ମେଟ୍ରୋ

ଓଡ଼ିଶାରେ ୩ଲକ୍ଷ ନିଯୁକ୍ତି ପ୍ରଭାବିତ ହେବ: ପର୍ଯ୍ୟଟନ ଶିଳ୍ପ ହରାଇବ ୭୦% ନିଯୁକ୍ତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦେଶ ଓ ରାଜ୍ୟର ପର୍ଯ୍ୟଟନ ମାନଚିତ୍ରକୁ ପୂରାପୂରି ବଦଳାଇ ଦେଇଛି କୋଭିଡ୍‌-୧୯। ପର୍ଯ୍ୟଟନ ଶିଳ୍ପ ସହ ଏହାସହ ଜଡ଼ିତ ମାନବସମ୍ଭଳ କରୋନା ପାଇଁ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଦେଶର ୧୨.୭୫ ପ୍ରତିଶତ ନିଯୁକ୍ତି କେବଳ ପର୍ଯ୍ୟଟନ କ୍ଷେତ୍ରରେ ରହିଥିବା…

ଦୀଘା, ହାତିଆରେ ମାଡ ହେବ ବାତ୍ୟା ‘ଅମ୍ଫାନ’: ପ୍ରଭାବିତ ଆଶଙ୍କା ଜିଲାକୁ ଗଲେ ଓଡ୍ରାଫ, ଏନଡିଆରଏଫ ଟିମ୍‌

ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦ କି.ମି, ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି ଦୂରରେ…

ସଂଶୋଧନ ହେଲା ଏନ୍‌ଏଚ୍‌ ଫି ରୁଲ: ଫାସଟାଗ ବୈଧ ନ ଥିଲେ ଗାଡିମାଲିକ ଗଣିବେ ୨ ଗୁଣା ଟିକସ

ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଫାସଟାଗ ନ ଥିବା, ବୈଧ ନ ଥିବା କିମ୍ବା ଅକାମି ହୋଇଯାଇଥିବା ଫାସଟାଗ ଗାଡିମାଲିକମାନେ ସାବଧାନ। ଫାସଟାଗ ନ ଥାଇ କିମ୍ବା ଅବୈଧ ଫାସଟାଗ ଥାଇ ଯଦି କୌଣସି ଯାନବାହନ ଟୋଲ ପ୍ଲାଜାର ଫାସଟାଗ ଲେନ ଦେଇ ଯିବା ଆସିବା କରିବେ…

CORONAVIRUS UPDATE: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ସୁସ୍ଥ ହେଲେଣି ୨୨୦

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଗଞ୍ଜାମର ୧୯, ଯାଜପୁରର ୩ ଏବଂ ବାଲେଶ୍ୱରର ଦୁଇ ଜଣ ଅଛନ୍ତି।…

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ସାଗର-ହାତିଆ ଦୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ୍‌ ସମ୍ଭାବନା; ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ସାଗର ଓ ହାତିଆ ଦୀପପୁଞ୍ଜ…

ସଚ୍ଚୋଟପଣିଆ ଦେଖାଇଲେ ୩ ଟିଟିଇ: ସୁନା, ଟଙ୍କା ସହ ପର୍ସ ଫେରାଇ ପ୍ରଶଂସା ପାଇଲେ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍‌ରେ ପାଇଥିବା ଏକ ପର୍ସ୍‌କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଗହଣା ଥିଲା। ଏହି ତିନିଜଣ ଟିଟିଇ ହେଲେ…

ସୋମବାରଠାରୁ ଗଡ଼ିବ ‘ମୋ ସାଇକେଲ’: ଜୁନ୍‌ ୩୦ ଯାଏ ଅଧଘଣ୍ଟା ମାଗଣା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): କରୋନା କଟକଣା ଓ ଲକ୍‌ଡାଉନ୍‌ ସମୟରେ ସାଇକେଲର ଆବଶ୍ୟକତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଆସନ୍ତା ସୋମବାରଠାରୁ ପୁଣି ‘ମୋ ସାଇକେଲ’ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଲୋକଙ୍କ ସୁବିଧା ପାଇଁ ରିହାତି ବ୍ୟବସ୍ଥା…

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ପ୍ରସ୍ତୁତି: ମାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ିବ

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସ୍ତୁତିରେ କେତେକ ପରିବର୍ତ୍ତନ ପାଇଁ…

ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ସର୍ବାଧିକ ପ୍ରଭାବିତ ହେବ। ଏହି ଜିଲାଗୁଡ଼ିକରେ…

‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ…

ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତି ନେଇ ଶନିବାର ସନ୍ଧ୍ୟାରେ…

ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି ୧୯୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?