ମେଟ୍ରୋ

କରୋନା ସମୟରେ ବାତ୍ୟା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଭୂତାଣୁ ସମଗ୍ର ରାଜ୍ୟରେ କାୟା ବିସ୍ତାର କରି ଚାଲିଥିବା ବେଳେ ଉପକୂଳ ଓଡ଼ିଶା ପାଇଁ ଆଉ ଏକ ବିପଦ ଆଶଙ୍କା ସୃଷ୍ଟି କରିଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଅମ୍ଫନ’। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ଉପକୂଳରେ ସୃଷ୍ଟି…

ବର୍ତ୍ତମାନ ସୁଦ୍ଧା ରାଜ୍ୟକୁ ଫେରିଲେଣି ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ ଫେରିଛନ୍ତି ୫୫,୫୬୭: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାକୁ ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ ଶ୍ରମିକ ଆସିଛନ୍ତି। ଏନେଇ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାକୁ ସର୍ବାଧିକ…

ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ, ଦକ୍ଷିଣ ପଶ୍ଚିମ ଦୀଘା ଠାରୁ…

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ପରଠୁ କରୋନା ଆକ୍ରାନ୍ତ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି; ୧୩ ଦିନରେ ଚିହ୍ନଟ ହୋଇଛନ୍ତି ୫୭୪ ନୂଆ ପଜିଟିଭ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଆଉ ୬୫ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଲାଣି। ହେଲେ ଏହି ସଂଖ୍ୟାକୁ ଯଦି ଅନୁଧ୍ୟାନ କରାଯାଏ ତେବେ ତୃତୀୟ…

CORONAVIRUS UPDATE: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…

ଯୋଗ୍ୟ ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲକର: ମନ୍ତ୍ରୀ

ଭୁବନେଶ୍ୱର, ୧୬ା୫(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିଛି। ଜନସାଧାରଣଙ୍କ ଖାଦ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ନୂତନ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ଖାଦ୍ୟ…

୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବାରେ ରେକର୍ଡ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍‌ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ ୧୦୮ ଆମ୍ବୁଲାନ୍ସ ଜରିଆରେ ସର୍ବାଧିକ ଲୋକ ସେବା ପାଇଛନ୍ତି। ସେହିଭଳି ଅନୁଗୋଳ ଜିଲାରେ ୧୦୨…

ଅନ୍‌ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା…

ଦିଲ୍ଲୀରୁ ଆସିଲେ ୪୯୬ ପ୍ରବାସୀ, ଗଲେ ୪୨୭

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ପ୍ରଥମ ସ୍ବତନ୍ତ୍ର ଟ୍ରେନ୍‌ ଶୁକ୍ରବାର ସନ୍ଧ୍ୟା ୭ଟା ୧୦ରେ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚିଥିଲା। ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ଏକ୍ସପ୍ରେକ୍ସ (୦୨୮୨୪)ର ୧୮ ବଗିରେ ଆସିବାକୁ ୧୫୦୩ଜଣ ପ୍ରବାସୀ ପଞ୍ଜୀକରଣ କରିଥିବାବେଳେ ଭୁବନେଶ୍ୱରରେ ୪୯୬ଜଣ…

ଖରିଫ୍‌ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି ମନ୍ତ୍ରୀ…

ପ୍ରଥମରୁ ଅଷ୍ଟମ ସବୁ ପିଲା ପାସ

ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ନବମରୁ ଦଶମ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?