ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା
ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ...
ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍
ଭୁବନେଶ୍ୱର, ୨ା୨(ବ୍ୟୁରୋ) – ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍ ବାହାରିଛି। ଏହା ଜଣାପଡିବା...
ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଜିରୋ ଟଲେରାନ୍ସ’ ନୀତିକୁ ବିଭାଗ ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ନିକଟରେ...
ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ
ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ ବୋଲି...
ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ
ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ...
କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ,...
ଦୁଇଦିନ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।...
ସିଏଏ, ଏନ୍ଆର୍ସି, ଏନ୍ପିଆର ବିରୋଧରେ ସଚେତନ କରାଇବ ସିପିଏମ୍
ଭୁବନେଶ୍ୱର,୨।୨(ବ୍ୟୁରୋ): ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର) ଆଧାରରେ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ପ୍ରସ୍ତୁତ କରାଯିବ। ଏହା ଦେଶକୁ ଧର୍ମଭିତ୍ତିରେ ପୁନର୍ବାର ଭାଗ କରିବା ପାଇଁ ଏକ ଚକ୍ରାନ୍ତ ବୋଲି ସିପିଏମ୍ ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ କୁହାଯାଇଛି। ଏହିପରି...
ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍
ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ ନୂତନ ରୁଲ୍ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏ ନେଇ ଅନ୍ୟ ରାଜ୍ୟରେ ଥିବା...
ମୟୂରଭଞ୍ଜ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା
ଭୁବନେଶ୍ୱର,୨।୨(ବ୍ୟୁରୋ)- ମୟୂରଭଞ୍ଜ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ‘ମୟୂରଭଞ୍ଜ ଉତ୍ସବ-୨୦୨୦’ର ଶନିବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ଅବସରରେ ଛାଉଣି ଛଉନୃତ୍ୟ ପ୍ରତିଷ୍ଠାନର କଳାକାରମାନେ ଚିତ୍ତାକର୍ଷକ ଛଉନୃତ୍ୟ ପରିବେଷଣ କରିଥିଲେ। ଏହା ପରେ ନାରୀ ସଶକ୍ତୀକରଣ ଉପରେ...
୭ରୁ ଜେଡିସିଏ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ: ପ୍ରଦର୍ଶିତ ହେବ ଦେଶ ବିଦେଶର ୪୮ ଫିଲ୍ମ
ଭୁବନେଶ୍ୱର,୨।୨(ବ୍ୟୁରୋ)- ଜେ.ଡି. ସେଣ୍ଟର ଅଫ୍ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍ ଆନୁକୂଲ୍ୟରେ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆସନ୍ତା ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଇଡ୍କଲ୍ ଅଡିଟୋରିୟମ୍ରେ ୩ଦିନ...
ଜୋର୍ ଧରିଲା ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦାବି: ସଂସ୍କୃତିମ୍ ପକ୍ଷରୁ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆରମ୍ଭ
ଭୁବନେଶ୍ୱର,୨।୨(ବ୍ୟୁରୋ)- ଓଡ଼ିଶୀ ନୃତ୍ୟ ସମ୍ପର୍କିତ ଐତିହାସିକ ସାହିତ୍ୟ ଓ ପରମ୍ପରା ବେଶ୍ ବ୍ୟାପକ। ଓଡ଼ିଶୀ ସଙ୍ଗୀତରେ ରାଗ, ତାଳ, ବାଦ୍ୟ ଏବଂ ସାଙ୍କେତିକ ଚିହ୍ନ ଆଦି କର୍ନାଟକୀ ଓ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଭଳି ରହିଛି। ସେହି ଅନୁସାରେ ଓଡ଼ିଶୀ...
Archives


