ମେଟ୍ରୋ

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ ଏହି…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ସୁସ୍ଥମାନଙ୍କ ମଧ୍ୟରେ ବୌଦ୍ଧରୁ ୨୮, ପୁରୀରୁ…

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

୩ ମାସର ରୋଡ ଟ୍ୟାକ୍ସ ଛାଡ

ଭୁବନେଶ୍ୱର,୨୯ା୫,(ବ୍ୟୁରୋ)-କରୋନା ସଙ୍କଟ ସମୟରେ ଯାତ୍ରୀବାହୀ ଯାନ ପାଇଁ ୩ ମାସର ରୋଡ ଟ୍ୟାକ୍ସ ଛାଡ ହୋଇଛି। ୨୦୨୦ ଏପ୍ରିଲ ମାସରୁ ଜୁନ ଯାଏଁ ରୋଡ ଟ୍ୟାକ୍ସ ଛାଡ କରାଯାଇଥିବା ଶୁକ୍ରବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।…

ରାଜ୍ୟ ଭାଜପା ପକ୍ଷରୁ କରାଯିବ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଶନିବାର ପୂରଣ ହେବ। ଏହି ବର୍ଷକ ମଧ୍ୟରେ ମୋଦି ସରକାର ବହୁ ବଡ଼ବଡ଼ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି। ମୋଦି ସରକାରଙ୍କ ଏହି ସମସ୍ତ ସଫଳତାର ବାର୍ତ୍ତା…

ମନ୍ତ୍ରୀସ୍ତରୀୟ ବୈଠକରେ କୋଭିଡ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ସଂକଳ୍ପ ପାରିତ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ସମ୍ମୁଖ ଯୋଦ୍ଧାଙ୍କ ପାଇଁ ମନ୍ତ୍ରୀସ୍ତରୀୟ ବୈଠକରେ ସର୍ବସମ୍ମତିରେ ସଂକଳ୍ପ ପାରିତ ହୋଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସଂକଳ୍ପ ଆଣିଥିଲେ। ସଂକଳ୍ପରେ କରୋନା ସମ୍ମୁଖ ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଯାଇଛି। ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶାଦିଦି,…

କରୋନା କଟକଣାକୁ ମାନି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକୁ ପାଳନ କରନ୍ତୁ, ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ: ଦାସବର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀର ମୁକାବିଲା କରିବାରେ ଲାଗିଛି। ସେହି କ୍ରମରେ ଭାରତ ମଧ୍ୟ କରୋନା ସହ ବଡ ଧରଣର ଲଢେଇ ଲଢୁଛି। ଏହି ଲଢେଇରେ ପ୍ରମୁଖ ଭୂମିକା ତୁଲାଉଥିବା ତଥା ଯୋଦ୍ଧା ରୂପେ ନିଜର କର୍ତ୍ତବ୍ୟ ତୁଲାଉଛନ୍ତି…

ରାଜଧାନୀରେ ନବ ବିବାହିତ ଦମ୍ପତିଙ୍କ ଆତ୍ମହତ୍ୟା: ହକର୍‌ ଥିଲେ ଯୁବକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜଧାନୀ ଶ୍ରୀ ଲିଙ୍ଗରାଜ ଥାନା ଅଧୀନ କପିଳେଶ୍ୱର କୁମ୍ଭାର ସାହିରେ ରହୁଥିବା ଜନୈକ ହକର ଏବଂ ତାଙ୍କ ସ୍ତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ରାକେଶ ରାଉତ(୨୫) ଓରଫ ବାପି। ବାପି ଓଲ୍ଡ ଟାଉନ୍‌ ପେପର…

ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ କପଡ଼ା କାରଖାନାରେ ଝିଅମାନେ କାମ କରୁଥିଲେ। ହେଲେ ଲକ୍‌ଡାଉନ୍‌ ଯୋଗୁ ସେଠାରେ ଫସି…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶୁକ୍ରବାର ପଶ୍ଚିମ ଦ୍ୱାର ପଟୁ ବିଡିଏ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଦ୍ୱାରା ଉଚ୍ଛେଦ ଚାଲିଛି। ଲକ୍‌ଡାଉନ୍‌ ପାଇଁ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ କାମ ବନ୍ଦ ରହିଥିଲା। ଆଜିଠୁ ଉଚ୍ଛେଦ କାର୍ଯ୍ୟ…

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେଇ ରାଜନୀତି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ ଆଣି ଉଭୟ କଂଗ୍ରେସ ଏବଂ ଭାଜପା ଗୁରୁବାର ସରକାରଙ୍କ ଉପରେ ବର୍ଷିଛନ୍ତି।…

ବିମାନ କ୍ରିଉ ମେମ୍ବରଙ୍କ ପାଇଁ ଭୁବନେଶ୍ୱରରେ ହୋଟେଲ ଖୋଲିବାକୁ ଅନୁମତି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଏୟାରଲାଇନ୍ସ କ୍ରିଉ ମେମ୍ବରଙ୍କ ରହଣି ପାଇଁ ରାଜଧାନୀରେ ଖୋଲିପାରିବ ହୋଟେଲ। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅନୁମତି ଦେଇଛନ୍ତି। ଏମାନଙ୍କ ବ୍ୟତୀତ ଅନ୍ୟ କେହି ହୋଟେଲ୍‌ରେ ରହିପାରିବେ ନାହିଁ ବୋଲି ସେ କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?