ମେଟ୍ରୋ

ଗ୍ରାମାଞ୍ଚଳରେ କରୋନା ରୋଗୀଙ୍କ ପ୍ରତି ଘୃଣା ବଢୁଛି

ଭୁବନେଶ୍ୱର,୨୯। ୫ (ବ୍ୟୁରୋ): ବର୍ତ୍ତମାନ ଗ୍ରାମାଞ୍ଚଳ ତଥା ଗ୍ରାମପଞ୍ଚାୟତ ସ୍ତରରେ କରୋନା ରୋଗୀଙ୍କ ପ୍ରତି ଘୃଣା ଭାବ ବୃଦ୍ଧି ପାଉଛି। ଭବିଷ୍ୟତରେ ସ୍ବାଭାବିକ ଅବସ୍ଥା ବଜାୟ ରଖିବାକୁ ହେଲେ ଏଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ସରକାରୀ ସ୍ତରରେ ଗ୍ରାମ୍ୟ କମିଟି ସହ…

ରାଜଧାନୀରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ଗୁରୁବାର ବିଳମ୍ବିତ ରାତିରେ ରାଜଧାନୀରେ ପ୍ରବଳ ବର୍ଷା, ପବନ ସାଙ୍ଗକୁ ପ୍ରାୟ ଦେଢ଼ ଘଣ୍ଟା ଧରି ଘଡ଼ଘଡ଼ି ଜାରି ରହିଥିଲା। ଫଳରେ ରାଜଧାନୀର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବା ସହ ବିଦ୍ୟୁତ ସରବରାହ ବ୍ୟାହତ ହୋଇଥିଲା। ଘଡ଼ଘଡ଼ିର ଭୟଙ୍କର…

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା ସହ…

‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ…

ଲୋକଙ୍କ ସରକାର

ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିନ୍ଦ୍ୱନ୍ଦୀ ନେତା । ଦୀର୍ଘ ୨୧ବର୍ଷ ଶାସନ ପରେ ମଧ୍ୟ ତାଙ୍କର ନିର୍ମଳ ଭାବମୂର୍ତ୍ତୀ ଏବେ ବି ଅମଳୀନ ରହିଛି। ବହୁ ବାଧା ବିଘ୍ନ ସତ୍ତ୍ୱେ ନବୀନ ଓ ବିଜୁ ଜନତା ଦଳ ରାଜ୍ୟବାସୀଙ୍କ ହୃଦୟ…

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ବିପତ୍ତି ସତ୍ତ୍ୱେ ବିକାଶ ତ୍ୱରାନ୍ବିତ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ମେ ୨୯ରେ ଲଗାତର ପଞ୍ଚମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଅସାଧାରଣ ଲୋକପ୍ରିୟତା ତାଙ୍କୁୁ ଜନପ୍ରିୟ ମୁଖ୍ୟମନ୍ତ୍ରୀରେ ପରିଣତ କରିପାରିଛି। ଶୁକ୍ରବାର ନବୀନଙ୍କ ପଞ୍ଚମ ପାଳି ସରକାରକୁ…

ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍‌ଡାଉନ୍‌ ଲାଗି ପର୍ଯ୍ୟଟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନର ଟୁରିଜମ୍‌ ପଲିସି ବା ପର୍ଯ୍ୟଟନ ନୀତିରେ…

ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ…

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା ଅନୁମତି

ଭୁବନେଶ୍ୱର, ୨୮ା୫ (ବ୍ୟୁରୋ)- ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା…

ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ…

ସାରା ବିଶ୍ୱ ପାଇଁ ଉଦାହରଣ ସାଜିଛି ଓଡ଼ିଶା, ସରକାରଙ୍କ ପଦକ୍ଷେପକୁ ସମର୍ଥନ କରିଥିବାରୁ ମୁଁ ଋଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡ଼ିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛି। କୋଭିଡରେ ରାଜ୍ୟରେ ମୃତ୍ୟୁହାର ସବୁଠାରୁ କମ୍‌। କରୋନାରେ ପୀଡ଼ିତ ଅଧାରୁ ଅଧିକ ଲୋକ ସୁସ୍ଥ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୮୮୭କୁ ବୃଦ୍ଧି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଯାଜପୁରରୁ ସର୍ବାଧିକ ୨୫ଜଣ ଅଛନ୍ତି। ସେହିଭଳି ଗଞ୍ଜାମର ୧୯, କଟକର ୯, ପୁରୀର ୮, ନୟାଗଡ଼-କେନ୍ଦ୍ରାପଡ଼ାର ୩, କନ୍ଧମାଳ-ବଲାଙ୍ଗୀରର ୨, କେନ୍ଦୁଝର-ବୌଦ୍ଧ-ସମ୍ବଲପୁର-ଖୋର୍ଦ୍ଧାର ଜଣେ ଲେଖାଏ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?