ଅଭିଯୁକ୍ତଙ୍କୁ ଗିରଫ ବେଳେ ଏସ୍ଓପି ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଜଣେ ୩୬ ବର୍ଷୀୟ କନଷ୍ଟେବଳଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ତତ୍ପର ହୋଇଉଠିଛି କମିଶନରେଟ ପୋଲିସ। ଏବେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିବା ବେଳେ ଏସ୍ଓପି (ସ୍ପେଶଲ ଅପରେଶନ ପ୍ରୋସିଜିଓର) ପାଳନ କରିବା ପାଇଁ ପୋଲିସ କମିଶନର…
ରାଜଧାନୀରେ ସାମାନ୍ୟ ପ୍ରଭାବ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା। ୪୦ରୁ ୫୦ କି.ମି. ବେଗରେ ପବନ ବହିଥିଲେ ମଧ୍ୟ ରାଜଧାନୀରେ ସେପରି କିଛି…
୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା…
ଘୁଞ୍ଚିଲା ୟୁପିଏସ୍ସି ପରୀକ୍ଷା: ଜୁନ୍ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି
ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ ନିଷ୍ପତ୍ତି…
କୋଣାର୍କ ହେବ ‘ସୂର୍ଯ୍ୟ ନଗରୀ’: ସ୍ଥାପନ ହେବ ୧୦ ମେଗାଓ୍ବାଟର ସୌର ଶକ୍ତି ପ୍ଲାଣ୍ଟ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର ଶକ୍ତିରେ ଚମକିବ। କେନ୍ଦ୍ର ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ କୋଣାର୍କ…
ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ ପାଇଁ ତାଣ୍ଡବ ରଚାଇଛି। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ଚାଳଘର, ଗଛ, ବିଦ୍ୟୁତ…
CORONAVIRUS UPDATE: କଳାହାଣ୍ଡିରେ ଆଉ ୧୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୦୬୩କୁ ପହଞ୍ଚିଛି। ନୂଆ ଚିହ୍ନଟ…
ପଶ୍ଚିମବଙ୍ଗ ମୁହାଁ ଅମ୍ଫନ୍
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍ ପାରାଦୀପଠାରୁ ଧିରେ ଧିରେ ଦୂରେଇ ଯାଇ ପଶ୍ଚିମବଙ୍ଗର ଦୀଘା ମୁହାଁ ହୋଇଛି । ବର୍ତ୍ତମାନ ପାରାଦୀପଠାରୁ ୧୫୦ କିଲୋମିଟର ଦୂରରେ ରହିଛି । ଅମ୍ଫନ୍ ପ୍ରଭାବରେ ବାଲେଶ୍ଵର, ଭଦ୍ରକ ଜିଲ୍ଲାରେ ଏବେ ପବନର ବେଗ ବଢ଼ିବାରେ…
ବାତ୍ୟା ଅମ୍ଫନ୍ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା ହେଉଛି…
ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର
ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ ଜାରି କରିଥିବାବେଳେ ମଙ୍ଗଳବାର ଭୁବନେଶ୍ୱର ପାଇଁ ବିଏମସି ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି।…
୧୨ ଜିଲାରେ ୧୪୭ ଟିମ୍ ମୁତୟନ: ‘ଅମ୍ଫନ୍’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ
କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ କର୍ମଚାରୀମାନେ…
ଆଜିଠୁ ଅଫିସ ଆସିବେ ସବୁ ସରକାରୀ କର୍ମଚାରୀ
ଭୁବନେଶ୍ୱର, ୧୯ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ ଜାରି କରାଯାଇଥିବା ବେଳେ କର୍ମଚାରୀମାନଙ୍କ ଅଫିସ ଆସିବା ଉପରେ ସରକାର କଟକଣା ଲଗାଇଥିଲେ। ଏହି ନିର୍ଦ୍ଦେଶକୁ ରାଜ୍ୟ ସରକାର ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ମଙ୍ଗଳବାରଠାରୁ ସମସ୍ତ କର୍ମଚାରୀ ଅଫିସ ଆସିବେ। ମାତ୍ର କର୍ମଚାରୀମାନଙ୍କୁ…

