ମେଟ୍ରୋ

ଦୀପାବଳି ଛୁଟି ୨୦ ନା ୨୧: ସରକାରଙ୍କ ପକ୍ଷରୁ ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୧୮ା୧୦(ରବିନାରାୟଣ ଜେନା):ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ହୋଇପାରେ। ଏସଂକ୍ରାନ୍ତରେ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା…

ନିୟମ ଉଲ୍ଲଙ୍ଘନ କଲେ ଗାଡ଼ିର RC ରଦ୍ଦ, RTOକୁ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୧୦: ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଅଭ୍ୟାସଗତ ଭାବେ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡ଼ି ମାଲିକଙ୍କ ରେଜିଷ୍ଟ୍ରେସନ ସାର୍ଟିଫିକେଟ (RC) ରଦ୍ଦ କରିବାକୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…

ନୂଆପଡ଼ା ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି, ଲିଷ୍ଟରେ ନବୀନଙ୍କ ସହ ଅଛନ୍ତି…

ଭୁବନେଶ୍ୱର,୧୭।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ବାଇଁ…

୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବକଙ୍କ ସହ ମହିଳା ଗିରଫ

ଭୁବନେଶ୍ୱର,୧୭ା୧୦: ଦାମୀ କାର୍‌ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ। ଉକ୍ତ ଘଟଣାରେ ଖୋର୍ଦ୍ଧାର ଜଣେ…

କେବେଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା? ବଡ଼ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର,୧୭।୧୦: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୧୫ ତାରିଖ…

SI ପରୀକ୍ଷା କେଳେଙ୍କାରୀରେ ବଡ଼ ଖୁଲାସା କଲେ କ୍ରାଇମବ୍ରାଞ୍ଚ ଡିଜି, ମାଷ୍ଟର ମାଇଣ୍ଡରେ ଜଣେ ମହିଳା

ଭୁବନେଶ୍ୱର,୧୭।୧୦: ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମବ୍ରାଞ୍ଚ ଡିଜି ବଡ଼ ଖୁଲାସା କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ଘଟଣାରେ ମୋଷ୍ଟ ୱାଣ୍ଟେଡ ଦଲାଲ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ ହୋଇଛନ୍ତି। ସୁକାନ୍ତ ମହାରଣା, ସୌମ୍ୟା…

ଓଡ଼ିଆ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା! ସ୍ବାମୀ ଘରେ ନ ଥିବା ବେଳେ…

ଭୁବନେଶ୍ୱର,୧୭।୧୦: ହାଇଦ୍ରାବାଦର କୋମପାଲିରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ ହୋଇଛି। ପୀଡିତା ଜଣଙ୍କ ଭୁବନେଶ୍ୱରର ଭରତପୁରର ବାସିନ୍ଦା ଅନିନ୍ଦିତା ମହନ୍ତ ଭାବରେ ଚିହ୍ନଟ କରାଯାଇଛି। ମିଳିଥିବାସୂଚନା ଅନୁଯାୟୀ, ପେଟବଶିରାବାଦରେ ଶିକ୍ଷୟିତ୍ରୀ ଭାବେ କାମ କରୁଥିଲେ ମୃତ ମହିଳ। ଖୋର୍ଦ୍ଧା…

ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ, ଗଡୁଛି ୩୮ ହଜାର ଲୋକଙ୍କ ସମସ୍ୟା

ଭୁବନେଶ୍ୱର,୧୭ା୧୦(ରବିନାରାୟଣ ଜେନା): ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ମନ୍ତ୍ରୀ ପରିଷଦ ସମସ୍ତ ଅବହେଳିତ ବର୍ଗଙ୍କୁ ଭେଟି ଗୁହାରି ଶୁଣୁଛନ୍ତି ଏବଂ…

SI ପରୀକ୍ଷା ଘୋଟାଲା: ମୋଷ୍ଟ ୱାଣ୍ଟେଡ୍‌ ଦଲାଲ ମୁନା ମହାନ୍ତି ଗିରଫ

ଭୁବନେଶ୍ୱର,୧୬ା୧୦: ପୋଲିସ୍ SI ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ଓରଫ୍ ରିଙ୍କୁ ସମେତ ମୋଟ ୩ ଜଣଙ୍କୁ ଗିରଫ କରାଯାଇ ବ୍ରହ୍ମପୁର…

ଉପନିର୍ବାଚନ ପୂର୍ବରୁ ନବୀନ ନେଲେ ବଡ଼ ନିଷ୍ପତ୍ତି: ଏହି ନେତାଙ୍କ ଉପରୁ…

ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ନିର୍ଦ୍ଦେଶ ହଟିଛି। ନୂଆପଡ଼ାର ବିଜେଡି ନେତା ଭାନୁପ୍ରତାପ ସିଂହ। ୮ ନମ୍ବର ଜିଲା ପରିଷଦ ଜୋନ୍‌ର ସଦସ୍ୟ ଅଛନ୍ତି ଭାନୁପ୍ରତାପ। ଅନ୍ୟପଟେ ନୂଆପଡ଼ା…

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବା ସାହୁ, ମନୋହର ରାନ୍ଧାରୀ, ପ୍ରଦିପ…

ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା, ଏହି ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧୬ା୧୦: ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ ମହାନ୍ତି, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?