ମନୋଜ ଦାସଙ୍କୁ କଳିଙ୍ଗ ସାହିତ୍ୟ ସମ୍ମାନ
ଭୁବନେଶ୍ୱର, ୯ା୨(ବ୍ୟୁରୋ): ମିଷ୍ଟିକ୍ କଳିଙ୍ଗ ସାହିତ୍ୟ ମହୋତ୍ସବର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଉଦ୍ଘାଟିତ ହୋଇଛି। ଦୁଇଦିନ ଧରି ହେବାକୁ ଥିବା ଏହି ମହୋତ୍ସବର ପ୍ରଥମ ଦିବସରେ କଥାକାର ତଥା ବିଶିଷ୍ଟ ସାହିତ୍ୟ ଲେଖକ ମନୋଜ ଦାସ...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ
ଭୁବନେଶ୍ୱର,୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଜଣାଶୁଣା ଶିଳ୍ପପତି ଗୌତମ ଆଦାନୀ ନବୀନ ନିବାସରେ ଭେଟିଛନ୍ତି। ଏହି ବୈଠକରେ ଆଦାନୀ ଗ୍ରୁପ୍ର ରାଜ୍ୟରେ ପୁଞ୍ଜିନିବେଶ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟରେ ଲଜିଷ୍ଟିକ୍, ଶିଳ୍ପଭିତ୍ତିକ ପାର୍କ, ନୂତନ ବୈଷୟିକ ବିଦ୍ୟା...
ମହିଳାଙ୍କୁ ବଳାତ୍କାର କରି ଓଏସ୍ଏପି ସିପାହି ଗିରଫ: ପୂର୍ବରୁ ମଧ୍ୟ ଗିରଫ ସହ ନିଲମ୍ବିତ ହୋଇଥିଲେ
ଭୁବନେଶ୍ୱର, ୯ା୨(ବ୍ୟୁରୋ): ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଶନିବାର ଆଉଜଣେ ପୋଲିସ କର୍ମଚାରୀକୁ ଗିରଫ କରିଛି। ସେ ହେଲେ କୋରାପୁଟସ୍ଥିତ ତୃତୀୟ ଓଏସ୍ଏପି ବାଟାଲିୟନର ସିପାହି ରାଜକିଶୋର ଭୋଇ (୨୯)। ତାଙ୍କ ଘର ବଲାଙ୍ଗୀର ଜିଲା...
ଗଣତନ୍ତ୍ର ପ୍ରତିଷ୍ଠାରେ ପବିତ୍ର ମୋହନଙ୍କ ପ୍ରମୁଖ ଯୋଗଦାନ ଥିଲା
ଭୁବନେଶ୍ୱର, ୯ା୨(ବ୍ୟୁରୋ): ବର୍ତ୍ତମାନ ଭାରତବର୍ଷ ଯେଉଁ ଗଣତନ୍ତ୍ରକୁ ଆଧାର କରି ଗର୍ବିତ ଓ ପରିଚାଳିତ, ସ୍ବାଧୀନତା ପୂର୍ବରୁ ଏହା ସମଗ୍ର ଭାରତବାସୀଙ୍କ ପାଇଁ ଏକ ପ୍ରକାର ସ୍ବପ୍ନ ଥିଲା। ବ୍ରିଟିଶ୍ ଶାସନର ଆଧିପତ୍ୟରେ ରାଜତନ୍ତ୍ର ଓ ଜମିଦାରି ଶୋଷଣ ଓଡ଼ିଶାବାସୀଙ୍କୁ...
ଖଣ୍ଡଗିରି ଯାତ୍ରା: ନଗ୍ନନୃତ୍ୟ ବିରୋଧରେ ତେଜିଲା ସ୍ବର; ଥାନାରେ ଅଭିଯୋଗ କଲା ଓଡ଼ିଶା ନାରୀ ସଚେତନ ମଞ୍ଚ
ଭୁବନେଶ୍ୱର, ୯ା୨(ବ୍ୟୁରେ): ଖଣ୍ଡଗିରି ଯାତ୍ରାରେ ନଗ୍ନନୃତ୍ୟ ପ୍ରଦର୍ଶନକୁ ଓଡ଼ିଶା ନାରୀ ସଚେତନ ମଞ୍ଚ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ମଞ୍ଚ ସଭାପତି ଡଲି ରଥଙ୍କ ନେତୃତ୍ୱରେ ଏକ ଦଳ ପୋଲିସ କମିଶନର(ସିପି) ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଦାବିପତ୍ର ଦେବାକୁ ଯାଇଥିଲେ। ସିପି...
୧୩ ତାରିଖ ଅପରାହ୍ନରେ ସାମାଜିକ ଗଣମାଧ୍ୟମରେ ଉତ୍ତର ରଖିବେ ସମବାୟ ମନ୍ତ୍ରୀ
ଭୁବନେଶ୍ୱର,୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚଳିତ ମାସ ୧୩ ତାରିଖ(ଗୁରୁବାର) ଅପରାହ୍ନ ୪ଟାରେ ସାମାଜିକ ଗଣମାଧ୍ୟମରେ ଲାଇଭ୍ (ସିଧାପ୍ରସାରଣ)ରେ ଆସିବେ। ବିଭାଗ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର...
ଜାତିଭିତ୍ତିକ ଜନଗଣନାକୁ ଅଠାଓ୍ବଲେଙ୍କ ସମର୍ଥନ: ଏସ୍ସି/ଏସ୍ଟିଙ୍କ ବିରୋଧରେ ହେଉଥିବା ନିର୍ଯାତନାକୁ ନେଇ ଉଦ୍ବେଗ
ଭୁବନେଶ୍ୱର,୯ା୨(ବ୍ୟୁରୋ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ନିର୍ଯାତନା ନିବାରଣ ଆଇନ ୧୯୮୯କୁ କଡ଼ାକଡ଼ି ଲାଗୁ କରାଗଲେ ଦଳିତମାନଙ୍କ ଉପରେ ହେଉଥିବା ଅତ୍ୟାଚାର କମିବ। ଓଡ଼ିଶାରେ ୨୦୧୮ରେ ୨୩୨୦ ଓ ୨୦୧୯ ବର୍ଷରେ ୨୪୬୯ଟି ଦଳିତ ନିର୍ଯାତନା ମାମଲା...
ପଟ୍ଟନାୟକ ମିନେରାଲ୍ସକୁ ମିଳିଲା ମହୁଲଶୁଖା ଖଣି
ଭୁବନେଶ୍ୱର,୯ା୨(ବ୍ୟୁରୋ): ସୁନ୍ଦରଗଡ ଜିଲା ଲହୁଣୀପଡା ତହସିଲ ଅନ୍ତର୍ଗତ ରଣ୍ଡା,ରନ୍ଥା ଏବଂ ଭୁତୁଡାରେ ଥିବା ଲୁହାପଥର ଏବଂ ମାଙ୍ଗାନିଜ୍ ଖଣିକୁ ପଟ୍ଟନାୟକ ମିନେରାଲ୍ସ ହାତେଇଛି। ଶନିବାର ହୋଇଥିବା ନିଲାମୀ ପ୍ରକ୍ରିୟାରେ ଏହି କମ୍ପାନୀ ଖଣିଜ ବିକ୍ରି ମୂଲ୍ୟର ୯୨.୭ପ୍ରତିଶତର ପ୍ରିମିୟମ୍ ବଦଳରେ...
ଆଉ ୨୪ ଘଣ୍ଟା ବର୍ଷା: ୧୦ରୁ ବଢ଼ିବ ଶୀତ
ଭୁବନେଶ୍ୱର, ୯ା୨ (ବ୍ୟୁରୋ): କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେହ ମୁଣ୍ଡ ଥରେଇ ଦେଉଛି। ଦିନରେ ମଧ୍ୟ ଶୀତରୁ ତ୍ରାହି ମିଳୁ ନାହିଁ। ବର୍ଷା ସହିତ ଥଣ୍ଡା ପବନ ବାଜିବା ମାତ୍ରେ ଦେହ ମୁଣ୍ଡ କାଲୁଆ ହୋଇଯାଉଛି। ଉପକୂଳ...
ସ୍ମିତାରାଣୀ ପ୍ରସଙ୍ଗରେ ଯାହା ଯୁକ୍ତିଯୁକ୍ତ ତାହା କରାଯିବ: ମନ୍ତ୍ରୀ
ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)୍ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାର ଏକମାତ୍ର ମୂକସାକ୍ଷୀ ବିବାଦୀୟ ଅତିଥି ଭବନ ଭଙ୍ଗାଯିବା ପରେ ରାଜନୈତିକ ଉଷ୍ମତା ପରିଲକ୍ଷିତ ହୋଇଛି। ଘଟଣାରେ ଜାଣିଶୁଣି ତଥ୍ୟ ନଷ୍ଟ କରିବାକୁ...
କୋହଲା ପାଗକୁ ବର୍ଷା: କଲବଲ ଜନଜୀବନ
ଭୁବନେଶ୍ୱର,୮ା୨(ବ୍ୟୁରୋ): ରାଜ୍ୟରେ ହଠାତ୍ ପାଗରେ ପରିବର୍ତ୍ତନ ଘଟିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷା ସହ କୋହଲା ପବନ ବୋହୁଥିବା ଦେଖିବାକୁ ମିଳୁଛି।...
ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: କ୍ଷେତ୍ର ପରିଦର୍ଶନ ଶେଷ କଲା ଏଏଆଇ
ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦର ଲିଙ୍କ୍ ବିଲ୍ଡିଂ ଛାତ ଭୁଶୁଡ଼ିବା ଘଟଣାରେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (ଏଏଆଇ) କ୍ଷେତ୍ର ପରିଦର୍ଶନ ଶେଷ କରିଛି। ଏଏଆଇ ଟେକ୍ନିକାଲ କମିଟି ସଦସ୍ୟ କ୍ଷେତ୍ର ପରିଦର୍ଶନ କରିଛନ୍ତି। ତେବେ କମିଟିର ରିପୋର୍ଟ ଆଧାରରେ ପରବର୍ତ୍ତୀ...
Archives


