ମେଟ୍ରୋ

ଆଜିଠାରୁ ଭାଲେଣ୍ଟାଇନ୍ସ ଓ୍ବିକ୍‌

ଭୁବନେଶ୍ୱର,୭।୨(ବ୍ୟୁରୋ)ବର୍ଷକର ଅପେକ୍ଷା ପରେ ପାଖେଇ ଆସୁଛି ପ୍ରେମ ଓ ପ୍ରେମୀଯୁଗଳଙ୍କ ଖାସ୍‌ ଦିନ ଭାଲେଣ୍ଟାଇନ୍ସ ଡେ। ଏନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ରହିଥିବାବେଳେ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଭାଲେଣ୍ଟାଇନ୍ସ ୱିକ୍‌ ବା ପ୍ରେମ ସପ୍ତାହ ଭାବେ ପାଳନ...

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭-୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏବଂ ମନ୍ତ୍ରୀପରିଷଦ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ମନ୍ତ୍ରୀପରିଷଦ ବୈଠକ ବସିବାର କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଚଳିତ ମାସ ୧୮ରେ ଆଗତ...

ସବୁଜ ସଙ୍କେତ ଦେଉନାହିଁ କେନ୍ଦ୍ର

ଭୁବନେଶ୍ୱର,୭-୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି) ସଂଖ୍ୟା ବହୁତ। ହେଲେ ସେମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହାର କୌଣସି ସରକାରୀ ହିସାବ ନାହିଁ। ତେଣୁ ୨୦୨୧ ଜନଗଣନାରେ ଏମାନଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ...

ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ...

ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ମନ୍ତ୍ରୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସବୁଥର ପ୍ରଶ୍ନପତ୍ର ଭାଇରାଲ ଏକ ବଡ଼ ଚ୍ୟାଲେଞ୍ଜ ହେଉଥିବା ବେଳେ ଚଳିତ ବର୍ଷ ଏଭଳି କିଛି ହେଲେ କଠୋର କାର୍ଯ୍ୟାନୁଷ୍ଠାନ...

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ ୧୨ ହଜାର କୋଟି ଟଙ୍କା ବାକି ରହିଛି। ହେଲେ ଗରିବଙ୍କ ବିଜୁଳି କାଟିବା...

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ ବୋଲି ଗୁରୁବାର ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ସେ କହିଛନ୍ତି, ଯେତିକି ଦାବି...

ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି କ୍ରମରେ ଆସନ୍ତା ଏପ୍ରିଲ ପହିଲାରୁ ୩୦...

ରେଳ ବଜେଟ: ପ୍ରାପ୍ୟ ଅନୁଯାୟୀ ଅନୁଦାନ ପାଉନି ରାଜ୍ୟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରେଳପଥ ପକ୍ଷରୁ ବିଭିନ୍ନ ରେଳ ଜୋନ୍‌କୁ ଅନୁଦାନ ପ୍ରଦାନ କରାଯାଇଛି। ହେଲେ ଏହି ଅନୁଦାନ ପୂର୍ବତଟ ରେଳପଥ ତଥା ଓଡ଼ିଶା ପକ୍ଷରୁ ପ୍ରଦାନ କରାଯାଉଥିବା ରାଜସ୍ବ ତୁଳନାରେ ନଗଣ୍ୟ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ...

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର...

ପ୍ରଦତ୍ତ ଅନୁଦାନକୁ ଠିକ୍‌ ଭାବେ ଖର୍ଚ୍ଚ କରୁନାହିଁ ରେଳ ମନ୍ତ୍ରଣାଳୟ: ପ୍ରସନ୍ନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କେନ୍ଦ୍ର ସରକାର ବଜେଟରେ ରେଳପଥ ପାଇଁ ଅନୁଦାନ ଦେଉଛନ୍ତି। ସେହିକ୍ରମରେ ଓଡ଼ିଶା ମଧ୍ୟ ଅନୁଦାନ ପାଉଛି। ହେଲେ ରେଳପଥ ଦ୍ୱାରା ଅନୁମୋଦନ କରାଯାଉଥିବା ଅର୍ଥକୁ ମନ୍ତ୍ରଣାଳୟ ଠିକ୍‌ ଭାବେ ରାଜ୍ୟରେ ଖର୍ଚ୍ଚ କରୁନାହିଁ ବୋଲି ବିଜେଡି ଏମ୍‌ପି ପ୍ରସନ୍ନ...

ଜାତିଭିତ୍ତିକ ଜନଗଣନା ଉପରେ ବିଜେଡିର ଗୁରୁତ୍ୱ

ଭୁବନେଶ୍ୱର,୬ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ବଜେଟ ଅଧିବେଶନ ପ୍ରାରମ୍ଭରେ ବକ୍ତବ୍ୟ ରଖି ବାବା ସାହେବ ଆମ୍ବେଡ଼କରଙ୍କ ପ୍ରଦର୍ଶିତ ସାମାଜିକ ନ୍ୟାୟ ପ୍ରସଙ୍ଗରେ ବକ୍ତବ୍ୟ ରଖିଥିଲେ। ରାଷ୍ଟ୍ରପତିଙ୍କର ଏହି ବକ୍ତବ୍ୟକୁ ବିଜେଡି ପକ୍ଷରୁ ରାଜ୍ୟ ସଭାରେ ଧନ୍ୟବାଦ ଦିଆଯାଇଛି। ଉଚ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri