‘ଓଡ଼ିଶା ସ୍କିଲ୍ସ-୨୦୨୦’ ଉଦ୍ଘାଟିତ
ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଦକ୍ଷତା ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ-୨୦୨୦ର ଦ୍ୱିତୀୟ ସଂସ୍କରଣ ଶୁକ୍ରବାର କୃଷି ଭବନଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ...
ଜାତୀୟ ପୁରସ୍କାର ପାଇବାରେ ରେକର୍ଡ କରିଛନ୍ତି ଓଡ଼ିଶା ଶିଳ୍ପୀ
ଭୁବନେଶ୍ୱର, ୮ା୨(ବ୍ୟୁରୋ): ହସ୍ତଶିଳ୍ପ, ବୟନ ଓ ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଶୁକ୍ରବାର ଜନତା ମଇଦାନଠାରେ ଉଦ୍ଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦର୍ଶନୀକୁ ଉଦ୍ଘାଟନ କରି...
କଳା, କଳାକାରଙ୍କ ଭୂମି ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୨(ବ୍ୟୁରୋ): ଯୁଗ ଯୁଗ ଧରି ଓଡ଼ିଶା ନିଜର ଉତ୍କୃଷ୍ଟ କଳାକୁ ବିଶ୍ୱ ଦରବାରରେ ପ୍ରଦର୍ଶିତ କରିଆସିଛି। ବୌଦ୍ଧ ଯୁଗର କଳା ଐତିହ୍ୟ ଏବେ ବି ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଶୋଭାପାଉଛି। ଐତିହାସିକ, ରାଜନୈତିକ, ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ଆନ୍ଦୋଳନ ମାଧ୍ୟମରେ...
ବିଏମ୍ସିର ମଣ୍ଡପ ସିଲ୍ ପ୍ରକ୍ରିୟା ବନ୍ଦ ହୋଇଯିବ
ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପକୁ ବିଏମ୍ସିି ପକ୍ଷରୁ ଜାରି ରହିଥିବା ସିଲ୍ ପ୍ର୍ରକ୍ରିୟା ଶୁକ୍ରବାର...
ହୋଲ୍ଡିଂ ଟିକସ ଆଦାୟର ଶୁଭାରମ୍ଭ କଲେ କିନ୍ନର
ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବକେୟା ହୋଲ୍ଡିଂ ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ବୀକୃତି ଏସ୍ଏଚ୍ଜି ଗ୍ରୁପ୍କୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା। ଶୁକ୍ରବାର କିନ୍ନର କର୍ମଚାରୀମାନେ କର୍ମକ୍ଷେତ୍ରକୁ ଓହ୍ଲାଇବା ସହ...
ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସମନ୍ବୟ ବୈଠକ
ପୁରୁଣା ଭୁବନେଶ୍ୱର, ୮ା୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ପାଳନ ଆସନ୍ତା ୨୧ ତାରିଖରେ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଶୁକ୍ରବାର ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ...
ହଜିଯାଇଥିବା ଭ୍ୟାନିଟି ଫେରିପାଇଲେ ମହିଳା
ଭୁବନେଶ୍ୱର, ୮ା୨(ବ୍ୟୁରୋ): ଶହୀନଗର ହାଟରେ ହଜିଯାଇଥିବା ଭ୍ୟାନିଟି ବ୍ୟାଗକୁ ଶୁକ୍ରବାର ଫେରିପାଇଛନ୍ତି ସ୍ମୃତିରେଖା ମହାପାତ୍ର ନାମ୍ନୀ ଜଣେ ମହିଳା। ସେଥିରେ ନଗଦ ୮ ହଜାର ଟଙ୍କା, ୧୫ ହଜାର ଟଙ୍କାର ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ଓ ଜରୁରୀ କାଗଜପତ୍ର ଥିଲା। ଭ୍ୟାନିଟି...
୧୦ରୁ ରଙ୍ଗସାଇଡ୍ ଯାଞ୍ଚ କଡ଼ାକଡ଼ି
ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜଧାନୀରେ ରଙ୍ଗ୍ସାଇଡ୍ରେ ଡ୍ରାଇଭିଂ କରୁଥିବା ଗାଡ଼ି ଚାଳକଙ୍କ ସଂଖ୍ୟା ବଢୁଛି। ତେଣୁ କମିଶନରେଟ ପୋଲିସ ଏହା ଉପରେ ରୋକ୍ ଲଗାଇବା ପାଇଁ ପଦେକ୍ଷପ ନେଇଛି। ଗୁରୁବାର ପ୍ରଥମେ ଦିନରେ ରାଜଧାନୀର ୯ଟି ସ୍ଥାନରେ ଯାଞ୍ଚ କରାଯାଇ ୮୦...
ବିନା ଅନୁମତିରେ ଚାଲିଛି ଶତାଧିକ ବିଦ୍ୟାଳୟ
ଭୁବନେଶ୍ୱର, ୮ା୨(ବ୍ୟୁରୋ): ଅର୍ଗାନାଇଜେଶନ୍ ଅଫ୍ ପ୍ୟାରେଣ୍ଟ ଆସୋସିଏଶନ୍ ଫୋରମ୍ (ଓପାଫ୍) ତରଫରୁ ଘରୋଇ ବିଦ୍ୟାଳୟଗୁଡ଼ିକରେ ମନମୁଖି କାର୍ଯ୍ୟକଳାପ, ଗଣଶିକ୍ଷା ବିଭାଗର ନୀରବତା ଓ ସିବିଏସ୍ଇର ସ୍ଥାଣୁତା ଉପରେ ଏକ ଖବରଦାତା ସମ୍ମିଳନୀରେ ଉଦ୍ବେଗ ପ୍ରକାଶ କରାଯାଇଛି। କର୍ମଚାରୀ ଭବନରେ ଅନୁଷ୍ଠିତ...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ
ଭୁବନେଶ୍ୱର,୮ା୨(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ଡିଫେନ୍ସ କଲେଜର ଏକ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏୟାରଚିଫ୍ ମାର୍ଶଲ ବି.ଭି ଉପାଧ୍ୟାୟଙ୍କ ନେତୃତ୍ୱରେ ଲୋକସେବା ଭବନରେ ଡିଫେନ୍ସ କଲେଜର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଓ...
ଭଲ କାମ ପାଇଁ ପୁରସ୍କୃତ ହେଲେ ୭ ଆମ୍ବୁଲାନ୍ସ କର୍ମଚାରୀ
ଭୁବନେଶ୍ୱର,୮ା୨(ବ୍ୟୁରୋ): ଆମ୍ବୁଲାନ୍ସ ସେବା ୧୦୮ ଏବଂ ୧୦୨ ପରିଚାଳନା କରୁଥିବା ଜିକିତ୍ସା ହେଲଥ୍କେୟାର ପକ୍ଷରୁ ଓଡ଼ିଶା ସ୍କଲାରଶିପ୍ ପ୍ରୋଗ୍ରାମ-୨୦୨୦ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ପାଇଁ...
ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ
ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ ଘେରକୁ ଆସିଛନ୍ତି ଆଉ ଜଣେ ଅଭିନେତ୍ରୀ। ଅନ୍ୟପକ୍ଷରେ ଏହି ଘଟଣାକୁ କଳିଙ୍ଗ ସେନା...
Archives


