ବଢ଼ିଲା ବନ୍ଧୁକ ଚିନ୍ତା, ୨ ଦିନିଆ ରିମାଣ୍ଡରେ ଆଶିଷ
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବନ୍ଧୁକରେ ରୋମାନ୍ସବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛି। ଏଯାଏ ବନ୍ଧୁକ ଜବତ କରିପାରିନି ପୋଲିସ। ମଙ୍ଗଳବାର ଆଶିଷ ଓ ସହଯୋଗୀ ରାଜେଶ...
କାନ ଧରି ପ୍ରତିବାଦ କଲେ ସିଟି ଓ ବିଏଡ୍ ଡିଗ୍ରୀଧାରୀ
ଭୁବନେଶ୍ୱର, ୧୩ା୨ (ବ୍ୟୁରୋ): ପାଠ ପଢ଼ି ଭଲ ମାର୍କରେ ପାସ କରିବା ପରେ ବି ମିଳୁନି ଚାକିରି। ଓଡ଼ିଶାରେ ଦିନକୁ ଦିନ ବେକାରି ସମସ୍ୟା ବୃଦ୍ଧି ପାଉଥିବାବେଳେ ବେକାର ସିଟି ଓ ବିଏଡ୍ ଡିଗ୍ରୀଧାରୀଙ୍କ ଧୈର୍ଯ୍ୟର ବନ୍ଧ ଭାଙ୍ଗିଛି। ବିନା...
ଟ୍ରାଫିକ୍ ଜାମ୍ରେ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତନାଘନା: ଟ୍ରାଫିକ ଡିସିପିଙ୍କୁ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଟ୍ରାଫିକ ଜାମ୍ରେ ଆମ୍ବୁଲାନ୍ସ ଫସିଯିବାରୁ ମେଡିକାଲ ଯାଉଥିବା ଜଣେ ୫ବର୍ଷର ଶିଶୁ ନୀଲ୍ ନୀତୀଶ ନାୟକଙ୍କ ଜୀବନ ଚାଲିଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ରାଜଧାନୀରେ ଘଟିଥିବା ଏହି ହୃଦୟବିଦାରକ ଘଟଣାକୁ ନେଇ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ଶିଶୁ ସୁରକ୍ଷା...
ହ୍ବାଇଟ ଟପିଂ ଟେକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ
ଭୁବନେଶ୍ୱର,୧୩ା୨: ରାସ୍ତାର ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଲ ଯୋଗୁ ଲୋକମାନଙ୍କୁ ଅନେକ ଅସୁବିଧା ସାମ୍ନା କରିବାକୁ ପଡୁଛି। ରାସ୍ତା ଭିତ୍ତିଭୂମି ବିଗିଡିବା ଏବଂ ଗାଡି ସଂଖ୍ୟା ବୃଦ୍ଧି ଫଳରେ ଲୋକଙ୍କ ଜୀବନ ଶୈଳୀ ଉପରେ ନକରାତ୍ମକ ପ୍ରଭାବ ଏବଂ ଦୁର୍ଘଟଣାମାନ...
ଠିକାଦାରଙ୍କୁ ବିଏମ୍ସିର ସ୍ବଚ୍ଛତା, ସମୃଦ୍ଧି ମନ୍ତ୍ର
ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ବୁଧବାର ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ସମ୍ପୃକ୍ତ ୫୦ଜଣ ଠିକାଦାରଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର ପ୍ରଶାସନ ନିର୍ଦ୍ଦେଶକ ତଥା ବିଏମ୍ସିର ମୁଖ୍ୟ ପ୍ରଶାସକ ସଂଗ୍ରାମ୍ଜିତ୍ ନାୟକ ଅଧ୍ୟକ୍ଷତା...
ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ବିଭିନ୍ନ ଜିଲାରେ ଥିବା ସଂଖ୍ୟାଲଘୁ ଧର୍ମାନୁଷ୍ଠାନଗୁଡ଼ିକର ବିକାଶ ନିମନ୍ତେ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ଏହି ଅର୍ଥ ଯୋଗାଇ ଦିଆଯିବ। ଘୋଷଣାନୁଯାୟୀ ସତ୍ୟନଗର ଯିଶୁଖ୍ରୀଷ୍ଟ ଏବଂ...
ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱରରେ ଡ୍ରେନେଜ ବ୍ୟବସ୍ଥା ବ୍ୟବସ୍ଥିତ କରିବାକୁ ବୁଧବାର ଚିଠି ଲେଖି ସେ ଅନୁରୋଧ କରିଛନ୍ତି। ବିଭିନ୍ନ ସ୍ଥାନରେ ଜମୁଥିବା ପାଣିର ନିଷ୍କାସନ ବ୍ୟବସ୍ଥା ସେଥିରେ ଉଲ୍ଲେଖ ଥିବା...
ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ ରାଜ୍ୟର ଦ୍ୱିତୀୟ ଧନୀ ମନ୍ତ୍ରୀ ପାଲଟିଛନ୍ତି। ଏ ସବୁ ମଧ୍ୟରେ ତାଙ୍କ...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ
ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସାକ୍ଷାତ୍ ପରେ ପ୍ରତିକ୍ରିୟା ଦେଇ...
‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ବିଭାଗକୁ ବିଧିବଦ୍ଧ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ...
ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୨।୨(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜର ଦର ବୃଦ୍ଧି ଦୁଇ ତିନି ମାସ ଧରି ସାଧାରଣ ଖାଉଟିଙ୍କୁ ହନ୍ତସନ୍ତ କରିବା ପରେ ଏବେ ବଜାରରେ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ପିଆଜ କିଲୋ ହୋଲସେଲ ବଜାରରେ ୨୫ ଟଙ୍କା ଥିବାବେଳେ ଖୁଚୁରା ବଜାରରେ...
ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶ
ଭୁବନେଶ୍ୱର, ୧୨।୨(ବ୍ୟୁରୋ):ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ମଙ୍ଗଳବାର ଜେଲ ଯିବାକୁ ପଡ଼ିଛି। ତାଙ୍କୁ ଗିରଫ ପରେ ଇନ୍ଫୋସିଟି ଥାନା ପୋଲିସ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ ଚାଲାଣ...
Archives


