ମେଟ୍ରୋ

ରେଳ ବଜେଟ ହ୍ରାସ ନେଇ ଆଜି ରେଳମନ୍ତ୍ରୀଙ୍କୁ ଭେଟିବ କମିଟି

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍‌ ହୋଇଥିବାରୁ ବିଧାନସଭାର ରେଲଓ୍ବେ ଗୃହ କମିଟି ଉଦ୍‌ବେଗ ପ୍ରକାଶ...

ଦ୍ୱିତୀୟ ବିମ୍‌ଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଭୁବନେଶ୍ୱର ଓ ପୁରୀଠାରେ ଦ୍ୱିତୀୟ ବିମଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରଠାରେ ଉଦ୍‌ଘାଟନ କରିବେ। ସେହିପରି ପୁରୀର କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ...

ଗୋଆ ଫାର୍ମକୁ ମିଳିଲା ନାଡିଡିିହି ଖଣି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଗୋଆସ୍ଥିତ ସୋସିଇଦାଦେ ଡି ଫୋମେଣ୍ଟୋ ଇଣ୍ଟଷ୍ଟ୍ରିଆଲ ପ୍ରାଇଭେଟ ଲିମିଟେଡ ନାଡିଡିିହି ଲୁହାପଥର ଏବଂ ମାଙ୍ଗାନିଜ ଖଣି ନିଲାମ ନେବାରେ ସଫଳ ହୋଇଛି। ରବିବାର ବିଳମ୍ବିତ ରାତିରେ ହୋଇଥିବା ନିଲାମ ପ୍ରକ୍ରିୟାରେ ଉକ୍ତ କମ୍ପାନୀ ସମେତ ୧୦ ଜଣ...

୮ ବରିଷ୍ଠ ଓଏଏସ୍‌ଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):: ରାଜ୍ୟ ସରକାରଙ୍କ ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଆଇଏଏସ୍‌ ଅଫିସର ପାହ୍ୟା ପଦୋନ୍ନତିକୁ କେନ୍ଦ୍ର ସରକାର ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ କାର୍ମିକ ମନ୍ତ୍ରଣାଳୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...

ଅଭିନେତା ଅର୍ଦ୍ଧେନ୍ଦୁଙ୍କୁ ବିବାହ କରିବେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅର୍ଦ୍ଧେନ୍ଦୁ ସୁନ୍ଦର ସାହୁଙ୍କୁ ବିବାହ କରିବେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ଫେବୃୟାରୀ ୨୬ରେ ବରମୁଣ୍ଡାଠାରେ ଥିବା ବିଜୁ ପଟ୍ଟନାୟକ ଖେଳ ପଡିଆରେ ଏହି ବିବାହ ଉତ୍ସବର ଆୟୋଜନ କରାଯିବ। ଏହାପରେ ୨୮...

ବିପର୍ଯ୍ୟୟ ମୁକାବିଲା: ଓଡ଼ିଶାକୁ ମିଳିବ ୨୧ ଶହ କୋଟି

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ରାଜ୍ୟକୁ ୨୦୨୦-୨୧ ଆର୍ଥ୍‌ତ୍କବର୍ଷ ପାଇଁ ୨୧ ଶହ କୋଟି ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ସେଥିରୁ ୪୦ ପ୍ରତିଶତ ଅର୍ଥ ରିଲିଫ ଓ ଉଦ୍ଧାର ପାଇଁ...

ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର ଅନ୍ୟ ଏକ ଅଂଶରେ ପଶିଯାଇଥିଲା। ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ...

ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨  (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ...

ପ୍ରେମ ଦିବସ ପୂର୍ବରୁ ଫୁଟିଲା ଗୁଳି: ପ୍ରଥମ ପ୍ରେମିକ କଲେ ଗୁଳିମାଡ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପ୍ରେମ ଦିବସ ପୂର୍ବରୁ ରାଜଧାନୀରେ ଫୁଟିଛି ଗୁଳି। ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ନିକଟରେ ଏକ ଗୁଳିମାଡ ହୋଇଛି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଯୁବତୀ ଜଣଙ୍କ ଶିକ୍ଷାନୁଷ୍ଠାନ...

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ...

ବସ୍‌ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଶକ୍ତି ବିଭାଗର...

‘ବିଷ ଖାଇବାନି କି ଖୁଆଇବାନି’

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଆବଶ୍ୟକ। କିନ୍ତୁ ଆଜିକାଲି ସ୍ବାସ୍ଥ୍ୟକର ଖାଦ୍ୟ ପାଇବା ସହଜ ନୁହେଁ। ବଜାରରେ ମିଳୁଥିବା ପ୍ରତ୍ୟେକ ଖାଦ୍ୟଦ୍ରବ୍ୟରେ ରାସାୟନିକ ସାରର ବ୍ୟବହାର କରାଯାଉଛି, ଯାହା ସ୍ବାସ୍ଥ୍ୟ ପ୍ରତି ହାନିକାର ହେଉଛି। ତେଣୁ ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri