ମେଟ୍ରୋ

ମନୋଜ ଦାସ ପାଇବେ ‘କଳିଙ୍ଗ ସାହିତ୍ୟ ସମ୍ମାନ’

ଭୁବନେଶ୍ୱର,୬ା୨(ବ୍ୟୁରୋ): ‘ମାଇଷ୍ଟିକ୍‌ କଳିଙ୍ଗ ଫେଷ୍ଟିଭାଲ-୨୦୨୦’ରେ ବିଶିଷ୍ଟ ସାହିତି୍ୟକ ତଥା କଥାକାର ପ୍ରଫେସର ମନୋଜ ଦାସ ଚଳିତବର୍ଷ ପାଇଁ ‘କଳିଙ୍ଗ ସାହିତ୍ୟ ସମ୍ମାନ’ ପାଇବେ। ଓଡ଼ିଶା ଡାଏରୀ ଫାଉଣ୍ଡେଶନ ଏବଂ ଓଡ଼ିଶା ଡାଏରୀ ମିଡିଆର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଫେବୃୟାରୀ...

ଆଜିଠୁ ଓଜେଇଇ ଆବେଦନ

ଭୁବନେଶ୍ୱର, ୬ା୨(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୦ ପାଇଁ ଗୁରୁବାରଠାରୁ ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ୨୦ରେ ଆଡମିଟ୍‌ କାର୍ଡ ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ojee.nic.in ଓ୍ବେବସାଇଟ୍‌ରୁ ଆଡମିଟ୍‌...

ଥରେଇଲା ବର୍ଷା, କୋହଲା ପବନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କୋହଲା ପବନ ସାଙ୍ଗକୁ ବର୍ଷା ଦେହ ମୁଣ୍ଡ ଥରାଇ ଦେଇଛି। ଗତ ଦୁଇଦିନ ହେବ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶରେ ବାଦଲ ଘୋଡ଼ାଇ ରଖିବା ସହ ତୁହାକୁ ତୁହା ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଛତିଶଗଡ଼ ଏବଂ...

ଓଡ଼ିଶାକୁ ରେଳ ଅନୁଦାନ ହ୍ରାସ

ଭୁବନେଶ୍ୱର,୬ା୨: ଚଳିତ ବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏହା ଗତ ବର୍ଷ ବ୍ୟୟ ବରାଦଠାରୁ ୨୨୦ କୋଟି ଟଙ୍କା କମ୍‌ ରହିଛି। ପୂର୍ବତଟ ରେଳପଥ...

ଆର୍‌ଆଇ ଅଫିସ ଖାଲି ଯୋଗୁ ଲୋକେ ହନ୍ତସନ୍ତ

ପୁରୁଣା ଭୁବନେଶ୍ୱର,୬ା୨(ଡି.ଏନ.ଏ.): ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଓ ଜମି ଅଧିଗ୍ରହଣ ନେଇ ମାପଚୁପ ଚାଲିଛି। ଅନ୍ୟ ଅଧିକାରୀଙ୍କ ସହ ରାଜସ୍ବ ନିରୀକ୍ଷକ ପ୍ରତ୍ୟକ୍ଷ ଭାବେ ଏଠାରେ ଉପସ୍ଥିତ ରହୁ ଥିବାରୁ ସାଧାରଣ ଲୋକ ବହୁ...

ଇଣ୍ଡିଆ ଗେଟ୍‌ରେ ପରିବେଶ ପାଇଁ ସଚେତନ କଲେ କପିଳ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ପେଟ୍ରୋଲ, ଡିଜେଲ ଚାଳିତ ଗାଡ଼ିମୋଟରର ବ୍ୟାପକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ବିଶେଷକରି ନୂଆଦିଲ୍ଲୀର ବାୟୁମଣ୍ଡଳରେ ଅମ୍ଳଜାନର ମାତ୍ରା ହ୍ରାସ ପାଇବା ସହ ଓଜୋନସ୍ତର ବଢ଼ିବାରେ ଲାଗିଛି। ପ୍ରଦୂଷଣ ବଳୟର ଅନ୍ଧକାରରେ ଅଣନିଃଶ୍ୱାସୀ...

୩ ଦିନରେ ୧୦ ମଣ୍ଡପ ସିଲ୍‌, ୭୦ ହଜାର ଜରିମାନା

ଭୁବନେଶ୍ୱର, ୬ା୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ର୍ନିମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ, ହୋଲ୍ଡିଂ ଟିକସ ଫାଙ୍କି, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପ ଓ ବିବାହ ମଣ୍ଡପକୁ ବିଏମ୍‌ସିି ପକ୍ଷରୁ ସିଲ୍‌ ପ୍ରକ୍ରିୟା ଜାରି...

ଶ୍ରୀଲିଙ୍ଗରାଜ କ୍ଷେତ୍ର ପ୍ରତି ଚରମ ଅବହେଳା

ପୁରୁଣା ଭୁବନେଶ୍ୱର,୬ା୨ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ବିଭିନ୍ନ ସ୍ଥାନରେ ଉଚ୍ଛେଦ ଯୋଗୁ ମନ୍ଦିର ସମ୍ମୁଖ ରାସ୍ତା ବନ୍ଦ କରାଯାଇଛି। ଏହି କାରଣରୁ ବିଏମ୍‌ସି ଡାକ୍ତରଖାନା ଓ ରକ୍ତଭଣ୍ଡାର ଉପରେ ନିର୍ଭର କରି ଆସୁଥିବା ଆଖପାଖ...

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ। ଏଥର ଏହି ଉତ୍ସବ କିଛି ନିଆରା...

କର୍କଟ ପୀଡ଼ିତଙ୍କ ପାଣ୍ଠି ସଂଗ୍ରହ ପାଇଁ ନିଆରା ପ୍ରୟାସ

ଭୁବନେଶ୍ୱର, ୬ା୨(ବ୍ୟୁରୋ): କର୍କଟ ପୀଡିତଙ୍କ ପାଣ୍ଠି ସଂଗ୍ରହ ପାଇଁ ରେଡ୍‌ ସ୍ବସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍‌ ଓ ଲାୟନ ମିନତୀ ବେହେରା କ୍ୟାନ୍‌ସର ଫାଉଣ୍ଡେଶନର ମିଳିତ ଉଦ୍ୟମରେ ସୂଚନା ଭବନରେ ଏକ ନିଆରା ସଙ୍ଗୀତ କାର୍ଯ୍ୟକ୍ରମ...

ସଷ୍ଟେନେବଲ୍‌ ଫ୍ୟାଶନ, ଓଡ଼ିଶା ହସ୍ତତନ୍ତ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗ୍ଲୋବାଲ ଓ୍ବାର୍ମିଂ ଏବେ ସମଗ୍ର ବିଶ୍ୱ ପାଇଁ ବିପଦ ସୃଷ୍ଟି କରିଥିବାବେଳେ ପ୍ଲାଷ୍ଟିକ୍‌ ପ୍ରଦୂଷଣ ସମସ୍ତ ରାଷ୍ଟ୍ର ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏବେଠାରୁ ମଣିଷ ସଚେତନ ନ ହେଲେ ପରିସ୍ଥିତି ଆହୁରି ଭୟଙ୍କର ହେବାସହ ଆଗାମୀ ପିଢ଼ି...

ଜବରଦଖଲକୁ ବିରୋଧ, ରାସ୍ତାକୁ ଓହ୍ଲାଇବେ ୫୦୦ ପରିବାର

ଭୁବନେଶ୍ୱର, ୬ା୨(ବ୍ୟୁରୋ): ପାଇକନଗରରେ ଚାଲିଥିବା ଜମି ବିବାଦ ଘଟଣାର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରୁନାହିଁ। ୫୦୦ରୁ ଊର୍ଦ୍ଧ୍ୱ ପରିବାର ଉକ୍ତ ସରକାରୀ ଜମି ଉପରେ ନିର୍ଭର କରୁଛନ୍ତି। ହେଲେ ବିଲ୍‌ଡର ଉକ୍ତ ଜମିରେ ନିଜର କନଷ୍ଟ୍ରକଶନ କାର୍ଯ୍ୟ ଜାରି ରଖିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri