ମେଟ୍ରୋ

ବିଜେଡି ନେତା ଅନୁପ ସାଏ ଗିରଫ ହେବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପୂର୍ବରୁ ଅଭିଯୋଗ କରିବା ସତ୍ତ୍ୱେ ବିଜେଡି ଶୁଣି ନ ଥିଲା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ତାଙ୍କୁ ଉଠାଇନେଇଛି। ଘଟଣା ପ୍ରଘଟ ହେବା ପରେ ଭାଜପା ନେତ୍ରୀ ଲେଖାଶ୍ରୀ...

ଭାଇରାଲ ଆଡମିଟ କାର୍ଡ ନକଲି, ବୋର୍ଡକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏହା ପୂର୍ବରୁ ବାରିପଦା ଓ ଆସିକାରେ ମାଟ୍ରିକ୍‌ ଆଡମିଟ୍‌ କାର୍ଡ ଭାଇରାଲ ହେବା ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ଭାଇରାଲ ଆଡମିଟ କାର୍ଡ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ...

ମୋ ସରକାର ଅଧୀନକୁ ଆସିଲା ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ତୃଣମୂଳସ୍ତରରେ ଥିବା ବ୍ଲକ ଅଫିସ ପ୍ରଶାସନର କେନ୍ଦ୍ର। ଗ୍ରାମାଞ୍ଚଳରେ ବିଭିନ୍ନ ସେବା ଯୋଗାଇବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମୋ ସରକାର କାର୍ଯ୍ୟକ୍ରମ ରାଜ୍ୟର ୮୩ ପ୍ରତିଶତ ଜନତାଙ୍କ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ ବୋଲି ଆଶା...

ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ...

ଏଆଇସିସିରୁ ଡକରା ପାଇ ଦିଲ୍ଲୀରେ ମୋକିମ୍‌

ଭୁବନେଶ୍ୱର,୧୩ା୨(ବ୍ୟୁରୋ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପରବର୍ତ୍ତୀ ସଭାପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋକିମ୍‌ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯିବାପରେ ଏଭଳି ଚର୍ଚ୍ଚା ଶୁଣିବାକୁ ମିଳୁଛି।...

ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ଗୋଟିଏ ଦିନ ପୂର୍ବରୁ...

ପ୍ରତିଷ୍ଠା ହେବ ୪୫ ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ସାକ୍ଷାତ୍‌ କରି ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ସମ୍ପ୍ରସାରଣ କେନ୍ଦ୍ର ପାଇଁ ଜମି ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଏକ ଚିଠି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ...

ଗଠନ ହେଲା ଓବିସି କମିଶନ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)ଙ୍କ ପ୍ରକୃତ ସଂଖ୍ୟା କେତେ , ସେ ସମ୍ପର୍କରେ କୌଣସି ସରକାରୀ ହିସାବ ନାହିଁ। ତେଣୁ ଏମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହା ଜାଣିବା ପାଇଁ ଜାତିଭିତ୍ତିକ...

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର ଅଭାବ ଏକ ମୁଖ୍ୟ କାରଣ ସାଜିଥିବାବେଳେ ବ୍ୟୟବହୁଳ ଚିକିତ୍ସା ଖର୍ଚ୍ଚ ତୁଲାଇବା...

ବିଦ୍ୟୁତ ଆଘାତରେ ନିର୍ମାଣ ଶ୍ରମିକ ମୃତ

ଭୁବନେଶ୍ୱର,୧୩ା୨(ବ୍ୟୁରେ): ଆବାସ ଯୋଜନାରେ ଘର ର୍ନିମାଣ ଚାଲିଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶହୀଦନଗର ଥାନା ଶାନ୍ତିପଲ୍ଲୀ ବସ୍ତିରେ ବୁଧବାର ଘଟିଛି ଏହି ଦୁଃଖଦ ଘଟଣା। ମୃତ ଶ୍ରମିକ ହେଲେ ମୟୂରଭଞ୍ଜ ଜିଲ୍ଲାର ଶ୍ୟାମା...

ଗୋଟିଏ ରାତିରେ ୪ ଗାଡ଼ି କାଚ ଭାଙ୍ଗିଲେ ଦୁର୍ବୃତ୍ତ

କଟକ ରୋଡ,୧୩ା୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧେଶ୍ୱରୀ କଲୋନୀ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ୪ଟି ଗାଡ଼ିର କାଚ ଭାଙ୍ଗିଦେଇଥିବା ଜଣାପଡିଛି। ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଖବରପାଇ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri