CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ…
ପ୍ରବାସୀଙ୍କ ସ୍ବାବ୍, ରକ୍ତ ପରୀକ୍ଷାରେ ବିଳମ୍ବ
ନିମାପଡ଼ା,୧୨ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଛନ୍ତି।…
ତିଗିରିଆ ସନ୍ଦିଗ୍ଧ ଲିଙ୍କରେ ଥିବା ୨ଜଣ ଗଲେ କ୍ୱାରାଣ୍ଟାଇନ
ବାରଙ୍ଗ,୧୨ା୫(ଡି.ଏନ.ଏ): ତିଗିରିଆରେ ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଥିଲା। ଏହି ବ୍ୟକ୍ତି ଜଣଙ୍କ ସୁରଟ ଫେରନ୍ତା ହୋଇଥିବାବେଳେ ଗତ ୩ ତାରିଖରେ ସୁରଟରୁ ଫେରି ପୁରୀରେ ପହଞ୍ଚତ୍ଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ସମ୍ପର୍କୀୟ ଶାଳକ ଓ…
ବିଶ୍ବ ସେବିକା ଦିବସ: ୨୯ବର୍ଷ ଧରି ଗରିବଙ୍କ ସେବାରେ ଉଷାରାଣୀ
ଗୋପ,୧୨ା୫(ଡି.ଏନ.ଏ): ମହାମାରୀ କରୋନା ଭଳି ବିପତ୍ତି ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ କରୋନା ଯୋଦ୍ଧା ବୋଲି ସରକାର ଘୋଷିତ କରିଛନ୍ତି। ଏଭଳି ସମୟରେ ଏହି ସ୍ବାସ୍ଥ୍ୟକର୍ମୀମାନେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କ ସେବାରେ ନିୟୋଜିତ ରୁହନ୍ତି। ଏଭଳି ଜଣେ ସ୍ବାସ୍ଥ୍ୟକର୍ମୀ ଦୀର୍ଘ ୨୯ବର୍ଷ…
ପ୍ରବୀଣ କୁମାର ଆଇଜି ପର୍ସୋନେଲ
ଭୁବନେଶ୍ୱର,୧୨ା୫(ବ୍ୟୁରୋ)-୨୦୦୨ ବ୍ୟାଚ୍ର ଆଇପିଏସ୍ ଅଫିସର ଏସ. ପ୍ରବୀଣ କୁମାରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ପର୍ସୋନେଲ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ପ୍ରବୀଣ କୁମାର ନ୍ୟାଶନାଲ ଇନ୍ଭେଷ୍ଟିଗେଶନ ଏଜେନ୍ସି (ଏନ୍ଆଇଏ)ରେ କାର୍ଯ୍ୟରତ…
ଗ୍ରୀନ୍ ଜୋନ୍ରେ ଚାଲିବ ବସ୍: ଯାତ୍ରୀ ଦେବେ ଦୁଇଗୁଣା ଭଡ଼ା
ଭୁବନେଶ୍ୱର,୧୨ା୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଂକ୍ରମଣକୁ ଦୃଷ୍ଟିରେ ରଖି ସମଗ୍ର ଦେଶକୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଲକ୍ଡାଉନ୍ ରଖାଯାଇଛି। ଯାନବାହନ ଚଳାଚଳ ବନ୍ଦ ରହିଛି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା କରିପାରୁ ନାହାନ୍ତି। କଟକଣା କୋହଳ ହେବା ପରେ ରାଜ୍ୟ ସରକାର ଯାତ୍ରୀ…
ଏଥର ହେବ ନାହିଁ ଦ୍ୱିତୀୟ ଓଜେଇଇ
ଭୁବନେଶ୍ୱର, ୧୨।୫(ବ୍ୟୁରୋ)- ଚଳିତ ବର୍ଷ ଦ୍ୱିତୀୟ ଓଜେଇଇ ହେବ ନାହିଁ। କରୋନାକୁ ଦୃଷ୍ଟିରେ ଓଜେଇଇ ପକ୍ଷରୁ ଏବର୍ଷ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏଥର ବିଟେକ୍ ପାଇଁ ସ୍ବତନ୍ତ୍ର ଏଣ୍ଟ୍ରାନ୍ସ ହେବ। ସ୍ବତନ୍ତ୍ର ଓଜେଇଇ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଆଡ଼ମିଶନ୍ ପାଇଁ ପ୍ରକ୍ରିୟା ଆରମ୍ଭ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ…
ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍ ଚଳାଇବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍ଡାଉନ୍ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ ଫେରିବାକୁ…
ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ
ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ ଲକ୍ଷଣ ନ ଥିବା ଏବଂ ସ୍ବଳ୍ପ ଲକ୍ଷଣ ଥିବା ସଂକ୍ରମିତଙ୍କୁ ହୋମ୍ କ୍ୱାରାଣ୍ଟାଇନରେ…
ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରରେ ୩ଜଣ, ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ…

