ମେଟ୍ରୋ

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ। ଏଥର ଏହି ଉତ୍ସବ କିଛି ନିଆରା...

କର୍କଟ ପୀଡ଼ିତଙ୍କ ପାଣ୍ଠି ସଂଗ୍ରହ ପାଇଁ ନିଆରା ପ୍ରୟାସ

ଭୁବନେଶ୍ୱର, ୬ା୨(ବ୍ୟୁରୋ): କର୍କଟ ପୀଡିତଙ୍କ ପାଣ୍ଠି ସଂଗ୍ରହ ପାଇଁ ରେଡ୍‌ ସ୍ବସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍‌ ଓ ଲାୟନ ମିନତୀ ବେହେରା କ୍ୟାନ୍‌ସର ଫାଉଣ୍ଡେଶନର ମିଳିତ ଉଦ୍ୟମରେ ସୂଚନା ଭବନରେ ଏକ ନିଆରା ସଙ୍ଗୀତ କାର୍ଯ୍ୟକ୍ରମ...

ସଷ୍ଟେନେବଲ୍‌ ଫ୍ୟାଶନ, ଓଡ଼ିଶା ହସ୍ତତନ୍ତ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗ୍ଲୋବାଲ ଓ୍ବାର୍ମିଂ ଏବେ ସମଗ୍ର ବିଶ୍ୱ ପାଇଁ ବିପଦ ସୃଷ୍ଟି କରିଥିବାବେଳେ ପ୍ଲାଷ୍ଟିକ୍‌ ପ୍ରଦୂଷଣ ସମସ୍ତ ରାଷ୍ଟ୍ର ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏବେଠାରୁ ମଣିଷ ସଚେତନ ନ ହେଲେ ପରିସ୍ଥିତି ଆହୁରି ଭୟଙ୍କର ହେବାସହ ଆଗାମୀ ପିଢ଼ି...

ଜବରଦଖଲକୁ ବିରୋଧ, ରାସ୍ତାକୁ ଓହ୍ଲାଇବେ ୫୦୦ ପରିବାର

ଭୁବନେଶ୍ୱର, ୬ା୨(ବ୍ୟୁରୋ): ପାଇକନଗରରେ ଚାଲିଥିବା ଜମି ବିବାଦ ଘଟଣାର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରୁନାହିଁ। ୫୦୦ରୁ ଊର୍ଦ୍ଧ୍ୱ ପରିବାର ଉକ୍ତ ସରକାରୀ ଜମି ଉପରେ ନିର୍ଭର କରୁଛନ୍ତି। ହେଲେ ବିଲ୍‌ଡର ଉକ୍ତ ଜମିରେ ନିଜର କନଷ୍ଟ୍ରକଶନ କାର୍ଯ୍ୟ ଜାରି ରଖିଛନ୍ତି।...

ପୃଥକ୍‌ ସଂଗ୍ରହ ହେବ ଓଦା, ଶୁଖିଲା ବର୍ଜ୍ୟ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସଭାଗୃହରେ ବର୍ଜ୍ୟ ସଂଗ୍ରହ ଜନିତ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁକୁ ପ୍ରତ୍ୟେକ ପରିବାରରୁ ପୃଥକ୍‌ ଭାବେ ସଂଗ୍ରହ କରିବାକୁ ଚାଲୁ ରହିଥିବା...

ରଙ୍ଗ୍‌ ସାଇଡ୍‌ରେ ଗଲେ ଚକ କଣା କରିଦେବ ‘ଟାୟାର କିଲର’

ଭୁବନେଶ୍ୱର,୬ା୨(ବ୍ୟୁରେ): ନୂଆ ନୂଆ ଆଇନ ଲାଗୁ କରାଯିବା ସହ ଅଧିକ ଜରିମାନା ସତ୍ତ୍ୱେ ଲୋକେ ସୁଧୁରୁନାହାନ୍ତି। ବିଶେଷକରି ରଙ୍ଗ୍‌ ସାଇଡ୍‌ରେ ଗାଡ଼ି ଚାଳନା ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏଣିକି ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ...

ବସ୍‌ଷ୍ଟାଣ୍ଡରେ ମିଳିବ ଶପିଂ ମଲ୍‌, ମଲ୍ଟିପ୍ଲେକ୍ସ ସୁବିଧା

ଭୁବନେଶ୍ୱର, ୫ା୨(ବ୍ୟୁରୋ):  ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ ହେବ। ସେଠାରେ ଶପିଂ ମଲ୍‌ କରାଯିବାକୁ ଯୋଜନା ଥିବାବେଳେ ଆବଶ୍ୟକସ୍ଥଳେ ବଡ଼ ବସ୍‌ଷ୍ଟାଣ୍ଟଗୁଡ଼ିକରେ ମଲ୍ଟିପ୍ଲେକ୍ସର ବ୍ୟବସ୍ଥା ମଧ୍ୟ କରାଯିବ। ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବାକୁ ଲକ୍ଷ୍ୟ ରଖି ବସ୍‌ଷ୍ଟାଣ୍ଡଗୁଡ଼ିକରେ ଏଭଳି ଅତ୍ୟାଧୁନିକ...

ରଙ୍ଗ୍‌ ଡ୍ରାଇଭିଂ କଲେ ଚକା ଲିକ !

ଭୁବନେଶ୍ୱର,୫।୧(ବ୍ୟୁରୋ): ରାସ୍ତାରେ ରଙ୍ଗ୍‌ ଡ୍ରାଇଭିଂକୁ ରୋକିବା ପାଇଁ ଲାଗିବ ସ୍ପାଇକ୍‌ ବ୍ୟାରିଅର। ଏ ନେଇ କମିଶନରେଟ ପୋଲିସ ନିଷ୍ପତ୍ତି ନେଇଛି। କଟକ ଓ ଭୁବନେଶ୍ୱରର ୨୪୨ଟି ସ୍ଥାନରେ ରଙ୍ଗ୍‌ ଡ୍ରାଇଭିଂ ପଏଣ୍ଟ ରହିଛି। ସେଥିମଧ୍ୟରୁ ଦ୍ୱେତନଗରୀର ୩୨ଟି ସ୍ପର୍ଶକାତର ସ୍ଥାନ...

ଏବେ ମଧ୍ୟପ୍ରଦେଶ ଫେରିବନି ‘ସୁନ୍ଦରୀ’

ଭୁବନେଶ୍ୱର,୫।୨(ବ୍ୟୁରୋ): ସାତକୋଶିଆରୁ ବାଘୁଣୀ ‘ସୁନ୍ଦରୀ’ କାହ୍ନା ଅଭୟାରଣ୍ୟ ଫେରିଯିବା ନେଇ ବିଭିନ୍ନ ପ୍ରକ୍ରିୟା ଚାଲିଥିବା ବେଳେ ଏବେ ଏହା ବିଳମ୍ବ ହୋଇପାରେ। ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟ ଘୋରେଲାରେ ଏବେ ୨ଟି ବାଘ ଅଛନ୍ତି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପରେ ସୁନ୍ଦରୀକୁ...

ବଦଳିଲା ପାଗ: ବଢ଼ିପାରେ ଶୀତ

ଭୁବନେଶ୍ୱର,୫।୨(ବ୍ୟୁରୋ): ପୁଣି ପାଗରେ ପରିବର୍ତ୍ତନ ଘଟିଛି। ବୁଧବାର ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ...

ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ ରହିବ। ଏ ନେଇ ବୁଧବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା...

ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିସହ ‘ସୁରଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri