ମେଟ୍ରୋ

ରାଜ୍ୟରେ ବଢୁଛି କଏଦୀ ସଂଖ୍ୟା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟରେ ବର୍ତ୍ତନା ୮୬ଟି ଜେଲ୍‌ ରହିଥିବାବେଳେ ପ୍ରତିବର୍ଷ କଏଦୀଙ୍କ ସଂଖ୍ୟା ବଢ଼ି ଚାଲିଛି। ପୂର୍ବବର୍ଷ ତୁଳନାରେ ୨୦୧୯ରେ ପ୍ରାୟ ୬.୪୩ ପ୍ରତିଶତ ବୃଦ୍ଧି ଘଟିଛି। ୨୦୧୮ରେ ରାଜ୍ୟର ବିଭିନ୍ନ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ୧୬୫୦୧ ରହିଥିଲାବେଳେ ଗତବର୍ଷ ୧୭୫୬୩କୁ ବୃଦ୍ଧି…

ବସ୍ତିରେ ହୋଇନାହିଁ ସଂକ୍ରମଣ: ବିଏମ୍‌ସି

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କରୋନା ସଂକ୍ରମଣରେ ରୋକ୍‌ ଲଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନାନା ପଦକ୍ଷେପ ହାତକୁ ନେଇଛି। ବିଏମ୍‌ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି, ସହରର ସମସ୍ତ ବସ୍ତି ଅଞ୍ଚଳକୁ ଆକ୍ଟିଭ୍‌ ସର୍ଭିଲାନ୍ସରେ ରଖାଯାଇଛି। ଲକ୍ଷଣ ଥିବା…

ସ୍ବାଭାବିକ ହେଉଛି, ଭିଡ଼ ବି ବଢୁଛି

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର ଏବେ ବି ରେଡ୍‌ ଜୋନ୍‌ରେ ରହିଛି। ସଂକ୍ରମଣକୁ ଯଥାସମ୍ଭବ ରୋକିବା ପାଇଁ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପରିବର୍ତ୍ତିତ କଟକଣା ଲାଗୁ କରାଯାଇଛି। ହେଲେ ଜୀବନ…

ଶରୀର ଦାନ କରିବେ ଭବାନୀ ଚରଣ ପଟ୍ଟନାୟକ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଶରୀର ଦାନ କରିବେ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ। ମୃତ୍ୟୁ ପରେ ସେ ତାଙ୍କ ଶରୀରକୁ କଟକ ଏସ୍‌ସିବି ମେଡିକାଲ କଲେଜକୁ ଦାନ କରିବେ ବୋଲି ୯୯ତମ ଜନ୍ମ ଦିବସ ଅବସରରେ ପଟ୍ଟନାୟକ ଘୋଷଣା କରିଛନ୍ତି।…

ଘରୋଇ ବିଦ୍ୟାଳୟ ଫି’ ପ୍ରସଙ୍ଗ: ରାସ୍ତାକୁ ଓହ୍ଲାଇଲା ଅଭିଭାବକ ମହାସଂଘ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା ପାଇଁ ଘରୋଇ ବିଦ୍ୟାଳୟଗୁଡ଼ିକ ରି-ଆଡ୍‌ମିଶନ ଫି, ପରିବହନ ଖର୍ଚ୍ଚ, ଇନ୍‌ଫ୍ରାଷ୍ଟ୍ରକ୍ଚର ଫି, କମ୍ପ୍ୟୁଟର ଫି, ଡେ’ ବୋର୍ଡିଙ୍ଗ୍‌ ଫି ଆଦି ୩ ମାସ ପର୍ଯ୍ୟନ୍ତ ନ ନେବାକୁ ମୁଖ୍ୟମନ୍ତ୍ରୀ ଜଣାଇଥିଲେ। ହେଲେ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଫୋନ କରି…

କୋଭିଡ୍‌ ଚିକିତ୍ସାକୁ ଦୃଢ଼ୀଭୂତ କରିବା ପାଇଁ ମକ୍‌ ଡ୍ରିଲ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସ୍ବାସ୍ଥ୍ୟସେବାକୁ ଦୃଢ଼ୀଭୂତ କରିବା ସହ ସ୍ବାସ୍ଥ୍ୟକର୍ମୀଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ମକ୍‌ ଡ୍ରିଲ୍‌ ମାଧ୍ୟମରେ ପ୍ରସ୍ତୁତିକୁ ଜୋର୍‌ଦାର କରାଯାଉଛି। ଏହି ପରିପ୍ରେକ୍ଷୀରେ ପୁରୀର…

ବସ୍ତିରୁ ବ୍ୟାପିଥିଲା ମୁମ୍ବାଇ ପୋଲିସକୁ ସଂକ୍ରମଣ

ଭୁବନେଶ୍ୱର,୧୨ା୫ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣାକୁ ପାଳନ କରିବା ସହ କରୋନା ସଂକ୍ରମଣ ରୋକିବାରେ ପୋଲିସ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ହେଲେ ଏବେ ଦିନରାତି ଜଗିରହୁଥିବା ପୋଲିସ ନିଜେ ସଂକ୍ରମଣର ଶିକାର ହୋବାରେ ଲାଗିଛି। ମୁମ୍ବାଇରେ ୩ଶହରୁ ଊର୍ଦ୍ଧ୍ୱ ପୋଲିସ କୋଭିଡ୍‌-୧୯ରେ…

ଭୁବନେଶ୍ୱର ବିମାନବନ୍ଦର ହେବ ନନ୍‌-ଟଚ୍‌ ବିମାନବନ୍ଦର

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ହଟିବା ପରେ ବିମାନ ସେବା ସ୍ବାଭାବିକ ହୋଇପାରେ। ତେଣୁ ବିମାନ ସେବା ଆରମ୍ଭ ହେଲେ ଯାତ୍ରୀ ଓ କର୍ମଚାରୀଙ୍କୁ କିପରି ସୁରକ୍ଷା ଦିଆଯିବ ସେଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିମାନ ବନ୍ଦରକୁ ନନ୍‌-ଟଚ୍‌ କରିବା…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍‌ସି

ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍‌ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱରର ସମସ୍ତ ୬୭ ଓ୍ବାର୍ଡରେ ପର୍ଯ୍ୟାୟକ୍ରମେ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ…

ଗଞ୍ଜାମରେ ବେକାବୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୧୫୦ ଟପିଲା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ସାରା ରାଜ୍ୟରେ ଦିନକୁଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ କିଛିଦିନ ମଧ୍ୟରେ ଗଞ୍ଜାମ ଜିଲାରେ ଅଧିକାଂଶ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଅଧିକାଂଶ ସୁରଟ ଫେରନ୍ତା ହୋଇଥିବାବେଳେ ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ସୋମବାର ସା…

୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଗଡିବ ସ୍ପେଶାଲ ଟ୍ରେନ: ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୧।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ କରାଯାଇଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ଆସନ୍ତା ୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀ ମଧ୍ୟରେ ଚାଲିବ ସ୍ପେଶାଲ ଟ୍ରେନ। ଟ୍ରେନରେ…

ଟିଟିଲାଗଡ଼ରେ ପହଞ୍ଚିଲା ପ୍ରବାସୀଙ୍କ ସ୍ପେଶାଲ ଟ୍ରେନ

\ଭୁବନେଶ୍ୱର,୧୧।୫(ବ୍ୟୁରୋ)-ଆନ୍ଧ୍ରପ୍ରଦେଶ ରାଜ୍ୟର ବିଜୟଓ୍ବାଡାରୁ ୧୨୦୯ ଜଣ ପ୍ରବାସୀଙ୍କୁ ଧରି ଆସିଥିବା ଟ୍ରେନ ସୋମବାର ସାରେ ବଲାଙ୍ଗିର ଜିଲା ଟିଟିଲାଗଡ଼ ରେଳ ଷ୍ଟେଶନରେ ପହଞ୍ଚିଛି। ଟ୍ରନଟି ଷ୍ଟେଶନରେ ଅଟକିବା ପରେ ବଗିରୁ ନ ବାହାରିବା ପାଇଁ ମାକଇ ଯୋଗେ ଘୋଷଣା କରାଯାଇଥିଲା। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?