବିରୋଧ, କେବଳ ସଚେତନତା
ଭୁବନେଶ୍ୱର,୧୪।୨(ବ୍ୟୁରୋ) : ନା ହେବ ବିରୋଧ ନା କିଏ କରିବ ପ୍ରତିବାଦ। ଏଥର ପ୍ରେମ ଦିବସରେ ମନେପଡ଼ିବେ ଶହୀଦ ଯବାନମାନେ। ପାର୍କ ହେଉ କି ପର୍ଯ୍ୟଟନସ୍ଥଳୀ, କେଉଁଠି ବି ପ୍ରେମୀଯୁଗଳଙ୍କୁ ବିରୋଧ କରାଯିବ ନାହିଁ ବରଂ ସଚେତନ କରାଯିବ। ଭାଲେଣ୍ଟାଇନ୍ସ...
ପରାଜୟ ପରେ ଚେତା ପଶିଲା
ନୂଆଦିଲ୍ଲୀ,୧୪।୨:ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଭାଜପା ଓ କଂଗ୍ରେସ ନେତାଙ୍କ ଚେତା ପଶିଛି। ଭାଜପା ନେତାମାନଙ୍କ ବିବାଦୀୟ ମନ୍ତବ୍ୟ ହିଁ ଦଳ ପାଇଁ ବିପର୍ଯ୍ୟୟ ଆଣିଦେଇଥିବା ଗୁରୁବାର ଖୋଦ୍ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ମାନିଛନ୍ତି। ସେହିପରି କଂଗ୍ରେସର...
ଆଜିଠୁ ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଅଭିଭାଷଣ ରଖିବେ। ଚଳିତ ମାସ ୧୫ ଏବଂ ୧୭ ତାରିଖରେ ରାଜ୍ୟପାଳଙ୍କ...
ବିଜେଡିରୁ ବିଦା ହେଲେ ଅନୁପ ସାଏ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିବା ସହ ରାଜ୍ୟ ପଣ୍ୟାଗାର...
Archives


