ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍
ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ ଏହି ଖଣିର ନିଲାମୀ ପ୍ରକ୍ରିୟା ଜାରି ରହିଥିଲା। ରାତି ୨ଟା ୪୧ ମିନିଟ୍ରେ...
ଜେଲରୁ ମୁକୁଳିଲେ ଆଇଏଏସ୍ ଅଫିସର ବିଜୟ କେତନ
ଭୁବନେଶ୍ୱର,୫-୨(ବ୍ୟୁରୋ):ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ...
ଟଙ୍କିକିଆ କଏନ୍ରେ ମିନିଏଚର ପେଣ୍ଟିଂ
ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍ରେ ଏକାଧିକ ନିଆରା ତଥା ଭିନ୍ନ କ୍ଷୁଦ୍ର ଚିତ୍ରକଳାମାନ କରି ସେ ଏହି ରେକର୍ଡ ହାସଲ କରିଛନ୍ତି। ବଜାରକୁ ନୂଆ...
ଖଣି ହାତେଇବାକୁ ଭରପୂର ଉଦ୍ୟମ
ଯୋଡ଼ା,୫-୨(ଡି.ଏନ୍.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ। ତେବେ ନିଲାମ ହାତେଇବାକୁ ଏବେ ଖଣି ବ୍ୟବସାୟୀଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା...
ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା
ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା...
୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି
ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍...
ଜେଲରୁ ମୁକୁଳିଲେ ଆଇଏଏସ୍ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା...
ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୪।୨(ବ୍ୟୁରୋ): କିଛିଦିନର ବିରତି ପରେ ପୁଣି କଂଗ୍ରେସର ପୁରୁଣା ରୋଗ ଦେଖିବା ପାଇଁ ମିଳିଛି। ଦଳର କେତେଜଣ ବରିଷ୍ଠ ନେତା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଗାଦିରୁ ହଟାଇବା ପାଇଁ ଦାବି କରିବାକୁ ନୂଆଦିଲ୍ଲୀ ଗସ୍ତ କରିଛନ୍ତି।...
ବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହା
ଭୁବନେଶ୍ୱର,୪।୨(ବ୍ୟୁରୋ): ଆସନ୍ତା ୧୨ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ଏହା ବାତିଲ ହୋଇଯାଇଛି। କେଉଁ କାରଣରୁ ଶାହାଙ୍କ ଗସ୍ତକୁ ବାତିଲ କରାଗଲା ସେନେଇ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ତେବେ ତାଙ୍କର ଭବିଷ୍ୟତ...
କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର,୪।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭୂତାଣୁକୁ ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଆଗକୁ ପରୀକ୍ଷା ସମୟ ଥିବାରୁ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟକୁ ନଜର ରଖାଯିବ। କୌଣସି ଛାତ୍ରୀଛାତ୍ର...
ସିଲ୍ ହେଲା ଓୟୁଏଟି କୁକୁଡା ଫାର୍ମ
ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମ ମଙ୍ଗଳବାର ସିଲ୍ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ୩ ମାସ ପାଇଁ ଏହାକୁ ସିଲ୍ କରାଯାଇଛି। ପ୍ରତି ୧୫ଦିନ ଅନ୍ତରରେ ଫାର୍ମକୁ...
୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୪।୧(ବ୍ୟୁରୋ): ଏଣିକି ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ ବୋଲି ମଙ୍ଗଳବାର ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଯେଉଁ କିରାଣିମାନେ ୬...
Archives


