ମେଟ୍ରୋ

ବିମାନ ଯାତ୍ରା ପାଇଁ ଏସ୍‌ଓପି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦେଶରେ ଘରୋଇ ବିମାନ ସେବା ଆସନ୍ତା ୨୫ ତାରିଖରୁ ଆରମ୍ଭ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ଗୁରୁବାର ଏନେଇ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର୍‌(ଏସ୍‌ଓପି) ଜାରି କରାଯାଇଛି। କରୋନା ସଂକ୍ରମଣ ବ୍ୟାପିବାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ…

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ୍‌ ଦୁର୍ବଳ ହେବା ପରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ହୋଇଛି। ସବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ…

୨୧ଦିନରେ ୭ ଗୁଣ ବଢ଼ିଗଲେ ଆକ୍ରାନ୍ତ

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ଠାରୁ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ବିଶେଷକରି ମେ’ ମାସରେ ସ୍ଥିତି ଅଧିକ ବିଗିଡିବାରେ ଲାଗିଛି। ୨୧ଦିନ ମଧ୍ୟରେ ୭ଗୁଣ ଆକ୍ରାନ୍ତ ବଢ଼ିଛନ୍ତି। ଏପ୍ରିଲ ୩୦ରେ ରାଜ୍ୟରେ ୧୪୩ଜଣ ଆକ୍ରାନ୍ତ…

ଅମ୍ଫନ୍‌ରେ ୪୫ ଲକ୍ଷ ଲୋକ ପ୍ରଭାବିତ: ଏନ୍‌ସିଏମ୍‌ସିକୁ ସୂଚନା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ରେ ରାଜ୍ୟର ୧୫୦୦ ପଞ୍ଚାୟତର ୪୪.୮୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବାତ୍ୟା ପ୍ରଭାବରେ ପ୍ରାୟ ୧ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଭିଡିଓ କନ୍‌ଫରେନ୍ସରେ…

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିବେ। ଏଥିସହ ରିଲିଫ ଏବଂ ଥଇଥାନ କାର୍ଯ୍ୟ ପ୍ରସଙ୍ଗରେ ସମୀକ୍ଷା କରିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଗୁରୁବାର ରାତିରେ…

କାଲି ଆସିବେ ପ୍ରଧାନମନ୍ତ୍ରୀ ମୋଦି: ଆକାଶ ମାର୍ଗରୁ ଓଡିଶା, ପଶ୍ଚିମବଙ୍ଗର ବାତ୍ୟା ସ୍ଥିତି ପରଖିବେ

ଭୁବନେଶ୍ୱର, ୨୧।୫(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡିଶା ଗସ୍ତରେ ଆସିବେ ବୋଲି ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଳମ୍ବିତ ରାତିରେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ପିଏମ୍‌ଓ ପକ୍ଷରୁ ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି ଯେ, ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ…

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ ମୁକାବିଲା କରିଛି। ରାଜ୍ୟବାସୀଙ୍କ ସହ ମୋର ସମବେଦନା ରହିଛି। କ୍ଷତିଗ୍ରସ୍ତଙ୍କୁ ସମସ୍ତ ସହଯୋଗ…

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ବାତ୍ୟା ଅମ୍ଫନ…

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଥମେ କରୋନା କଟକଣା ଉପରେ ଅମ୍ଫନ ଯୋଗୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ସ୍ଥଗିତ କରାଯାଇଥିଲା। ହେଲେ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ। ଗୁରୁବାର ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ…

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛିି। ତେବେ ଏହାକୁ ମିଶାଇ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ…

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବୁଧବାର ଅପରାହ୍ନରେ କଳାହାଣ୍ଡିରେ ସର୍ବାଧିକ ୧୧ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?