ମେଟ୍ରୋ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ, ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ଗାଡ଼ି ପଛକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଛି। ସୂଚନା ମୁତାବକ,…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍‌ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ମାର୍ଟ ମିଟର ଲଗାଇବାକୁ ନେଇ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ ଶୁଣାଣି ହୋଇଛି। କୋର୍ଟରେ ଏ ବିଷୟରେ ଦୀର୍ଘ ସମୟ ଆଲୋଚନା ହେବାପରେ ସେପ୍ଟେମ୍ବର…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି…

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ ଦିନ ଗଡାଉଥିବା ଅଭିଯୋଗ ହେଉଛି। ଫଳରେ ୮ ଦିନ ହେବ ନିଖୋଜ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?