ମେଟ୍ରୋ

ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍‌ ଡେଲିଭରି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ…

‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ ହୋଇଛି।…

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମର ୪୧, ବାଲେଶ୍ୱରର…

୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ…

ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ ମଦ…

‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି।…

‘ରେନ୍‌ ଦ କ୍ଲବ୍‌’ ବାର୍‌ରେ ଚଢ଼ାଉ: ବିପୁଳ ପରିମାଣର ମଦ ଜବତ; ଚାଲିଥିଲା ବେଆଇନ୍‌ ବିକ୍ରି

କଟକ ରୋଡ,୨୩।୫(ଡି.ଏନ୍‌.ଏ.): କୋଭିଡ-୧୯ ପାଇଁ ରାଜ୍ୟରେ ମଦ ବିକ୍ରି ବନ୍ଦ ରହିଛି। ଏଭଳି ସ୍ଥିତିରେ ଗତ ପ୍ରାୟ ଦୁଇମାସ ଧରି ମଦ ଦୋକାନ ଓ ବାର୍‌ରେ ମଦ ବିକ୍ରି ବନ୍ଦ ରହିଛି। ହେଲେ ବିଭିନ୍ନ ସ୍ଥାନରେ ବେଆଇନ ଭାବେ ମଦ ବିକ୍ରି…

ବାତ୍ୟା ‘ଅମ୍ଫନ୍‌’ରେ ୧୫୧ କିମି ରାସ୍ତା ନଷ୍ଟ: ତୁରନ୍ତ ମରାମତି ପାଇଁ ଆବଶ୍ୟକ ୩ କୋଟି ୮୮ ଲକ୍ଷ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ଓ ବର୍ଷା ଯୋଗୁ ହୋଇଥିବା ରାସ୍ତା କ୍ଷୟକ୍ଷତି ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ୧୫୧ କିମି ରାସ୍ତା ନଷ୍ଟ ହୋଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ଯୁଗ୍ନ ସଚିବଙ୍କୁ ସର୍ବୋଚ୍ଚ ଯନ୍ତ୍ରୀ…

CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ହୋଇଛି।…

ଟୁଇଟ୍‌ କରି ସହଯୋଗର ହାତ ବଢ଼ାଇଲେ ୩ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପ୍ରକୋପରୁ ଓଡ଼ିଶା ବର୍ତ୍ତି ଯାଇଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ସମୀକ୍ଷା ଲାଗି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ଫେରିଛନ୍ତି। ଅନ୍ୟପଟେ ବାତ୍ୟା ପରବର୍ତ୍ତୀ ସମୟରେ ବିଭିନ୍ନ…

ବିମାନ, ରେଳ ଟିକେଟ ବୁକିଂ ଆରମ୍ଭ

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): ବିମାନରେ ଘରୋଇ ଉଡ଼ାଣ ସହ ରେଳରେ ଯାତାୟତ କରିବା ପାଇଁ ଟିକେଟ ବୁକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ପୂର୍ବତଟ ରେଳପଥ ପକ୍ଷରୁ ଟିକେଟ୍‌ ବୁକିଂ ଆରମ୍ଭ କରାଯାଇଥିବାବେଳେ ମଧ୍ୟାହ୍ନ ୧୨ଟା ୩୦ରୁ ଏୟାର ଇଣ୍ଡିଆ ପକ୍ଷରୁ…

ବିଦ୍ୟୁତ୍‌ କର୍ମଚାରୀଙ୍କ ବାତ୍ୟା ମୁକାବିଲାକୁ ମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୩ା୫ (ବ୍ୟୁରୋ): ବାତ୍ୟା ‘ଅମ୍ଫନ’ରେ କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବା ପାଇଁ ଯେଉଁ କର୍ମଚାରୀମାନେ ଦିନରାତି ଅବିରତ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଭୂୟସୀ ପ୍ରଶଂସା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ମନ୍ତ୍ରୀ କହିଛନ୍ତି, ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?