‘କ୍ଷମା ମାଗନ୍ତୁ ଅରବିନ୍ଦ ପାଢ଼ୀ’: ରଥ ଉପରେ ଦୁର୍ବ୍ୟବହାର ଅଭିଯୋଗ ଆଣିଲେ ସେବାୟତ
ପୁରୀ, ୨୯ା୬: ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ବିରୋଧରେ ସେବାୟତମାନେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଅଭିଯୋଗ କରିଛନ୍ତି ଯେ, ରଥ ଉପରେ ସେବା କାଳରେ ମୁଖ୍ୟପ୍ରଶାସକ ସେବାୟତଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଏହି ଘଟଣାକୁ ନେଇ ସେବାୟତମାନେ ଅରବିନ୍ଦ ପାଢ଼ୀଙ୍କୁ ୨୪…
ସୋମବାର ରାଜ୍ୟର ଚାରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ଆଲର୍ଟ ଜାରି
ଭୁବନେଶ୍ୱର, ୨୯।୬: ଭାରତୀୟ ପାଣିପାଗ ବିଭାଗ (IMD) ରବିବାର ସନ୍ଧ୍ୟାରେ ଜାରି ସୂଚନାରେ କହିଛି ଯେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟରେ ଏକ ନିମ୍ନ ଚାପ ବ୍ୟବସ୍ଥା ଏବଂ ଏହା ସହିତ ଜଡ଼ିତ ଘୁର୍ଣ୍ଣିବଳୟ ଉତ୍ତର-ପଶ୍ଚିମାଞ୍ଚଳକୁ ଆସନ୍ତା…
ପୁରୀ ଶରଧାବାଲି ଦଳାଚକଟା ଘଟଣା: ଏକ ମାସ ମଧ୍ୟରେ ସରିବ ତଦନ୍ତ, ଦୋଷୀଙ୍କୁ ମିଳିବ କଠୋର ଦଣ୍ଡ
ପୁରୀ,୨୯।୬: ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ ଏକ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ…
ଦଳାଚକଟା ପରେ ତତ୍ପର ସରକାର: ବରିଷ୍ଠ ଅଧିକାରୀଙ୍କୁ ପୋଲିସ ପରିଚାଳନା ଦାୟିତ୍ୱ
କଟକ, ୨୯ା୬: ରାଜ୍ୟ ପୋଲିସ ମୁଖ୍ୟାଳୟ ଦ୍ୱାରା ଜାରି ଏକ ନିର୍ଦ୍ଦେଶନାମାରେ ଏଡିଜି (ADG) ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ପୋଲିସ ପରିଚାଳନାର ନୂଆ ଦାୟିତ୍ୱ ଦିଆଯାଇଛି। ସେ ଚଳିତ ବର୍ଷର ପୁରୀ ରଥଯାତ୍ରାର ପରିଚାଳନା ଦାୟିତ୍ୱରେ ରହିବେ। ଏହି ନିଷ୍ପତ୍ତି ଶରଧାବାଲିରେ ଘଟିଥିବା…
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନିଯୁକ୍ତି
ଭୁବନେଶ୍ୱର, ୨୯।୬: ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ଏକ ଅଫିସିଆଲ ନୋଟିସ ଅନୁଯାୟୀ, ସାସ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି। ସେ ମଧ୍ୟ ଆନୁଷଙ୍ଗିକ…
ପୁରୀ ଦଳାଚକଟା ଘଟଣା: ମୃତକଙ୍କ ପରିବାର ସହ କଥା ହେଲେ ନବୀନ, ପ୍ରଶାସନ ଉପରେ ଅସନ୍ତୋଷ ପ୍ରକାଶ କଲେ ଲୋକେ
ପୁରୀ,୨୯ା୬ : ପୁରୀ ରଥଯାତ୍ରାରେ ଘଟିଥିବା ଦଳାଚକଟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତକଙ୍କ ପରିବାର ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ନେତା ନବୀନ ପଟ୍ଟନାୟକ ଫୋନ ଯୋଗେ କଥା ହୋଇଛନ୍ତି। ଏହି ସମୟରେ…
ପୁରୀରେ ଦଳାଚକଟା ମୃତ୍ୟୁ: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ
ଭୁବନେଶ୍ୱର,୨୯।୬: ପୁରୀରେ ରଥଟଣା ପରେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ଘଟଣାକୁ ନେଇ ସରକାର ଅଡୁଆ ପରିସ୍ଥିତିରେ ପଡିଥିଲା ବେଳେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଜନଶୁଣାଣୀ ଶିବିର ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା…
ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା
ଭୁବନେଶ୍ୱର,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ…
ପୁରୀ ଦଳଚକଟା: ଦାୟିତ୍ୱ ନେଉ ନେଉ କହିଦେଲେ ପୁରୀ ଏସପି, ମହାପ୍ରଭୁ…
ପୁରୀ,୨୯।୬: ରଥଯାତ୍ରା ଦଳଚକଟାକୁ ନେଇ କେବଳ ରାଜ୍ୟ ନୁହେଁ ପୁରା ଦେଶ ଉଠୁଛି ପଡୁଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଆକ୍ସନ ମୋଡକୁ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ…
ପୁରୀ ଦଳଚକଟାକୁ ନେଇ ମୁହଁ ଖୋଲିଲେ ଗଜପତି, କହିଦେଲେ…
ପୁରୀ,୨୯।୬: ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ବଡ଼ ଆକ୍ସନ ନେଇଛନ୍ତି ରାଜ୍ୟ ସରକାର। ଏହି ଘଟଣାକୁ ନେଇ ମୁହଁ ଖୋଲିଛନ୍ତି ଗଜପତି ମହାରାଜା। ସେ କହିଛନ୍ତି, ଦଳାଚକଟା ଘଟଣାରେ ମର୍ମାହତ। ଏଥିସହ ଏହି ଘଟଣାରେ ଗଜପତି ମହାରାଜା ସ୍ବର୍ଗତ ଆତ୍ମାଙ୍କ ସଦଗତି…
ରଥଯାତ୍ରା ଦଳାଚକଟା: ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର
ଭୁବନେଶ୍ୱର,୨୯ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ…
ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି
ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି। ବଡ଼ କାର୍ଯ୍ୟାନୁଷ୍ଠାନ …
Archives


