ମେଟ୍ରୋ

ଅନ୍‌ଲାଇନ ମଦବିକ୍ରି ଆଳରେ ୨.୪୦ଲକ୍ଷ ସାଇବର ଠକେଇ

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀ ମୁକାବିଲା ନେଇ ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଲକ୍‌ଡାଉନ୍‌ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ମଦଦୋକନ ବନ୍ଦ ରହିଥିବାବେଳେ ଅନ୍‌ଲାଇନ୍‌ ମଦ ବିକ୍ରି ଆଳରେ ମାତିଛନ୍ତି ସାଇବର ଠକ। ଅନ୍‌ଲାଇନ…

‘ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ ଦିଅ’

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା, ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବା, ଅଧିକରୁ ଅଧିକ ଟେଷ୍ଟ କରାଇବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ହେଲେ ବର୍ତ୍ତମାନ କେନ୍ଦ୍ର ତଥା ରାଜ୍ୟ ସରକାର ଦିନ ମଜୁରିଆ ଓ ଅନ୍ୟ ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ…

କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛି। ବିମାନରେ ମୋଟ୍‌ ୧୩୯ ଜଣ ଯାତ୍ରୀ…

ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ ମୁଖ୍ୟମନ୍ତ୍ରୀ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳ…

ମମତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ: ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍‌ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଏପରି ସଙ୍କଟ ସମୟରେ ପଶ୍ଚିମବଙ୍ଗ ସହ ଓଡ଼ିଶାର ସମ୍ପୂର୍ଣ୍ଣ ସହଯୋଗ ରହିଛି ବୋଲି କହିଛନ୍ତି। ଏଥିସହ…

ଆଜି ସାବିତ୍ରୀ ବ୍ରତ: ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ମହିଳାଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଏହି ବ୍ରତ ପାଳନ କରିଛନ୍ତି। ପରାମ୍ପରା ମୁତାବକ ମହିଳାମାନେ ନୂଆ ଶାଢ଼ି, ଚୁଡ଼ି, ଫଳମୂଳ ପୂଜା ସାମଗ୍ରୀ ଧରି ମନ୍ଦିରକୁ ପୂଜା କରିବାକୁ ଯାଇଥାନ୍ତି। ମାତ୍ର ଚଳିତବର୍ଷ…

CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬,…

ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ବିଶେଷକରି ଗ୍ରାମାଞ୍ଚଳରେ କ୍ବାରାଣ୍ଟାଇନ୍‌ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ…

କରୋନା ମୁକାବିଲା: ଖରିଫ୍‌ ଋଣ ପରିମାଣ ବୃଦ୍ଧି

ଭୁବନେଶ୍ୱର,୨୨। ୫ (ବ୍ୟୁରୋ): ରାଜ୍ୟ ସରକାର କୋଭିଡ୍‌-୧୯ର ମୁକାବିଲା ପାଇଁ ଜୋର୍‌ଦାର ପ୍ରୟାସ ଚଳାଇଛନ୍ତି। ବିଶେଷକରି ରାଜ୍ୟର ଚାଷୀଙ୍କୁ ଅଣ୍ଟା ସଳଖିବା ପାଇଁ ସରକାର ଖରିଫ୍‌ ଋଣର ପରିମାଣକୁ ବୃଦ୍ଧି କରିଛନ୍ତି। ପୂର୍ବ ଯୋଜନାରେ ଧାର୍ଯ୍ୟ ହୋଇଥିବା ୭୫୦୦ କୋଟିର ଋଣ…

୧୨ ଯୋଡ଼ା ଟ୍ରେନ୍‌ ଚଲାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଜୁନ୍‌ ପହିଲାରୁ ଟ୍ରେନ୍‌ ଚଳାଚଳ ପାଇଁ ଅନୁମତି ମିଳିଥିବାବେଳେ ପୂର୍ବତଟ ରେଳପଥ ମୋଟ ୧୨ ଯୋଡ଼ା ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ନେଇଛି। ଏଥିଲାଗି ଟ୍ରେନ୍‌ଗୁଡ଼ିକର ତାଲିକା ପ୍ରକାଶ ପାଇଛି। ଏହି ସ୍ବତନ୍ତ୍ର ଟ୍ରେନ୍‌ ମଧ୍ୟରେ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌, ଭୁବନେଶ୍ୱର-ହାଓଡା…

ଆରମ୍ଭ ହେଲା ଟ୍ରେନ୍‌ ଟିକେଟ୍‌ ବୁକିଂ: ପ୍ରଥମ ଦିନରେ ୪ ଲକ୍ଷ ୨୩ ହଜାର ୫୫୦ ସିଟ୍‌ ବୁକ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆସନ୍ତା ଜୁନ୍‌ ପହିଲାରୁ ଟ୍ରେନ୍‌ ସେବା ଆରମ୍ଭ ହେବ। ଏଥିପାଇଁ ଗୁରୁବାରଠାରୁ ୨ଶହ ଟ୍ରେନ୍‌ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬୧ଟି ଟ୍ରେନ୍‌ରେ ୪ ଲକ୍ଷ ୨୩ ହଜାର ୫୫୦ ସିଟ୍‌ ପାଇଁ ବୁକିଂ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?