ମେଟ୍ରୋ

ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍‌ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ…

ଜିଆଇଏସ୍‌ ମ୍ୟାପିଂରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଥ୍ୟ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ କୋଭିଡ୍‌ ହସ୍ପିଟାଲ ବାବଦରେ ଜିଆଇଏସ୍‌ (ଜିଓଗ୍ରାଫିକ୍‌ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି ରାଜ୍ୟ ସରକାର ଏହି ନୂଆ ବ୍ୟବସ୍ଥାକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶା ସ୍ପେସ ଆପ୍ଲିକେଶନ…

ଘରୋଇ ହସ୍ପିଟାଲକୁ ପୁଣି ଚେତାବନୀ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଅନେକ ଘରୋଇ ହସ୍ପିଟାଲ ଓ ନର୍ସିଂ ହୋମ୍‌ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିଶ୍‌ମେଣ୍ଟ (କଣ୍ଟ୍ରୋଲ ଓ ରେଗୁଲେଶନ) ଆକ୍ଟ ଓ ଏହା ଅଧୀନରେ ଆସୁଥିବା ନିୟମଗୁଡ଼ିକୁ…

କୋଭିଡ୍‌-୧୯ ଲଢ଼େଇରେ ସିଟିଟିସି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଭାରତର ମହାକାଶ ଅଭିଯାନ ‘ମଙ୍ଗଳାୟନ’ ଏବଂ ‘ଚନ୍ଦ୍ରାୟନ-୨’ ପ୍ରସ୍ତୁତିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବାପରେ ଏବେ କୋଭିଡ୍‌-୧୯ ଲଢେଇରେ ଗୁରୁଦାୟିତ୍ୱ ନେଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ୍‌ ଟୁଲ୍‌ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି)। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟ…

ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା…

ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଭୁବନେଶ୍ୱରରୁ ଗଡ଼ିଲା ବସ୍‌ ଓ ରେଳ

ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ଦୀର୍ଘ ଦିନ ହେବ ବନ୍ଦଥିବା ବସ୍‌ ଓ ରେଳ ଚଳାଚଳ ବୁଧବାରଠାରୁ ପୁର୍ବବାର ଆରମ୍ଭ ହୋଇଛି। ୫୪୫ ଜଣ ଯାତ୍ରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ପୂର୍ବାହ୍ନ ୧୦ଟା ବେଳେ ଟ୍ରେନ୍‌ଟି ଭୁବନେଶ୍ୱର…

ଆଶଙ୍କାରେ ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ: ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହେବ ନୂଆ ଶିଳ୍ପ ନୀତି-୨୦୨୦

ଭୁବନେଶ୍ୱର,୧୩ା୫(ବ୍ୟୁରୋ)-କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶକୁ ୩ ଟି ପର୍ଯ୍ୟାୟରେ ମେ ୧୭ ଯାଏ ଲକଡାଉନ କରାଯାଇଛି। ଏହି ସମୟରେ କଳକାରଖାନା, ବାଣିଜ୍ୟ ବ୍ୟବସାୟ ସବୁ କିଛି ବନ୍ଦ ରହିଛି। ୩ୟ ପର୍ଯ୍ୟାୟରେ ଯଦିଓ କଟକଣାକୁ କିଛି ମାତ୍ରାରେ କୋହଳ କରାଯାଇଛି…

ବିମାନ, ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିମାନ ଏବଂ ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ କରାଯାଇଛି। ଏ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ରେଳରେ କିମ୍ବା ବିମାନରେ ଓଡ଼ିଶାକୁ ଆସିବେ ସେମାନେ ପ୍ରଥମେ ରାଜ୍ୟ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି। ଏମାନଙ୍କୁ…

ସରକାରଙ୍କ ନିଷ୍ପତ୍ତି: ଗ୍ରୀନ୍‌ ଜୋନ୍‌ରେ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌, ଦୁଇଗୁଣା ଭଡ଼ା ଦେବେ ଯାତ୍ରୀ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ହେଲେ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ପୁଣି ଥରେ ଯାତ୍ରୀ ପରିବହନ ବ୍ୟବସ୍ଥା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ସାଧାରଣ ଯାତ୍ରୀଙ୍କ ପାଇଁ ଗୀନ୍‌…

ଆସୁଛି ବାତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଆସନ୍ତା ୧୫ ତାରିଖରେ ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ୧୭ ତାରିଖ ବେଳକୁ ଏହା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?